Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଲ୍ୟାଣ୍ଡଫଲ୍ କଲା ଦାନା
ଭୁବନେଶ୍ୱର,୨୫/୧୦: ମଧ୍ୟରାତ୍ରରେ ମାଡ଼ ହେଲା ବାତ୍ୟା ଦାନା। ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କଲା ସ୍ଥଳଭାଗ। ରାତି ୧୨ଟା ୫ରୁ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା। ରାତି ପ୍ରାୟ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ବାତ୍ୟା ଦାନା ହବାଳିଖଟି ନେଚରକ୍ୟାମ୍ପ!-->…
Read More...
Read More...
ଉପକୂଳ ମୁହାଁ ହେଉଛି ‘ଦାନା’
ଭୁବନେଶ୍ୱର: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଏବଂ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ବାତ୍ୟା ରହିଛି। ସେହିପରି ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କିମି ଦୂରରେ ରହିଛି।!-->…
Read More...
Read More...
ବାତ୍ୟା ଆଶ୍ରୟ ସ୍ଥଳରେ ୭୨୨୬ ଲୋକଙ୍କୁ ରଖାଗଲା
ପୁରୀ : ବାତ୍ୟା ଦାନା ପରିପ୍ରେକ୍ଷୀରେ ପୁରୀ ଜିଲ୍ଲାର ବର୍ତ୍ତମାନ ସୁଦ୍ଧା ୧୬୨ ବାତ୍ୟା ଆଶ୍ରୟ ସ୍ଥଳରେ ୭୨୨୬ ଜଣ ଙ୍କୁ ରଖାଯାଇଛି ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି । ଆଜି ଅପରାହ୍ନ ରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଗଣମାଧ୍ୟମକୁ ସୂଚନା ଦେଇ!-->…
Read More...
Read More...
ମହିଳା କମିଶନ ଭଙ୍ଗ କଲେ ସରକାର
ଭୁବନେଶ୍ୱର,୨୩ା୧୦: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।ରାଜ୍ୟ ମହିଳା କମିଶନ!-->…
Read More...
Read More...
ସମ୍ଭାବ୍ୟ ବାତ୍ୟା “ଦାନା” ର ମୁକାବିଲା ନିମନ୍ତେ ଜିଲ୍ଲା ପ୍ରଶାସନର ସମୀକ୍ଷା ବୈଠକ
ଯାଜପୁର : ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ୨୩ ତାରିଖ ସୁଦ୍ଧା ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଅପରାହ୍ନରେ ଓସ୍ୱାନ ଭିସି କକ୍ଷରେ ଜିଲ୍ଲାପାଳ ପି ଅନ୍ଵେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ!-->…
Read More...
Read More...
ପୁରୀରେ ପହଞ୍ଚି ସ୍ଥିତି ସମୀକ୍ଷା କଲେ ପର୍ଯ୍ୟଟନ ସଚିବ
ପୁରୀ : ବାତ୍ୟା ଦାନାର ପରିଚାଳନା ପାଇଁ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଯୁକ୍ତ ପର୍ଯ୍ୟଟନ ବିଭାଗ ସଚିବ ବଲୱନ୍ତ ସିଂ ଆଜି ପୂର୍ବାହ୍ନରେ ପୁରୀରେ ପହଞ୍ଚିଛନ୍ତି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସପି ବିନୀତ ଅଗ୍ରୱାଲଙ୍କ ସହ ଆଲୋଚନା ପରେ ଶ୍ରୀ ସିଂ ବିଭିନ୍ନ କ୍ଷେତ୍ର!-->…
Read More...
Read More...
ଯୋଗାଣ ବିଭାଗର ଧରପଗଡ ଜାରି
ପୁରୀ : ବାତ୍ୟା ସମୟରେ ଯେପରି ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର କଳାବଜାର ନ ହୁଏ ଓ ଖାଉଟି ହଇରାଣ ନ ହୁଅନ୍ତି ସେଥିପାଇଁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଯୋଗାଣ ବିଭାଗକୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ସମୟରେ କିଛି ଅସାଧୁ ବ୍ୟବସାୟୀ ଲାଭଖୋର ମନୋବୃତ୍ତି ନେଇ!-->…
Read More...
Read More...
ବାରକୋଟ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ
ଦେବଗଡ: ବାରକୋଟ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି-୨୦୨୪' ତଥା କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୭ଟି କ୍ଳଷ୍ଟରରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ, ସୁଜନଶୀଳ!-->…
Read More...
Read More...
ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି
ଭୁବନେଶ୍ୱର:ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି। ଏକ ସ୍ବତନ୍ତ୍ର ବିମାନ ଯେଗେ ଆସି ସେ ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ସହିଦ୍ ମାଧୋସିଂ ହାତଖର୍ଚ୍ଚ!-->…
Read More...
Read More...
ବାତ୍ୟା ମୁକାବିଲା ପାଇଁ ପୁରୀ ଅଗ୍ନିଶମ ସେବା କେନ୍ଦ୍ର ପକ୍ଷରୁ ବ୍ୟାପକ ପ୍ରସ୍ତୁତି
ପୁରୀ : ବାତ୍ୟା ଦାନା ର ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଥିବାବେଳେ ପୁରୀ ଅଗ୍ନିଶମ ସେବା କେନ୍ଦ୍ର ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି । ବିଶେଷ କରି ବାତ୍ୟା ପରବର୍ତ୍ତୀ ସମୟରେ ରାସ୍ତା ଉପରେ ଗଛ କିମ୍ବା ଇଲେକ୍ଟ୍ରି ପୋଲ୍ ଉପୁଡି ପଡିବାର!-->…
Read More...
Read More...