Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆଜି ମୁଣ୍ଡଳିରେ ପହଞ୍ଚିବ ହୀରାକୁଦ ବନ୍ୟାଜଳ
ଭୁବନେଶ୍ବର- ଫୁଲୁଛି ମହାନଦୀ ଜଳସ୍ତର। ଆଜି ମୁଣ୍ଡଳିରେ ପହଞ୍ଚିବ ହୀରାକୁଦ ବନ୍ୟାଜଳ। ମୁଣ୍ଡଳୀ ବ୍ୟାରେଜରେ ପ୍ରତି ସେକେଣ୍ଡରେ ଉପରମୁଣ୍ଡରେ ୭୯.୧୦ ଫୁଟ କ୍ୟୁସେକ ଜଳ ପ୍ରବାହିତ ହେଉଥିବାବେଳେ ତଳମୁଣ୍ଡରେ ୭୫.୦୦ ଫୁଟ ଜଳ ପ୍ରବାହିତ ହେଉଛି। ସେପଟେ ସାମାନ୍ୟ କମିଛି ହୀରାକୁଦ ଜଳଭଣ୍ଡାର!-->…
Read More...
Read More...
୧୩ ରୁ ଲଘୁଚାପ ବର୍ଷା,ଉତ୍ତର ଓଡ଼ିଶାରେ ଛେଚିବ
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ। ଏହା ପ୍ରଭାବରେ ଆସନ୍ତା ୧୩ ତାରିଖରୁ ୪ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା!-->…
Read More...
Read More...
ଏହି ତାରିଖରେ ରିଲିଜ ହେବ ‘ରାମାୟଣ’ର ଟ୍ରେଲର
ବଲିଉଡ ଷ୍ଟାର ରଣବୀର କାପୁରଙ୍କ ଅଭିନୀତି ଫିଲ୍ମ ରାମାୟଣ"କୁ ନେଇ ଦର୍ଶକମାନଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳିଛି । ଏହାର ଟିକିଏ ଝଲକ ପାଇବା ପାଇଁ ଦର୍ଶକ ବେଶ୍ ଆତୁର । ଖୁବଶୀଘ୍ର ଦର୍ଶକଙ୍କ ଏହି ଆଶା ପୂରଣ ହେବ । ଫିଲ୍ମ ରିଲିଜ ପୂର୍ବରୁ ଏହାର ଟ୍ରେଲର ରିଲିଜ ହେବାର!-->…
Read More...
Read More...
ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍ଆଇଆର୍ ’ ବ୍ୟବସ୍ଥାର ଶୁଭାରମ୍ଭ
କଟକ :-ସାଇବର ଆର୍ଥିକ ଠକେଇ ମାମଲାର ଶୀଘ୍ର ପଞ୍ଜୀକରଣ, ଦ୍ରୁତ ତଦନ୍ତ ଏବଂ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ଆଜି ‘ଇ-ଜିରୋ ଏଫ୍ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ କରିଛି। ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ!-->…
Read More...
Read More...
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ
କେନ୍ଦ୍ରାପଡ଼ା ଫରେଷ୍ଟ ରେଞ୍ଜ (କଟକ ବନ ବିଭାଗ)ର ଫରେଷ୍ଟ ରେଞ୍ଜର ରବୀନ୍ଦ୍ର କୁମାର ନାୟକଙ୍କ ବିରୋଧରେ ଜଣାଶୁଣା ଆୟର ଉତ୍ସଠାରୁ ଅଧିକ ସମ୍ପତ୍ତି (Disproportionate Assets-DA) ଠୁଳ କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ଆରମ୍ଭ କରାଯାଇଛି । ମାନ୍ୟବର!-->…
Read More...
Read More...
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୭୭ ତମ ବନ ମହୋତ୍ସବ ପାଳିତ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ୭୭ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ ଜୁଲାଇ ୧ ତାରିଖରୁ ୭ ତାରିଖ ଯାଏଁ ବନ ମହୋତ୍ସବ ସପ୍ତାହ ପାଳନ କରାଯାଇଛି । ଏହି ଅବସରରେ ବନ!-->…
Read More...
Read More...
ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ
ଜୟପୁର: ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ । ଜୟପୁର ସମେତ କଟକର ୨ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।
Read More...
Read More...
ସୌମ୍ୟ ହତ୍ୟା ମାମଲା: ଜେଲ୍ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା
ଭୁବନେଶ୍ୱର : ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍ ଜେଲ୍ରେ ପହଞ୍ଚି ମାମଲାରେ ଗିରଫ ହୋଇଥିବା ୨୦ ଜଣ ଅଭିଯୁକ୍ତଙ୍କୁ ଜେଲ୍ ଭିତରେ ପଚରାଉଚରା!-->…
Read More...
Read More...
ଆଇଆଇସି ବ୍ୟୁଟି ମହାନ୍ତି ମୃତ୍ୟୁ ମାମଲା;ଆସିଲା ପୋଷ୍ଟମର୍ଟମ ରିପୋର୍ଟ
କଟକ: କଟକ ଚାଉଳିଆଗଞ୍ଜ ଥାନାର ଆଇଆଇସି ବ୍ୟୁଟି ମହାନ୍ତିଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଛି ବଡ଼ ତଥ୍ୟ। ତାଙ୍କ ପୋଷ୍ଟମର୍ଟମ ରିପୋର୍ଟରେ ମୃତ୍ୟୁର କାରଣ ଶ୍ୱାସରୁଦ୍ଧ (ଆସଫିକ୍ସିଆ) ବୋଲି ସ୍ପଷ୍ଟ ହୋଇଛି। ଏହି ରିପୋର୍ଟ ପ୍ରକାଶ ପାଇବା ପରେ ଘଟଣାଟି ଆତ୍ମହତ୍ୟା ନା ହତ୍ୟା,!-->…
Read More...
Read More...
ଆଜି ତୃତୀୟ ଟି-ଟ୍ୱେଣ୍ଟି ; ବୈଭବଙ୍କ ଉପରେ ସମସ୍ତଙ୍କ ନଜର
ନୂଆଦିଲ୍ଲୀ; ଘରୋଇ ଇଂଲଣ୍ଡ ଓ ଭାରତ ମଧ୍ୟରେ ଆଜି ତୃତୀୟ ଟି-ଟ୍ୱେଣ୍ଟି ଖେଳାଯିବ । ପ୍ରଥମ ମ୍ୟାଚ ବର୍ଷା ଯୋଗୁଁ ବାତିଲ ହୋଇଥିଲା । ଦ୍ୱିତୀୟ ମ୍ୟାଚ ଜିତି ଇଂଲଣ୍ଡ ୧-୦ରେ ସିରିଜ ଆଗୁଆ ରହିଛି । ଫଳରେ ଭାରତ ଆଉ ଡେରି ନକରି ଯଥା ସମ୍ଭବ ବିଜୟ ସହ ସିରିଜକୁ ଫେରିବାକୁ ଚେଷ୍ଟା କରିବ । ଫଳରେ!-->…
Read More...
Read More...