Browsing Category

ରାଜ୍ୟ

ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ସଙ୍ଘର ପ୍ରତିଭା ସମ୍ନାନ ସମରୋହ

ନୟାଗଡ : ନୟାଗଡ ଜିଲ୍ଲା ଇଟାମାଟି ଗ୍ରାମ ପଞ୍ଚାୟତର ତେଲି ସାହି ସ୍ତତ ପ୍ରଫୁଲ ସାହୁ କଲ୍ୟାଣ ମଣ୍ଡପ ରେ ପଞ୍ଚାୟତ ସ୍ତରୀୟ -୫ମ ବାର୍ଷିକ ପ୍ରତିଷ୍ଠା ଦିବସ ସହ କୃତି ଛାତ୍ରଛାତ୍ରୀଙ୍କ ପ୍ରତିଭା ସମ୍ମାନ ସମରୋହ ସଙ୍ଘ ସଭାପତି ଶ୍ରୀଯୁକ୍ତ ପ୍ରହଲ୍ଲାଦ ଶାନ୍ତଙ୍କ ପୌରହିତରେ ଅନୁଷ୍ଠିତ
Read More...

ବାଇକ୍ ବୋଲେରୋ ମୁହାଁ ମୁହିଁ ଧକ୍କା

ଫୁଲବାଣୀ : ଖଜୁରୀପଡ଼ା ଥାନା ଅନ୍ତର୍ଗତ ଲମ୍ବାଗୁଡ୍ରି ନାଳ, ପୋଲ ନିକଟରେ ସୋମବାର ଦିନ ଅପରାହ୍ନ ବେଳେ ବାଇକ୍ ବୋଲେରୋ ମୁହାଁ ମୁହିଁ ଧକ୍କା ହେବା ଦ୍ବାରା ଜଣେ ମୃତ ହେବା ସହିତ ଅନ୍ୟ ଜଣେ ଗୁରୁତର ହୋଇ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ଡାକ୍ତର ଖାନାଭର୍ତ୍ତି କରାଯାଇଛି। ସୂଚନା ପ୍ରକାରେ
Read More...

ଯାତ୍ରା ଆରମ୍ଭ କରିବେ ଆନ୍ତର୍ଜାତୀୟ ପର୍ବତାରୋହୀ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ଆସନ୍ତା କାଲି ଯାତ୍ରା ଆରମ୍ଭ କରିବେ ଆନ୍ତର୍ଜାତୀୟ ପର୍ବତାରୋହୀ ବିଭାରାଣୀ ପାତ୍ର। ତାଙ୍କୁ ଆଜି ଶ୍ରୀମନ୍ଦିର ସମ୍ମୁଖରେ ପାଟରା ସମାଜ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ନିଖିଳ ଉତ୍କଳ ପାଟରା ସମିତି ତରଫରୁ ଆଜି
Read More...

ପାଞ୍ଚଦିନିଆ ଶିକ୍ଷକ ଉନ୍ନୟନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଘାଟିତ

ଭୁବନେଶ୍ବର : ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଅପରାଜିତା ଚୌଧୁରୀଙ୍କ ଅଧ୍ୟକ୍ଷତାରେ କାଉନ୍ସେଲିଂ ଓ ୱେଲ୍ନେସ୍ ସେଣ୍ଟର୍, ଇଣ୍ଟର୍ନାଲ୍ କ୍ୱାଲିଟୀ ଆସ୍ୱୋରାନ୍ସ୍ ସେଲ୍, ଥିଓସଫିକାଲ୍ ଅର୍ଡର୍ ଅଫ୍ ସର୍ଭିସ୍ ଓ ମନମ୍ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ' ଓରିଏଣ୍ଟେଶନ
Read More...

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କର ବୈଠକ

୫ ଅଗଷ୍ଟ ୨୦୨୪ ଭୁବନେଶ୍ୱର : ଚଳିତ ବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମକୁ ନେଇ ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏକ ବୈଠକ କରିଛନ୍ତି I ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବର୍ଷ ରାଜ୍ୟସ୍ତରୀୟ
Read More...

ଲୋକଙ୍କ ସହିତ ମିଶିବା ଓ ସେମାନଙ୍କ ସମସ୍ୟା ସମାଧାନ ଆମ ସରକାରର ପ୍ରାଥମିକତା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ ଲୋକଙ୍କୁ ଶୁଣିବାର ଧାରା ଜାରି ରଖିଛନ୍ତି। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଶହ ଶହ ଲୋକଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ଲୋକଙ୍କୁ ଆଶ୍ୱାସନା ଦେବା ଓ ସମସ୍ୟା
Read More...

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ବରଗଡ଼ : ଗାଇସିଲେଟ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଅରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ
Read More...

ଜିଲ୍ଲାପାଳଙ୍କୁ ଭେଟିଲେ କୁଆଁରିଆ ବିସ୍ଥାପିତ

ଦଶପଲ୍ଲା : କୁଆଁରିଆ ବନ୍ଧରେ ଜଳ ମଗ୍ନ ହୋଇ ଥିବା ଚାଷୀ ଓ ଜନସାଧାରଣ ଅଳ୍ପଦିନତଳେ, ମାନ୍ୟବର ରାଜ୍ୟପାଳଙ୍କୁ ଭେଟି, କୁଆଁରିଆ ବନ୍ଧ ନିର୍ମାଣ ସମୟରେ କ୍ଷତି ହୋଇଥିବା ଜମିର ସହାୟତା ଉଦ୍ଦେଶ୍ୟରେ ଗୁହାରି ଜଣାଇ ଥିଲେ। ରାଜ୍ୟପାଳ ମହୋଦୟ ନୟାଗଡ଼ ଜିଲ୍ଲାପାଳଙ୍କୁ ଭେଟିବା ପାଇଁ ଚିଠି
Read More...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

ପାରଳାଖେମଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ,
Read More...

ଖାଲ ଖମାରେ ପୂର୍ଣ୍ଣ ଜାତୀୟ ରାଜପଥ

ହରଭଙ୍ଗା : ଖୋର୍ଦ୍ଧା -ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥ ଏବେ ସାଜିଛି ମରଣ ଯନ୍ତା l ଖାଲ ଖମାରେ ପୂର୍ଣ୍ଣ ଥିବା ସହ ବିଭିନ୍ନ ସମୟରେ ଛୋଟ ବଡ଼ ଦୁର୍ଘଟଣାର ଶିକାର ହେଉଛନ୍ତି ଯାତ୍ରୀ l ସୂଚନା ଅନୁଯାଇ ଜନଗହଳି ପୂର୍ଣ୍ଣ ହରଭଙ୍ଗା ବ୍ଲକ ର ପୁରୁଣାକଟକ ଦେଇ ଯାଇଥିବା ୫୭ନଂ ଜାତୀୟ ରାଜପଥ
Read More...