Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆଜି ଛେଚିବ, କାଲିଠୁ କମିବ ବର୍ଷା
ଭୁବନେଶ୍ୱର: ରାଜ୍ୟରେ ବର୍ଷାର ଲଗାଣ ଜାରି ରହିଛି। ଲଘୁଚାପ ପ୍ରଭାବରେ ଗତ କାଲି ରାତିଠାରୁ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଅବିରତ ବର୍ଷା ହେଉଥିବାରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଭୁବନେଶ୍ୱର, କଟକ ଓ ପୁରୀରେ ସାରା ରାତି ବର୍ଷା ଯୋଗୁଁ ଅନେକ ଅଞ୍ଚଳ ଜଳମଗ୍ନ!-->…
Read More...
Read More...
35 ପୌରାଞ୍ଚଳ ଅଧ୍ୟକ୍ଷ ପଦବୀ ସଂରକ୍ଷଣ, ଚିଠା ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ରାଜ୍ୟରେ ନୂତନ ଭାବେ ଗଠିତ ୩୫ଟି ପୌରସଂସ୍ଥା ଓ ଏନ୍ଏସିର ପୌରାଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ନିର୍ଦ୍ଧାରଣ ସମ୍ପର୍କିତ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏହି ବିଜ୍ଞପ୍ତି ପ୍ରକାଶ କରିଛି ।ଚିଠା ତାଲିକା ଅନୁସାରେ, ୧୧ଟି ପୌରସଂସ୍ଥା ଓ!-->…
Read More...
Read More...
ଶରଧାବାଲିରେ ପହଞ୍ଚିଲା ନନ୍ଦିଘୋଷ
ପୁରୀ- ଦୀର୍ଘ ସମୟ ଅପେକ୍ଷାର ଅନ୍ତ ଘଟିଛି। ଅଗଣିତ ଭକ୍ତଙ୍କ ଭକ୍ତି, ଶ୍ରଦ୍ଧା ଓ ଆସ୍ଥାର ଟାଣରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶେଷରେ ଶରଧାବାଲିରେ ପହଞ୍ଚିଛି। ବଡ଼ ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ତିନି ଠାକୁରଙ୍କ ଏକତ୍ର ଉପସ୍ଥିତିରେ ଗୁଣ୍ଡିଚା ବାଡ଼ି!-->…
Read More...
Read More...
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା
ଭୁବନେଶ୍ବର: ୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିୟର କଲେଜରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ ଲକ୍ଷ ୨୯ ହଜାର ୨୧୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୮୨ ହଜାର ୮୩୫ ଜଣ ନାମ ଲେଖାଇଛନ୍ତି। ଏବେ ୨ ଲକ୍ଷ!-->…
Read More...
Read More...
ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ି ଚାଲିଛି ୩ ରଥ
ପୁରୀ : ବଡଦାଣ୍ଡ ଜନସମୁଦ୍ର। ୨ୟ ଦିନରେ ଆରମ୍ଭ ହେଲା ଶ୍ରୀଜୀଉମାନଙ୍କ ରଥଟଣା। ପୁଣି ରଥଟଣା ଆରମ୍ଭ ହୋଇଥିବା ବେଳେ ଘଣ୍ଟ, ହରିବୋଲ ଓ ହୁଳହୁଳିରେ ବଡଦାଣ୍ଡ କମ୍ପୁଛି। ଆଗକୁ ବଢୁଛି ୩ରଥ। ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ି ଚାଲିଛି ୩ ରଥ। ଜୟ ଜଗନ୍ନାଥ ଧ୍ୱନିରେ ଶ୍ରୀକ୍ଷେତ୍ର ପ୍ରକମ୍ପିତ!-->…
Read More...
Read More...
ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ପୁରୀ-ପବିତ୍ର ଘୋଷଯାତ୍ରା ଅବସରେ ଶ୍ରୀକ୍ଷେତ୍ରେ ପହଞ୍ଚି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୋବର୍ଦ୍ଧନ ପୀଠ ପରିଦର୍ଶନ କରିଛନ୍ତି। ସେଠାରେ ସେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଇଥିବା ବେଳେ ଦେଶର ହିତ ଏବଂ ସାଂସ୍କୃତିକ ଐତିହ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି।!-->…
Read More...
Read More...
ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ। ଭକ୍ତି, ବିଶ୍ୱାସ ଓ ସମର୍ପଣର ସହ ରଥଯାତ୍ରାର ସାକ୍ଷୀ ହେବ। ସମସ୍ତେ!-->…
Read More...
Read More...
୧୫ରୁ ବଢିବ ବର୍ଷା
ଭୁବନେଶ୍ୱର:ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ବା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା,!-->…
Read More...
Read More...
ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ଅଧିକାରୀ
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ଅଧିକାରୀ। ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସଞ୍ଜୟ କିସପେଟ୍ଟାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି। ଭୁବନେଶ୍ୱର, ଜୟପୁର!-->…
Read More...
Read More...
କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍ଓପି
ଭୁବନେଶ୍ୱର: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଖୁବ୍ଶୀଘ୍ର ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର ଜାରି କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ!-->…
Read More...
Read More...