Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ : କୋଭିଡ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦିଅ
ନୂଆଦିଲ୍ଲୀ : କରୋନା ମହାମାରୀ କାଳରେ ସୁପ୍ରିମକୋର୍ଟ ଗୋଟିଏ ପରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇ ଚାଲିଛନ୍ତି,ଯାହା କରୋନା ପ୍ରଭାବିତ ଲୋକଙ୍କ ଜୀବନ ଓ ଜୀବିକା ଦୃଷ୍ଟିରୁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଗତକାଲି ସୁପ୍ରିମେ କୋର୍ଟ ପ୍ରବାସୀ ଶ୍ରମିକ ଓ କେନ୍ଦ୍ର ସରକାରଙ୍କର "ୱାନ ନେସନ,ୱାନ!-->…
Read More...
Read More...
ବାଉଁଶୁଣୀ ପୁଲିସ ଦ୍ବାରା କାର୍ ସହ ବ୍ୟାପକ ଗଞ୍ଜେଇ ଜବତ , ୨ ଗିରଫ
ବୌଦ୍ଧ/ବାଉଁଶୁଣୀ, ୩୦/୬ - ବୌଦ୍ଧବ୍ଲକ ବାଉଁଶୁଣି ଥାନା ଅନ୍ତର୍ଗତ ତାଲୁପାଲି ନିକଟରେ ଆଜି ସକାଳ ୬ଘଣ୍ଟା ସମୟରେ ବାଉଁଶୁଣି ପୋଲିସ ପକ୍ଷରୁ ଚଢ଼ାଉ କରି 36କେଜି ଗଞ୍ଜାଇ ସହ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସୂଚନା ଅନୁଯାୟୀ କୌଣସି ସୂତ୍ରରୁ ଖବର ପାଇ ବାଉଁଶୁଣି ଥାନା ଅଧିକାରୀ ସୁବାଷ!-->…
Read More...
Read More...
ନବଜାତ ଶିଶୁ କନ୍ୟାକୁ ନଦୀ କୂଳରେ ଫିଙ୍ଗିଦେଲା ମାଆ, ଉଦ୍ଧାର କରି ଅପଣାଇନେଲେ ଆଦିବାସୀ ଦମ୍ପତି
ବାଲିଗୁଡ଼ା/ଦାରିଙ୍ଗବାଡ଼ି,୩୦/୬: ସରକାର କନ୍ୟା ସନ୍ତାନର ସୁରକ୍ଷା ପାଇଁ ଅନେକ ଯୋଜନା କରିଛନ୍ତି । ଏପରିକି କନ୍ୟା ସନ୍ତାନମାନେ ଦେଶର ଅମୂଲ୍ୟ ସମ୍ପତ୍ତି ବୋଲି ସରକାର ଅନେକ ଥର କହିଛନ୍ତି । ସେଥିପାଇଁ କେନ୍ଦ୍ର ସରକାର ବେଟି ବଚାଓ, ବେଟି ପଢ଼ାଓ ଯୋଜନା କରିଛନ୍ତି । ଏସବୁ ସତ୍ୱେ୍ୱ ଏବେ!-->…
Read More...
Read More...
ବୌଦ୍ଧ ଜିଲ୍ଲାରେ ନିୟମିତ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ୍ ହେଲା ନିମୋକୋକାଲ୍ କନ୍ଜୁଗେଟ୍ ଟିକା
ବୌଦ୍ଧ,୩୦/୬-ନିମୋନିଆ ଜନିତ ଶିଶୁମୃତ୍ୟୁକୁ ରୋକିବା ପାଇଁ ସାରା ରାଜ୍ୟରେ ନିମୋକୋକାଲ୍ କନ୍ଜୁଗେଟ୍ ଟିକାକୁ ନିୟମିତ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ୍ କରାଯାଇଛି । ରାଜ୍ୟସ୍ତରରେ ଏକ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଏହାକୁ ଉଦ୍ଘାଟନ କରିଥିଲେ । ଏ!-->…
Read More...
Read More...
ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ
ଭୁବନେଶ୍ୱର: ଗୁରୁବାର ରାଜ୍ୟରେ ଲାଗୁଥିବା ଆଂଶିକ ଲକଡାଉନ ସରୁଛି । ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଏହି ଅବସରରେ ଜୁଲାଇ ୧୬ ସକାଳ ୫ଟା ଯାଏ ଆଂଶିକ ଲକଡାଉନ ଘୋଷଣା କରାଯାଇଛି। ସଂକ୍ରମଣ କମିଥିବାରୁ କାଟେଗୋରୀ!-->…
Read More...
