Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଯବାନଙ୍କ କାର୍ ଧକ୍କାରେ ଯୁବକ ମୃତ
ଦେବଗଡ : ଯବାନଙ୍କ କାର୍ ଧକ୍କାରେ ଯୁବକ ମୃତ । ଦେବଗଡ ଜିଲ୍ଲା ବାରକୋଟ ଥାନା ବଲଣ୍ଡା ଛକ ନିକଟରେ ଗତକାଲି ବିଳମ୍ବିତ ସନ୍ଧ୍ୟା ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ବଲଣ୍ଡା ଗ୍ରାମର ସିପୁନ ପାତ୍ର ପ୍ରାଣ ହରାଇଛନ୍ତି । ଏହାକୁ ନେଇ ବାରକୋଟ ଥାନା ପରିସରରେ ଉତ୍ତେଜନା!-->…
Read More...
Read More...
ଉପ ଜିଲ୍ଲାପାଳଙ୍କୁ ଭେଟିଲେ ସରପଞ୍ଚ ଡ଼ଃ ସୁଷମା
ଚିପିଲିମା : କୌଣସି ଲୋକ ପାଣିରେ ବୁଡି ବା ସର୍ପ ଦଂଶନରେ ମୃତ୍ୟୁ ବରଣ କରିଥିବା ପରିବାରକୁ , ଗରିବ ବିଧବା ପତ୍ନୀଙ୍କୁ ସରକାରଙ୍କ ପରିବାର ମଙ୍ଗଳ ଯୋଜନାରେ ସହାୟତା ରାଶି ପ୍ରଦାନ କରିବାର ବ୍ୟବସ୍ଥା ରହିଛି l ଏଥିପାଇଁ ଆବେଦନ କରିବାକୁ ପଡିଥାଏ l ହେଲେ ଆବେଦନ କରିବାର ବର୍ଷ ବର୍ଷ ପରେ ବି!-->…
Read More...
Read More...
୮ଟି ଜିଲ୍ଲାରେ ୧୪ଟି ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟର ଉଦ୍ଘାଟନ
ଭୁବନେଶ୍ୱର : ଆଜି ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଆଭାସୀ ମାଧ୍ୟମରେ ୮ଟି ଜିଲ୍ଲାରେ ୧୪ଟି ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟର ଉଦ୍ଘାଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି!-->…
Read More...
Read More...
ବିକଶିତ ଓଡିଶା ପାଇଁ ଆମର ଯାତ୍ରା ଓଡିଶା ଇତିହାସରେ ଆଣିବ ‘ବିକାଶର ଏକ ନୂଆ କ୍ରାନ୍ତି’
ଭୁବନେଶ୍ୱର : ବର୍ତ୍ତମାନ ସମୟର ସବୁ ସଫଳତା ଓ ସବୁ ଆନନ୍ଦ ପଛରେ ରହିଛି ଆମର ମହାନ ସ୍ୱାଧୀନତା ସଂଗ୍ରାମୀମାନଙ୍କର ଚରମ ତ୍ୟାଗ ଓ ବଳିଦାନ। ତେଣୁ ରାଜ୍ୟ ସରକାର ସ୍ୱାଧୀନତା ସଂଗ୍ରାମୀମାନଙ୍କର ପରିବାରକୁ ଚିହ୍ନଟ କରି ସେମାନଙ୍କୁ ପରିଚୟ ଦେବା ସହିତ ଉପଯୁକ୍ତ ସମ୍ମାନ ପ୍ରଦାନ କରାଯିବ । ଆଜି!-->…
Read More...
Read More...
ଜାମିନ ପାଇଲେ ମନୀଷ ସିସୋଦିଆ
ଦିଲ୍ଲୀ : ଶୁକ୍ରବାର ଦିନ ଏକ୍ସାଇଜ୍ ପଲିସି ମାମଲାରେ ସୁପ୍ରିମକୋର୍ଟଙ୍କ ଜାମିନ ପାଇବା ପୂର୍ବରୁ ଆମ୍ ଆଦମୀ ପାର୍ଟି ନେତା ମନୀଷ ସିସୋଦିଆଙ୍କୁ ୧୭ ମାସ ପାଇଁ ଗିରଫ କରାଯାଇଥିଲା। କୋର୍ଟ କହିଛନ୍ତି ଯେ ସିସୋଡିଆଙ୍କୁ ତାଙ୍କର "ଶୀଘ୍ର ବିଚାର କରିବାର ଅଧିକାର" ବଞ୍ଚିତ କରାଯାଇଛି ଏବଂ!-->…
Read More...
