Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ହବିଷ୍ୟାଳୀ ବ୍ରତର ଶୁଭାରମ୍ଭ
ପୁରୀ :ହବିଷ୍ୟାଳୀ ମା ମାନେ ଆମ ସଂସ୍କୃତି ଓ ପରମ୍ପରା ର ବାର୍ତ୍ତାବହ।ସେମାନଙ୍କ ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ମାଧ୍ୟମରେ ପ୍ରତି ଓଡ଼ିଆ ଙ୍କୁ ଆଶୀର୍ବାଦ ପ୍ରାପ୍ତ ହେଉଛି। ଯାହା ଆମ ଓଡିଶାକୁ ସମୃଦ୍ଧ କରିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା।ଆଜି!-->…
Read More...
Read More...
ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ଯାଜପୁର ଜିଲ୍ଲା ଗସ୍ତ
ଯାଜପୁର: ଆଜି ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଯାଜପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସମୀକ୍ଷା କରିଥିଲେ। ଏହି!-->…
Read More...
Read More...
ବ୍ଲକସ୍ତରରେ ହେବ ନିଯୁକ୍ତି ପରାମର୍ଶ ମେଳା
କେନ୍ଦୁଝର : ଜିଲ୍ଲାର ଯୁବକଯୁବତୀ ମାନଙ୍କୁ କର୍ମସଂସ୍ଥାନ ଯୋଗାଇବା, ସ୍ଵରୋଜଗାରକ୍ଷମ କରିବା ଓ ଯୁବ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରାଇବା ପାଇଁ ଉପଯୁକ୍ତ ତାଲିମ ଓ ମାର୍ଗ ଦର୍ଶନ ପ୍ରଦାନ କରିବା ନିମନ୍ତେ ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ ବିଭାଗ ପକ୍ଷରୁ ଜିଲ୍ଲାରେ ବ୍ୟାପକ!-->…
Read More...
Read More...
ଶ୍ରୀମନ୍ଦିର ସୁପରଭାଇଜରଙ୍କୁ ମରଣାନ୍ତକ ଆକ୍ରମଣ
ପୁରୀ : ଶ୍ରୀମନ୍ଦିର ସୁପରଭାଇଜରଙ୍କୁ ମରଣାନ୍ତକ ଆକ୍ରମଣ । ଆକ୍ରମଣରେ ଗୁରୁତର ସୁପର୍ ଭାଇଜର ବକ୍ସି ପ୍ରତିହାରୀଙ୍କ ଅବସ୍ଥା ସ୍ଥିର ରହିଛି । ଦୁର୍ବୃତ୍ତଙ୍କ ଆକ୍ରମଣରେ ତାଙ୍କର କାନ୍ଧ,କହୁଣି ଓ ମଣିବନ୍ଧରେ ଆଘାତ ଲାଗିଛି । ଏହି ଦୁଇଟି ସ୍ଥାନରେ ଷ୍ଟିଚ ପଡ଼ିଛି । ପିଠି ଓ ହାତରେ ମଧ୍ୟ ଆଘାତ!-->…
Read More...
Read More...
ଜଗାକୁ ଦେଖିବାର ଇଚ୍ଛା,ଷ୍ଟ୍ରେଚରରେ ଆସିଲେ ଭକ୍ତ
ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଆଜି ଦେଖିବାକୁ ମିଳିଛି ଭାବ ବିହ୍ୱଳ ଦୃଶ୍ୟ ।ଏକ ଷ୍ଟ୍ରେଚରରେ ଶୋଇଥିଲେ ଜଣେ ବୃଦ୍ଧ,ପାଖରେ ଦୁଃଖରେ ଛିଡା ହୋଇଥିଲେ ଜଣେ ବ୍ୟକ୍ତି ଓ ଅନ୍ୟ ଜଣେ ଯୁବକ । ମନରେ ଥିଲା ଦୁଃଖ ଏବଂ ଷ୍ଟ୍ରେଚର ଉପରେ ଶୋଇଥିବା ବୃଦ୍ଧ ଜଣଙ୍କ କହୁଥିଲେ ଜୟ ଜଗନ୍ନଥ ।!-->…
Read More...
Read More...
ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’
ସୁନ୍ଦରଗଡ଼: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ ଆଶ୍ଚର୍ୟ୍ୟଜନକ ଘଟଣାରେ ଜଣେ ମହିଳା ତାଙ୍କ ୫ ବର୍ଷର ସାବତ ପୁଅକୁ ପଥରରେ ବାନ୍ଧି ଏକ କୂଅରେ ଫିଙ୍ଗି ହତ୍ୟା କରିଥିବା ଅଭିଯୋଗ ହୋଇଛି।
୨୦ ବର୍ଷ!-->!-->!-->…
Read More...
Read More...
ପୁରୀର ୪ଟି କେନ୍ଦ୍ରରେ ହବିଷ୍ୟାଳୀ ମାଆମାନଙ୍କ ରହଣି ବ୍ୟବସ୍ଥା
ପୁରୀ : ଚଳିତ ବର୍ଷର ହବିଷ ବ୍ରତ ଅକ୍ଟୋବର ମାସ ୧୮ ତାରିଖରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ । ଅନଲାଇନ ମାଧ୍ୟମରେ ପଞ୍ଜିକରଣ କରିଥିବ ହବିଷ୍ୟାଳୀ ମାମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ରେ ରଖାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି । ଆଜି!-->…
Read More...
Read More...
ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍ଣ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଚଳିତ ବର୍ଷ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରି ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି।ବିଶେଷ କରି ଧାନ ସଂଗ୍ରହରେ ହେଉଥିବା ଅନିୟମିତତା, ଦୁର୍ନୀତି ଓ ପ୍ରିୟାପ୍ରୀତିତୋଷଣ ଯେପରି!-->…
Read More...
Read More...
ଆସନ୍ତାକାଲି ହରିଆଣା ଓ ମୁମ୍ବାଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି । ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ । ସେଦିନ ଅପରାହ୍ନରେ!-->…
Read More...
Read More...
କାର୍ତ୍ତିକ ବ୍ରତ ଆରମ୍ଭ ତାରିଖକୁ ନେଇ ଦ୍ୱନ୍ଦ୍ୱରେ ହବିଷ୍ୟାଳୀ
ପୁରୀ : ପହିଲି କାର୍ତ୍ତିକ ବ୍ରତକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ୱୀକୃତି ପାଇଥିବା ପଞ୍ଜିକାରେ ଦ୍ୱନ୍ଦ୍ୱ । କୁମାର ପୂର୍ଣ୍ଣିମା ଦିନ ନା କୁମାର ପୂର୍ଣ୍ଣିମା ପରଦିନ ଠାରୁ କାର୍ତ୍ତିକ ହବିଷ୍ୟାଳୀ ମାନେ ତାଙ୍କର ବ୍ରତ ଆରମ୍ଭ କରିବାକୁ ସେନେଇ ସୃଷ୍ଟି ହୋଇଛି ଦ୍ୱନ୍ଦ୍ୱ ।!-->…
Read More...
Read More...