Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରାଜ୍ୟରେ ଦ୍ୱିତୀୟ “ଏମ୍ସ’ ହସ୍ପିଟାଲ କାର୍ଯ୍ୟକ୍ଷମ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର
ସମ୍ବଲପୁର:ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ର ଆଉ ଏକ ଶାଖା ପଶ୍ଚିମ ଓଡ଼ିଶାରେ ସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ଓ ସେଦିଗରେ କାର୍ଯ୍ୟ ଯଥେଷ୍ଟ ଆଗେଇ ଥିଲେ ମଧ୍ୟ ଏହା ଆରମ୍ଭ କରାଯାଉ ନାହିଁ । ଏଥିପାଇଁ ସୁନ୍ଦରଗଡ଼ ଠାରେ ଭବନ ନିର୍ମାଣ କାର୍ଯ୍ୟ!-->…
Read More...
Read More...
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୩୦ ଗୋଟି ଅକ୍ସିଜେନ୍ କନସେନଟ୍ରେଟର ପ୍ରଦାନ
ବୌଦ୍ଧ,୩୦/୭- ଅମ୍ଳଜାନ ଅଭାବରୁ କେହି ଯେପରି ମୃତ୍ୟୁମୁଖରେ ନପଡ଼ନ୍ତୁ , କୋରନାର ତୃତୀୟ ଲହର ଆଶଙ୍କାରେ ବୌଦ୍ଧ ସରସରାସ୍ଥିତ ଏଲକେବିକେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାଧ୍ୟମରେ ୟୁନାଇଟେଡ ୱେ ବେଙ୍ଗଲୋର, ସହାୟତାରେ ଆଜି ଜିଲ୍ଲାପାଳଙ୍କ ଉପସ୍ଥିତିରେ ହସ୍ତାନ୍ତର କରାଯାଇଛି । ଏହା ପୂର୍ବରୁ!-->…
Read More...
Read More...
ବୌଦ୍ଧବ୍ଲକର ଶିକ୍ଷା ସମୀକ୍ଷା ବୈଠକ
ବୌଦ୍ଧ,୩୦/୭:- ବୌଦ୍ଧବ୍ଲକ ଜୁଲାଇ ମାସର ଦ୍ୱିତୀୟ ଶିକ୍ଷା ସମୀକ୍ଷା ବୈଠକ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ସଭାଗୃହରେ ଗୋଷ୍ଠୀଶିକ୍ଷା ଅଧିକାରୀ ଧୃବଚରଣ ଘିବେଲାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ବୌଦ୍ଧର ଅଧ୍ୟକ୍ଷ ବାମଦେବ ତ୍ରିପାଠୀ!-->…
Read More...
Read More...
ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଉପଲକ୍ଷେ ଲୋକାର୍ପିତ ହେଲା ୨ଟି ବାଘର ପ୍ରତିମୂର୍ତ୍ତି
ବ୍ରହ୍ମପୁର,୩୦/୭ : ବ୍ରହ୍ମପୁର ଆଇଟିଆଇ ପରିସରରେ ୨ଟି ବାଘ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଯାଇଛି । ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଅବସରରେ ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଏବଂ ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଳାନ ନାୟକ ଯୋଗଦେଇ!-->…
Read More...
Read More...
ଆଡେଣିଗଡ ପଞ୍ଚାୟତରେ ଜିଓ ଟାୱାର ନିର୍ମାଣରେ ଇଂ ରାକେଶ ତ୍ରିପାଠୀଙ୍କ ଉଦ୍ୟମକୁ ପ୍ରଶଂସା
ବୌଦ୍ଧ,୩୦/୭- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକର ଦୁର୍ଗମ ତଥା ଉପାନ୍ତ ଅଞ୍ଚଳ ଭାବେ ଜଣାଶୁଣା ଆଡେଣିଗଡ଼ ପଞ୍ଚାୟତରେ ଏକ ଜିଓ ନେଟୱାର୍କ ନିର୍ମାଣ କରାଯାଉଛି । ବୌଦ୍ଧଜିଲ୍ଲା ଯୁବ ବିଜେପି ନେତା ତଥା ଇଂ. ରାକେଶ ତ୍ରିପାଠୀ ଏଥିରେ ସହଯୋଗ କରୁଛନ୍ତି । ତାଙ୍କରି ଏହି ଉଦ୍ୟମ ପାଇଁ ଆଡେଣିଗଡ଼!-->…
Read More...
Read More...
ଦିବ୍ୟାଙ୍ଗ ଦଂପତ୍ତିଙ୍କୁ ବିବାହ ପ୍ରୋତ୍ସାହନ ରାଶି ୨ଲକ୍ଷ ୫୦ହଜାର ଟଙ୍କା ପ୍ରଦାନ
ବୌଦ୍ଧ,୩୦/୭- ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପ୍ରଶାସନ ତରଫରୁ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଏକ ଦିବ୍ୟାଙ୍କ ଦଂପତ୍ତିଙ୍କୁ ପ୍ରୋତ୍ସାହନ ରାଶି ବାବଦକୁ ୨ଲକ୍ଷ ୫୦ହଜାର ଟଙ୍କା ପ୍ରଦାନ କରିଛନ୍ତି । ଏହି ଦିବ୍ୟାଙ୍କ ଦଂପତ୍ତି ହେଲେ ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ପନଖିମାଳର!-->…
Read More...
Read More...
ତିନିଥରର ବିଧାୟକ ଦେଉଛନ୍ତି ମାଟ୍ରିକ ପରୀକ୍ଷା
ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ସୋରଡା ନିର୍ବାଚନ ମଣ୍ଡଳୀର ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ ଦେଲେ ମାଟ୍ରିକ୍ ପରୀକ୍ଷା । ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଫଲାଇନରେ ମାଟ୍ରିକ୍ ପରୀକ୍ଷାର ପ୍ରଥମ ଦିନରେ ପ୍ରଥମ ବିଷୟ ପରୀକ୍ଷା ଦେଇଛନ୍ତି ବିଧାୟକ । ଶୁକ୍ରବାର ବିଧାୟକ କରସ୍ପଣ୍ଡେଣ୍ଟ!-->…
Read More...
Read More...