Read More...
ହାତୀଙ୍କ ଦଳାଚକଟାରେ ଧାନତଳି ନଷ୍ଟ ଓ ଚାଷୀ ସର୍ବସ୍ୱାନ୍ତ
ସମ୍ବଲପୁର: ବର୍ତ୍ତମାନ ଖରିଫ୍ ଫସଲର ଆରମ୍ଭ ଧାନତଳିରୁ ହୋଇଥାଏ । ଗୋଟିଏ ପଟେ ଧାନତଳିର ଯତ୍ନ ଓ ଅନ୍ୟପଟେ ଧାନ ରୁଆ ପାଇଁ ଜମିର ପ୍ରସ୍ତୁତି, ଏହି ଦୁଇ ପ୍ରକ୍ରିୟାରେ ଚାଷୀ ବ୍ୟସ୍ତ ରୁହେ । ଏହି ଘଡିସନ୍ଧି ମୁହୁର୍ତ୍ତ ରେ ହାତୀ ଉପଦ୍ରବ ଚାଷୀଙ୍କୁ ବ୍ୟତିବ୍ୟସ୍ତ କରି ଦେଇଛି । ଏପରି!-->…
Read More...
Read More...
ଜିମୂତ ମଙ୍ଗରାଜଙ୍କ ବିୟୋଗରେ ସୁବର୍ଣ୍ଣପୁରରେ ଶୋକସଭା
ସୁବର୍ଣ୍ଣପୁର,୩୦/୬(ହୀ.ପ୍ର) : ରାଜ୍ୟର ବରିଷ୍ଠ ସାମ୍ବାଦିକ ତଥା "ନେତା' ସାପ୍ତାହିକ ଖବରକାଗ ର ପ୍ରତିଷ୍ଠାତା ସ୍ୱର୍ଗୀୟ ଜିମୂତ ବାହାନ ମଙ୍ଗରାଜଙ୍କ ସ୍ମୃତି ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜ଼ିଲ୍ଲା ସଦର ମହକୁମା ବସଷ୍ଟାଣ୍ଡ ନିକଟସ୍ଥ ପଞ୍ଚ଼ରଥ ମନ୍ଦିରଠାରେ ସନ୍ଧ୍ୟା ୭ ଘଣ୍ଟା ବେଳେ ଏକ!-->…
Read More...
Read More...
ବୌଦ୍ଧଜିଲ୍ଲା: ଖସୁଛି ସଂକ୍ରମଣ, ୧୯ ସଂକ୍ରମିତ ଚିହ୍ନଟ
ବୌଦ୍ଧ,୩୦/୬- ଆଜି ବୌଦ୍ଧ ଜିଲ୍ଲାରୁ ୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିଆର ସିଂଙ୍କ ସୂଚନା ଅନୁଯାୟୀ ଆଜି ବୌଦ୍ଧବ୍ଲକର ତେଲିବନ୍ଧ ପଞ୍ଚାୟତ ସୁବମାପୁର ଗ୍ରାମରୁ!-->…
Read More...
Read More...
ଅବସରଦିନ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କଲେ କର୍ମଚାରୀ
ବୌଦ୍ଧ,୩୦/୬- ବୌଦ୍ଧ ମେଡିକାଲରେ କାର୍ଯ୍ୟରତ ଜଣେ କର୍ମଚାରୀ ରଞ୍ଜିତ କୁମାର ପଟ୍ଟନାୟକଙ୍କ ଆଜି ଅବସର ନେଇଛନ୍ତି । ଏହି ଅବସରକୁ ସ୍ମରଣୀୟ କରିବାପାଇଁ ସେ ଏକ ରକ୍ତଦାନ ଶିବିରର ଆୟୋଜନ କରିଥିଲେ । ଜିଲ୍ଲା ରକ୍ତଭଣ୍ଡାର ଠାରେ ସେ ନିଜେ ରକ୍ତଦାନ କରିବାସହିତ ତାଙ୍କ ପରିବାର ଓ ବନ୍ଧୁବର୍ଗମାନେ!-->…
Read More...
Read More...