Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ: ରୋଗ ଶଯ୍ୟାରେ ବୁଟୁ
ଦଶପଲ୍ଲା: ଦଶପଲ୍ଲା ବିଜ୍ଞପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୧୨ନଂ ୱାର୍ଡ଼ କୃଷ୍ଣଚନ୍ଦ୍ରପୁର ପାଟଣା ଗ୍ରାମର ଚିତ୍ରସେନ ଦାସଙ୍କ ପୁଅ ବୁଟୁ ଦାସ (୩୦) । ହୃଦ ରୋଗରେ ପୀଡିତ ହୋଇ ୨ବର୍ଷ ଧରି ରୋଗ ଶଯ୍ୟାରେ ବୁଟୁ । ଅର୍ଥ ଅଭାବରୁ ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଇ ପାରୁ ନାହିଁ ।!-->…
Read More...
Read More...
କରୋନା ନେଲା ଆଉ ୬୭ ଜୀବନ, ଚିହ୍ନଟ ହେଲେ ୧୯୪୮ ନୂଆ ଆକ୍ରାନ୍ତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୪୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍!-->…
Read More...
Read More...
ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି
ପୁରୀ : ଜନ୍ମବେଦୀରୁ ବାହୁଡ଼ିବା ପରେ ସୁନାବେଶରେ ଦର୍ଶନ ଦେଲେ ରଥାରୁଢ଼ ଚତୁର୍ଦ୍ଧାମୂରତି । ମହଣ ମହଣ ସୁନାରେ ସଜେଇ ହୋଇଥିଲେ ଶ୍ରୀଜିଉ । ଆଜି ତ୍ରୟୋଦଶୀ ତିଥିରେ ରଥାରୁଢ଼ ଶ୍ରୀଜିଉଙ୍କୁ ଅଧରପଣା ଭୋଗ ନୀତି ଅନୁଷ୍ଠିତ ହେବ । ଅଧରପଣା ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ!-->…
Read More...
Read More...
ଦଶପଲ୍ଲା ବ୍ଲକ୍ ଡିଜିଟାଲ ମିଡ଼ିଆ ଜର୍ଣ୍ଣାଲିଷ୍ଟ ଆସୋସିଏସନର ଦ୍ୱିତୀୟ ବୈଠକ
ଦଶପଲ୍ଲା,୨୧/୭ :- ଦଶପଲ୍ଲା ବ୍ଲକ୍ ଡିଜିଟାଲ ମିଡିଆ ଜର୍ଣ୍ଣାଲିଷ୍ଟ ଆସୋସିଏସନର ଦ୍ୱିତୀୟ ବୈଠକ ନିଜସ୍ୱ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ଆରମ୍ଭରେ ଆସୋସିଏସନର ସଭାପତି ଶୁଶାନ୍ତ କୁମାର ସାହୁଙ୍କ ପ୍ରସ୍ତାବକ୍ରମେ କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ବନ୍ଧୁ ମାନଙ୍କ!-->…
Read More...
Read More...
ପୁରୀ: ମହଣ ମହଣ ସ୍ୱର୍ଣ୍ଣଅଳଙ୍କାରରେ ବିଭୂଷିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ
ପୁରୀ,୨୧/୭- ପବିତ୍ର ସୁନାବେଶରେ ମହଣ ମହଣ ସ୍ୱର୍ଣ୍ଣଅଳଙ୍କାରରେ ବିଭୂଷିତ ହୋଇ ଚତୁର୍ଦ୍ଧାମୂର୍ତ୍ତି ରଥ ଉପରୁ ଦର୍ଶନ ଦେଇଛନ୍ତି । ପ୍ରତିବର୍ଷ ହରିଶୟନ ଏକାଦଶୀରେ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ଏଥର କିନ୍ତୁ ଗରୁଡ଼ ଶୟନ ଦ୍ୱାଦଶୀ ତିଥିରେ ସୂନାବେଶରେ ଦର୍ଶନ!-->…
Read More...
Read More...
ଭୀମସାର ଦେଇପାରୁନାହିଁ ଗୁରୁତର ହାଡଭଙ୍ଗା ରୋଗୀଙ୍କୁ ଚିକିତ୍ସା !
ସମ୍ବଲପୁର,୨୧/୭: ଘୋର ଲଜ୍ଜ୍ୟା ଏବଂ ପଶ୍ଚିମଓଡିଶା ବାସୀଙ୍କ ପାଇଁ ଅପମାନ କହିଲେ ଅତ୍ୟୁକ୍ତି ହେବନାହିଁ । ଯଦି ସତରେ ଭୀମସାର ବୁର୍ଲା ଗୁରୁତର ହାଡଭଙ୍ଗା ରୋଗୀଙ୍କୁ ଚିକିତ୍ସା ଯୋଗାଇଦେବାରେ ବିଫଳ ହେଉଛି । ସୋସିଆଲ ମିଡିଆରେ ସୋନପୁର ଅଞ୍ଚଳର ଜଣେ ସଚେତନ ବ୍ୟକ୍ତି ବଳଦେବ ବେଦବାଗଙ୍କ!-->…
Read More...
