Browsing Category

ରାଜ୍ୟ

ଅବକାରୀ ଏଏସ୍‌ଆଇଙ୍କ ଗିରଫ ଦାବିରେ ଦଶପଲ୍ଲା ବ୍ଲକ୍‌ ଡିଜିଟାଲ ମିଡ଼ିଆ ଆସୋସିଏସନର ସଦସ୍ୟ ପିନ୍ଧିଲେ କଳାବ୍ୟାଜ୍‌

ଦଶପଲ୍ଲା : ନୟାଗଡ଼ର ଦୁଇ କର୍ତ୍ତବ୍ୟରତ ସାମ୍ବାଦିକଙ୍‌କୁ ଦୁର୍ବ୍ୟବହାର ଓ ମାଡ଼ ମାରିଥିବା ଅବକାରୀ ସବ୍‌ ଇନ୍ସପେକ୍ଟର ଧନଞ୍ଜୟ ପାତ୍ରଙ୍କୁ ଗିରଫ ଦାବିରେ ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ଅହୋରାତ୍ର ୩ ଦିନ ଧରି ଚାଲିଥିବା ଧାରଣା ଗତକାଲି, ଜିଲ୍ଲାପାଳଙ୍କ ସରକାରୀ ଆବାସିକ
Read More...

ମାଟ୍ରିକ ରେଜଲ୍ଟରେ ଅସନ୍ତୁଷ୍ଟ ହୋଇ ତାତିଲେ ଛାତ୍ରଛାତ୍ରୀ ଓ ଅଭିଭାବକ

କଟକ : ପ୍ରଥମ ଥର ପାଇଁ ବିନା ପରୀକ୍ଷାରେ ସ୍ୱତନ୍ତ୍ର ମୂଲ୍ୟାୟନ କରାଗଲା । ଆଉ ମାଟ୍ରିକ୍‌ ପରୀକ୍ଷା ଫଳ ବାହାରିଲା । ପାସ୍‌ ହାର ବି ଖୁବ୍‌ ଭଲ ରହିଲା ବୋଲି ସାଧାରଣରେ ଚର୍ଚ୍ଚା ହେଲା । କିନ୍ତୁ ଏହାକୁ ନେଇ ପିଲାମାନେ ସନ୍ତୋଷ ହେଲେନି ଅନେକ ସ୍ଥାନରେ । ଅଭିଭାବକଙ୍କ ସମେତ ପିଲାମାନେ ଅନେକ
Read More...

ଇମ୍ଫା ଶିଳ୍ପ ଗୋଷ୍ଠୀର କୋଭିଡ ଟୀକାକରଣ କାର୍ଯ୍ୟକ୍ରମ

ରାୟଗଡ/୨୮/୦୬:- କରୋନା ମହାମାରୀରୁ ସୁରକ୍ଷା ପାଇଁ ଥେରୁବାଲିରେ ଇମ୍ଫା ଶିଳ୍ପ ଗୋଷ୍ଠୀ ତରଫରୁ ମାଗଣାରେ କୋଭିଡ ଟୀକାକରଣ କାର୍ଯ୍ୟକ୍ରମ ସମସ୍ତ ବର୍ଗର ଶ୍ରମିକ ଓ ତାଙ୍କର ପରିବାର ସଦସ୍ୟଙ୍କ ମନରେ ନୂତନ ଆଶାର ସଂଚାର କରିପାରିଛି । ଏହି ଟୀକାକରଣରେ ସ୍ୱତଃ ପବୃତ୍ତ ଭାବେ ସାମିଲ ହୋଇଛନ୍ତି
Read More...

ଜୁଲାଇ ୧ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ କେତେକ ସ୍ଥାନରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ତେବେ ଜୁନ ୩୦ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଜୁଲାଇ ପହିଲାରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ
Read More...

କାର୍ଯ୍ୟରେ ଲାଗୁନି ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ

ବୌଦ୍ଧ/ଜହ୍ନାପଙ୍କ,୨୮/୬- ବୌଦ୍ଧବ୍ଳକ ପଦ୍ମନପୁର ପଂଚାୟତ ଅନ୍ତର୍ଗତ ବୁଢୀପଦର ପୂର୍ଣ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ନିର୍ମାଣ ହୋଇଥିବା ହରିଜନ ଓ ଆଦିବାସୀ ବିଭାଗ ପକ୍ଷରୁ ଆରଏଲଟିଏପି ଯୋଜନାରୁ ହରିଜନ ଓ ଆଦିବାସୀ ଛାତ୍ରୀଙ୍କ ପାଇଁ ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ କୋଠା ନିର୍ମାଣ
Read More...

ବୌଦ୍ଧଜିଲ୍ଲା: ଖସୁଛି କରୋନା ଗ୍ରାଫ ୧୬ ସଂକ୍ରମିତ ଚିହ୍ନଟ, ହରଭଙ୍ଗା ବ୍ଲକରୁ ସର୍ବାଧିକ ୮

ବୌଦ୍ଧ,୨୭/୬- ଆଜି ବୌଦ୍ଧ ଜିଲ୍ଲାରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିଆର ସିଂଙ୍କ ସୂଚନା ଅନୁଯାୟୀ ଆଜି ବୌଦ୍ଧ ବ୍ଲକରୁ ୩ଜଣ, ହରଭଙ୍ଗା ବ୍ଲକରୁ ସର୍ବାଧିକ
Read More...

ଜିଲ୍ଲା ବିଜେଡି ଦଳର ମହିଳା ସଭାନେତ୍ରୀ ହେଲେ ପୂର୍ଣ୍ଣବାସୀ ନାୟକ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ବିଜେଡି ଦଳର ମହିଳା ସଭାନେତ୍ରୀ ଭାବେ ଆଦିବାସୀ ମହିଳାନେତ୍ରୀ ଶ୍ରୀମତି ପୂର୍ଣ୍ଣବାସୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନୋନୀତ କରିଥିବା ଆଜି ଦଳ ପକ୍ଷରୁ ଜାରି କରାଯାଇଥିବା ପ୍ରେସ ଇସ୍ତହାରରୁ ଜଣାପଡିଛି ।ଶ୍ରୀମତି ନାୟକ ୨୦୦୨ ମସିହାରେ
Read More...

ଟିମ ହ୍ୟୁମାନିଟି କନ୍ଧମାଳର ସ୍ନେକ ହେଲ୍ପଲାଇନ ସଦସ୍ୟଙ୍କ ଦ୍ୱାରା ଅଜଗର ସାପ ଉଦ୍ଧାର

ଫୁଲବାଣୀ:କନ୍ଧମାଳ ଜିଲ୍ଲାର ଫୁଲବାଣୀ ବ୍ଲକ୍‌ଠାରୁ ୧୨ କିମି ଦୂର ବାରିକୁମ୍ପା ଗ୍ରାମର ନାରାୟଣ ଆଚାର୍ଯ୍ୟ ନାମକ ଜଣେ ବ୍ୟକ୍ତିଙ୍କ ବଗିଚାରେ ଏକ ଅଜଗର ସାପକୁ ଦେଖି ଟିମ୍‌ ହ୍ୟୁମାନିଟି କନ୍ଧମାଳ ସ୍ନେକ ହେଲ୍ପଲାଇନ ସଦସ୍ୟଙ୍କୁ ଯୋଗାଯୋଗ କରିଥିଲେ । ଖବର ପାଇବା କ୍ଷଣି ଟିମ୍‌ ସଦସ୍ୟ ଭି
Read More...