Read More...
ଡକାୟତି ଉଦ୍ୟମରେ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ୧୦ ହଜାର ଜୋରିମାନା
ଫୁଲବାଣୀ : (ବୋମା ଫୁଟାଇ ଆତଙ୍କ ସୃଷ୍ଟି କରିଥିଲେ ତିନି ଆସାମୀ ) ଫୁଲବାଣୀ ଅତିରିକ୍ତ ଜିଲ୍ଲା ଜଜ୍ ଶ୍ରୀମତୀ ମୁନ ରାଣୀ ମିଶ୍ର ଏକ ଡକାୟତି ଉଦ୍ୟମର ମାମଲାକୁ ୧୫ ଜଣସାକ୍ଷୀ, ଆଧାରରେ ବିଚାର କରି ମୁମତାଜ ଅଲ୍ଲୀ, ଚନ୍ଦ୍ର ଶେଖର ନାୟକ, ଶରତ ନାୟକଙ୍କୁ (ଦଶପଲ୍ଲା ଅଞ୍ଚଳ) ଦୋଷୀ ସାବ୍ୟସ୍ତ!-->…
Read More...
Read More...
ସ୍ବର୍ଗତ ପ୍ରଦୀପ ମୁନୀଙ୍କ ଉଦ୍ଦେଶ୍ଯରେ ଫୁଲବାଣୀ ବିଜେଡି ପକ୍ଷରୁ ଶ୍ରଦ୍ଧାଞ୍ଜଳି ଓ ଶୋକସଭା
ଫୁଲବାଣୀ: ଫୁଲବାଣୀ ସହର ବିଜୁଜନତା ଦଳ ପକ୍ଷରୁ ସ୍ବର୍ଗତ ପ୍ରଦୀପ ମୁନୀଙ୍କ ଅମର ଆତ୍ମାର ସଦଗତି ପାଇଁ ଏକ ଶ୍ରଦ୍ଧାଞ୍ଜଳୀ ଓ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଫୁଲବାଣୀ ବିଜୁ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ଶୋକସଭା ବିଜୁ ଜନତା ଦଳର ଫୁଲବାଣୀ ନଗର ସଭାପତି ବିମଳେନ୍ଦୁ ପାଢ଼ୀଙ୍କ ନେତୃତ୍ୱରେ,!-->…
Read More...
Read More...
ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ପଞ୍ଚାୟତ ବିକାଶର ମୂଳ ଲକ୍ଷ
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ବୈଠକ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ଅଧ୍ଯକ୍ଷା ସସ୍ମିତା କହଁରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନୂତନ ସରକାରଙ୍କ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଭାରତୀୟ ହକି ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
ଭୁବନେଶ୍ୱର : ପ୍ୟାରିସ ଅଲିମ୍ପିକସ୍ରେ ସ୍ପେନ ବିରୁଦ୍ଧରେ ଚମକପ୍ରଦ ବିଜୟ ହାସଲ କରି ବ୍ରୋଞ୍ଜ ପଦକ ପାଇଥିବାରୁ ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ଫୋନ ମାଧ୍ୟମରେ ଅଭିନନ୍ଦନ ଜଣାଇଛି।!-->…
Read More...
Read More...
ଉତ୍ତରପ୍ରଦେଶରୁ ଆଳୁ ଆସିବା ପ୍ରକ୍ରିୟା ତ୍ୱରାନ୍ୱିତ:ଯୋଗାଣ ମନ୍ତ୍ରୀ ଶ୍ରୀ ପାତ୍ର
ଭୁବନେଶ୍ୱର:ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ!-->…
Read More...
Read More...