Read More...
ବିକାଶପୁର ନିକଟସ୍ଥ ଜଙ୍ଗଲରୁ ବହୁପରିମାଣର ମଦ ଜବତ
ବ୍ରହ୍ମପୁର,୨୧/୭ :ତାଲାବନ୍ଦ ସମୟରେ ବିଭିନ୍ନ ପ୍ରକାର ବେନିୟମ ଉପାୟରେ ମଦ ପ୍ରସ୍ତୁତି କରି ଟଙ୍କା ରୋଜଗାର କରିବା ନଜିର ରହିଛି । ଏଥି ମଧ୍ୟରେ ପୁଣି ଆଉ ଏକ ମାମଲା ସାମ୍ନାକୁ ଆସିଛି । ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ବ୍ରହ୍ମପୁର ଅବକାରୀ ଅଧିକାରୀ ରାମେନ୍ଦ୍ର ନାୟକଙ୍କ!-->…
Read More...
Read More...
ଅହେତୁକ ଦରବୃଦ୍ଧି ପ୍ରତିବାଦରେ ପାଟଣାଗଡ ବିଜେପି ପକ୍ଷରୁ ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ଘେରାଉ
ପାଟଣାଗଡ଼,୨୧/୭- ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବିଜେପି ପକ୍ଷରୁ ବ୍ଲକ ଅଧ୍ୟକ୍ଷ ଭକ୍ତବନ୍ଧୁ ନାଏକଙ୍କ ନେତୃତ୍ୱରେ ସ୍ଥାନୀୟ ବିଦ୍ୟୁତ ବିଭାଗ ଅଫିସ ଘେରାଉ କରି ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ୫ଦଫା ଦାବି ବିଦ୍ୟୁତ ବିଭାଗ କନିଷ୍ଠଯନ୍ତ୍ରୀ ଶ୍ରୀ ଅବିନାଶ ଉଦଗାତାଙ୍କୁ ପ୍ରଦାନ କରିଥିଲେ ।!-->…
Read More...
Read More...
ଦେବଦୂତ ସାଜିଲେ ରକ୍ତଭଣ୍ଡାର କର୍ମଚାରୀ
ଫୁଲବାଣୀ,୨୧/୭- ଆଜି ହଠାତ୍ କୋଟଗଡ଼ ବ୍ଳକରୁ ଆସିଥିବା ମୋତି ମାଝୀ ୧ବର୍ଷର ଶିଶୁକୁ ଜରୁରୀ ଏ ପଜିଟିଭ ରକ୍ତର ଆବଶ୍ୟକତା ହେଉଥିବା ବେଳେ, ରକ୍ତଭଣ୍ଡାରରେ କୈାଣସି ଗୃପର ରକ୍ତନଥିବା ଓ ପରିସ୍ଥିତିକୁ ହୃଦୟଙ୍ଗମ କରି ଡ୍ୟୁଟିରେ ଥିବା ଟେକ୍ନିସିଆନ୍ ସୁଜିତ କୁମାର ସାହୁ ନିଜେ ରକ୍ତଦାନ କରି!-->…
Read More...
Read More...
ଧାନରୁଆ ମହିଳା ଶ୍ରମିକଙ୍କୁ ନେଇ ଯାଉଥିବା ଲେଲ୍ୟାଣ୍ଡ ପିକଅପ୍ ଦୁର୍ଘଟଣାଗ୍ରସ୍ତ, ୨୦ ଆହତ ଓ ୪ ଗୁରୁତର
ବ୍ରହ୍ମପୁର,୨୧/୦୭ : ପାତ୍ରପୁର ବ୍ଳକ ଅନ୍ତର୍ଗତ ସାମନ୍ତରାପୁର ପଞ୍ଚାୟତର ଗୋପିନାଥପୁର ଛକ ନିକଟରେ ଆଜି ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି । ଧାନ ରୂଆଳି ମହିଳା ଶ୍ରମିକଙ୍କୁ ନେଇ ନାରାୟଣପୁର ଠାରୁ ତୁମ୍ବା ଅଭିମୁଖେ ଯାଉଥିବା ଏକ ମାଲବାହୀ ଲେଲ୍ୟାଣ୍ଡ୍ ପିକ୍ଆପ ଗୋପିନାଥପୁର ବୁଲାଣୀରେ!-->…
Read More...
Read More...