Browsing Category

ରାଜ୍ୟ

ବୌଦ୍ଧ: ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ, ସଂଖ୍ୟାହେଲା ୧୨୨୪୭, ସମସ୍ତ ଆକ୍ରାନ୍ତ ଗ୍ରାମାଞ୍ଚଳରୁ

ବୌଦ୍ଧ,୨/୭- ଆଜି ଜିଲ୍ଲାରୁ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିଆର ସିଂଙ୍କ ସୂଚନା ଅନୁଯାୟୀ ଆଜି ବୌଦ୍ଧବ୍ଲକ ଟିକରପଡା ପଞ୍ଚାୟତ ବାହାଲପଡା ଗ୍ରାମରୁ ଜଣେ,
Read More...

ଭୁବନେଶ୍ୱରରେ ୧୦୦ ଟପିଲା ପେଟ୍ରୋଲ ଦର

ଭୁବନେଶ୍ୱର: ଦେଶରେ ପେଟ୍ରୋଲ ଦର ଗତ କିଛି ଦିନ ହେବ ଲଗାତାର ଭାବେ ବଢିଚାଲିଛି । ଦେଶର କେତେକ ସ୍ଥାନରେ ଲିଟର ପିଛା ୧୧୦ରୁ ୧୧୨ ଟଙ୍କାରେ ବିକ୍ରି ହେଉଛି । ଆଜି ଓଡିଶାର ରାଜଧାନୀ ଭୁବନେଶ୍ୱର ପେଟ୍ରୋଲ ଲିଟର ପିଛା ଦର ୧୦୦ ଟଙ୍କାରେ ପହଞ୍ଚିଛି । ଏହା ପୂର୍ବରୁ ରାଜ୍ୟର ମାଲକାନଗିରି
Read More...

୭୦ ପ୍ରତିଶତ ସିଲାବସରୁ ମାଟ୍ରିକ ପରୀକ୍ଷା: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ନେଇ ପୁଣି ଏକ ବଡ଼ ଖବର ସାମନାକୁ ଆସିଛି । ମାଟ୍ରିକ ଅଫଲାଇନ ପରୀକ୍ଷା ସମ୍ପର୍କରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଏକ ବଡ଼ ସୂଚନା ଦେଇଛନ୍ତି । ଯେଉଁମାନେ ମାର୍କିଂରେ ଅସନ୍ତୁଷ୍ଟ ସେମାନେ ଅଫଲାଇନରେ ପରୀକ୍ଷା ଦେଇପାରିବେ । ଅଫଲାଇନ ପରୀକ୍ଷା
Read More...

ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଲିଙ୍ଗରାଜ ପଣ୍ଡାଙ୍କ ଦାୟିତ୍ୱ ଗ୍ରହଣ

ଗଜପତି,୨/୭- ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଲିଙ୍ଗରାଜ ପଣ୍ଡା ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ଏଠାରେ ସୂଚନା ଯୋଗ୍ୟ ଯେ ଗଜପତି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ଅନୁପମ ସାହା ପଦୋନ୍ନତି ପାଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଏଠାରୁ
Read More...

ରାଜ୍ୟର ପ୍ରଥମ କ୍ଷୁଦ୍ର ଜୈବିକ ସାର ପ୍ରକ୍ରିୟାକରଣ କେନ୍ଦ୍ରରୁ ‘ମୋ ଖତ’ ବିକ୍ରିର ଶୁଭାରମ୍ଭ

ଯୋଡା,୨/୭ : ଯୋଡା ପୌରପାଳିକା ଅନ୍ତର୍ଗତ ବାଚ୍ୟୁହାଟିଂ ଠାରେ ଅବସ୍ଥିତ ରାଜ୍ୟର ପ୍ରଥମ କ୍ଷୁଦ୍ର ଜୈବିକ ସାର ପ୍ରକ୍ରିୟାକରଣ କେନ୍ଦ୍ରରୁ ଗୁରୁବାର ‘ମୋ ଖତ’ ବିକ୍ରିର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବନ ବିଭାଗ ପକ୍ଷରୁ ୧୦୩ ଟନ୍‌ ପରିମାଣର ଖତ କ୍ରୟ କରିବା ନିମନ୍ତେ ଯୋଡା
Read More...

ବିଶିଷ୍ଟ ପାଲା ଗାୟକ ଯାତ୍ରାକର ନାଏକଙ୍କ ପରଲୋକ

ଦେବଗଡ଼,୨ା୭ : ଦେବଗଡ଼ ଜିଲ୍ଲାର ଜଣାଶୁଣା ବିଶିଷ୍ଠ ପାଲା ଗାୟକ ଯାତ୍ରାକର ନାଏକଙ୍କର ନିଜ ବାସ ଭବନରେ ପରଲୋକ ହୋଇଯାଇଛି । ସ୍ୱର୍ଗତ ନାଏକଙ୍କ ମୃତ୍ୟୁ ବେଳକୁ ୬୯ ବର୍ଷ ବୟସ ହୋଇଥିଲା । ସେ ୧୯୬୮ ମସିହାରେ ପଂଚାୟତ ହାଇସ୍କୁଲ ପୁଢ଼ାପାଳରେ ତକ୍ରାଳୀନ ଏକାଦଶ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇ
Read More...

ଦାୟିତ୍ୱ ଗ୍ରହଣ ପରେ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କନଫରେନ୍ସିଂ ହଲଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପରେ ସନ୍ଧ୍ୟାରେ ଏକ
Read More...