Browsing Category

ରାଜ୍ୟ

ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟ ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଉପକୃତ ହେବେ – ଧର୍ମେନ୍ଦ୍ର ପ୍ରଧାନ

ଆଠମଲ୍ଲିକ: ଶିକ୍ଷା କ୍ଷେତ୍ରରେ ଆଠମଲ୍ଲିକ ହେଉଛି ଅଗ୍ରଣୀ ଅଞ୍ଚଳ । ସେହି ପରମ୍ପରାକୁ ଆଗକୁ ନେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଆଠମଲ୍ଲିକ ସବଡିଭିଜନରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବାର ଜନ ଆକାଂକ୍ଷା ଆଜି ପୂରଣ ହୋଇଛି ବୋଲି ଏହାର ଅସ୍ଥାୟୀ କ୍ୟାମ୍ପସର…
Read More...

ରାଜ୍ୟର ଜାତୀୟ ରାଜପଥର ସ୍ଥିତି ପରଖିଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର:ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ସଡ଼କ ପରିବହନ ମନ୍ତ୍ରୀ ଶ୍ରୀ ନିତିନ ଗଡ଼କରୀଙ୍କର ଓଡ଼ିଶା ପ୍ରତି ଥିବା ପ୍ରତିବଦ୍ଧତାର ନିଦର୍ଶନ ସ୍ୱରୂପ କେନ୍ଦ୍ର ସରକାରଙ୍କଠାରୁ ଓଡ଼ିଶାରେ ରାଜପଥ ବିକାଶ ପାଇଁ ଚଳିତ ବର୍ଷ ପ୍ରାୟ ୧୪ ହଜାର କୋଟି ଟଙ୍କାର ପ୍ରତିଶ୍ରୁତି ମିଳିଛି ।…
Read More...

ଦୁର୍ନୀତି କିମ୍ବା ଅବହେଳା କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆମର ବ୍ଲକଗୁଡ଼ିକ ହେଉଛି, ଆମ ପ୍ରଶାସନିକ ସଫଳତାର ଦର୍ପଣ। ଯଦି ବ୍ଲକଗୁଡ଼ିକ ଦକ୍ଷତାର ସହ କାମ କରିବେ, ଏବଂ ଲୋକମାନେ ସବୁ ଯୋଜନାର ସୁଫଳ ପାଇବେ, ତେବେ ଏହା ସରକାରଙ୍କ ଦକ୍ଷତାର ପ୍ରମାଣ ହେବ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ,…
Read More...

ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ବିଭିନ୍ନ ବିଭାଗର ସମୀକ୍ଷା

ଭୁବନେଶ୍ବର:ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢ଼ୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ 'ବିକଶିତ ଓଡ଼ିଶା'ର ସ୍ବପ୍ନ ସହିତ ସମନ୍ୱୟ ରକ୍ଷା କରି ବିଭାଗୀୟ…
Read More...

ରଥଯାତ୍ରା ପାଇଁ ପୁରୀ ଏସ୍‌ପିଙ୍କ ସାହି ଗସ୍ତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା

ପୁରୀ-ଆସନ୍ତା ରଥଯାତ୍ରା ୨୦୨୫ ସମୟରେ ଶାନ୍ତିପୂର୍ଣ୍ଣ ଓ ସୁସଂଗଠିତ ଭାବରେ ଭକ୍ତମାନେ ଯାତ୍ରା କରିପାରିବେ ବୋଲି ନିଶ୍ଚିତ କରିବାକୁ ପୁରୀ ଏସ୍‌ପି ବିନିତ ଅଗ୍ରୱାଲ ଆଜି ସୁପାଲେସ ଛକ, ବିଧବାଶ୍ରମ ଛକ, ଜମ୍ବେଶ୍ୱର ଛକ, ହରଚଣ୍ଡୀ ସାହି ଛକ, ମାଣିକର୍ଣ୍ଣିକା ସାହି ଛକ ରାସ୍ତା ଦେଇ…
Read More...

ଭିଜିଲାନ୍ସ ଜାଲରେ ଧର୍ମଶାଳା ଏବିଡିଓ

ଯାଜପୁର : ଧର୍ମଶାଳା ଏବିଡିଓଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ଅତିରିକ୍ତ ବ୍ଲକ୍‌ ଉନ୍ନୟନ ଅଧିକାରୀ ଅସିତ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ । ଯାଜପୁର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ । କଟକ ସ୍ପେସିଆଲ…
Read More...

ରାଜ୍ୟ ଖାଦ୍ୟଯୋଗାଣ ନିଗମ ପରିଦର୍ଶନ କଲେ ମନ୍ତ୍ରୀ

ଭୁବନେଶ୍ୱର- ରାଜ୍ୟରେ ବୁଧବାରଠାରୁ ରବି ଧାନ ସଂଗ୍ରହ ଆରମ୍ଭ ହୋଇଛି । ରାଜ୍ୟରେ ଚାଷୀମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଧାନ ସଂଗ୍ରହ ସମୟରେ କୌଣସି ଅନିୟମିତତାର ଅଭିଯୋଗ ଆସିଲେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ଖାଦ୍ୟ ଯୋଗାଣ ନିଗମ…
Read More...

୬ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି, ନୂଆ ସଂରକ୍ଷଣ ଲାଗୁ କଲେ ଓଡିଶା ସରକାର

ଭୁବନେଶ୍ୱର,: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ରାଜ୍ୟ ସରକାର ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି।…
Read More...

ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା,ଶେଷହେଲା ବିତର୍କ

ପାଟଣାଗଡ: ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଜି ଉଭୟ ପକ୍ଷର ଓକିଲଙ୍କ ମଧ୍ୟରେ ପାଟଣାଗଡ ଅତିରିକ୍ତ ଜିଲ୍ଲା ଦୈରାଜଜଙ୍କ କୋର୍ଟରେ ବିତର୍କ (ଆର୍ଗୁମେଣ୍ଟ) ପ୍ରକିୟା ଶେଷ ହୋଇଯାଇଛି । ଆସନ୍ତା ୨୮ ରେ ଏହି ମାମଲାର ରାୟ ପ୍ରକାଶ ପାଇବ । ଅଭିଯୁକ୍ତ ପୁଞ୍ଜିଲାଳଙ୍କୁ କଣ…
Read More...

କାଳବୈଶାଖୀ ବର୍ଷାରେ ବିଜୁଳି ନେଇଗଲା ତିନି ଜୀବନ

କୋରାପୁଟ : କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗି ବ୍ଲକ ଅଧିନସ୍ଥ ଆମ୍ପାବାଲି ପଞ୍ଚାୟତର କନ୍ଧପୁଟା ବନ୍ଧ ଗ୍ରାମରେ କାଳବୈଶାଖୀ ବର୍ଷା ପବନ ସମୟରେ ବିଜୁଳି ଆଘାତରେ ଆଜି ଦିନ ୨ଟା ସମୟରେ ମିଳିଥିବା ସୂଚନା ଅନୁସାରେ ତିନି ଜଣକଙ୍କ ମୃତ୍ୟୁ। ଜଣେ ମହିଳା କେମେଲ ତୁମ୍ବାଇ ( 47), ଜଣେ ନାବାଳିକା…
Read More...