Browsing Category

ରାଜ୍ୟ

ଟାଟା ଟ୍ରଷ୍ଟ ତରଫରୁ ବିଶୁଦ୍ଧ ପାନୀୟ ଜଳ ଓ ଚାଷପୋଯୋଗୀ ପ୍ରକଳ୍ପ ଉଦଘାଟିତ

ବାଲିଗୁଡା,୧୯/୦୬.- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର କୋଟଗଡ ବ୍ଲକ ଅନ୍ତର୍ଗତ ନୀଲୀଗୁଡାରେ ଟାଟାଟ୍ରଷ୍ଟ ତରଫରୁ ପାହାଡ଼ ଝରରୁ ପହଁଚିଲା ବିଶୁଦ୍ଧ ପାନୀୟ ଜଳ ଓ ଚାଷପୋଯୋଗୀ ପ୍ରକଳ୍ପ । ଏହା କୋଟଗଡ ବିଡ଼ିଓ କୈଳାଶ ଚନ୍ଦ୍ର ମୁର୍ମୁଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ରାହୁଲ ଗାନ୍ଧୀଙ୍କ ଜନ୍ମଦିନ ଅବସରରେ କଟକ ଜିଲ୍ଲା କଂଗ୍ରେସ ତରଫରୁ ରାସନ ସାମଗ୍ରୀ ବଣ୍ଟନ

କଟକ,୧୯/୬-- ଆଜି ଅଖିଳ ଭାରତୀୟ କଂଗ୍ରେସ କମିଟିର ସଭାପତି ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କ ଜନ୍ମଦିନ ଅବସରରେ କଟକସ୍ଥିତ ଷ୍ଟେସନ ବଜାରର ୨ ନମ୍ବର ଗେଟର ମା ତାରିଣୀ ଅଟୋ ଆସୋସୋସିଅନ ଶତାଧିକ କର୍ମକର୍ତ୍ତାଙ୍କୁ କଟକ ଜିଲ୍ଲା କଂଗ୍ରେସ କମିଟି ତରଫରୁ ରାସନ ସାମଗ୍ରୀ ବଣ୍ଟନ କରାଯାଇଥିଲା । କଟକ
Read More...

ବିପଦଶଙ୍କୁଳ ହେଲାଣି ବୁରୁବୁଡା ସ୍କୁଲ ପରିବେଶ, ପ୍ରଶାସନର ଦୃଷ୍ଟି ପଡୁ

ହରଭଙ୍ଗା,୧୯/୬- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଅଫିସ ଠାରୁ ମାତ୍ର ୮କିଲୋମିଟର ଦୂରରେ ରହିଛି ତିଲେଶ୍ୱର ପଂଚାୟତ ବୁରୁବୁଡ଼ା ସରକାରୀ ଉ.ପ୍ରା ବିଦ୍ୟାଳୟ । ଏହି ବିଦ୍ୟାଳୟରେ ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିଲେବି ଦୁଇଟି ଶ୍ରେଣୀ ଗୃହ ଛାତ୍ରଛାତ୍ରୀଙ୍କ ପାଇଁ ବ୍ୟବହାର
Read More...

ତାଳପତ୍ର ଘରେ ଦିନ କାଟୁଛନ୍ତି ସୁଶାନ୍ତଙ୍କ ପରିବାର, ଆବାସ ଯୋଜନା ସାତସପନ

ବୌଦ୍ଧ/ଜହ୍ନାପଙ୍କ,୧୯/୬- ରାଜ୍ୟ ଓ କେନ୍ଦ୍ର ସରକାର ଗରିବ ଲୋକମନଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି । ହେଲେ ପ୍ରକୃତ ହିତାଧିକାରୀଙ୍କ ପାଖରେ ଏହି ଯୋଜନା ପହଞ୍ଚି ପାରୁନାହିଁ । କିପରି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ନହେବେ ସେଥିପାଇଁ ବ୍ଳକସ୍ତରରୁ ପଞ୍ଚାୟତ ସ୍ତରରେ
Read More...

କରୋନା ଆକ୍ରାନ୍ତ ଯୁବକଙ୍କ ମୃତ୍ୟୁ

ହରଭଙ୍ଗା,୧୯/୬- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ ସାଂପୋଚ ଗ୍ରାମର ଯୁବକ ସନ୍ତୋଷ କୁମାର ପଣ୍ଡାଙ୍କର ଗତକାଲି ଦିନ ୧୧:୪୦ ମିନିଟରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ପରଲୋକ ଘଟିଛି । କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ତାଙ୍କୁ ମାତ୍ର ୩୬ବର୍ଷ
Read More...

କରୋନା ଆକ୍ରାନ୍ତ ଯୁବକଙ୍କ ମୃତ୍ୟୁ

ହରଭଙ୍ଗା,୧୯/୬- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ ସାଂପୋଚ ଗ୍ରାମର ଯୁବକ ସନ୍ତୋଷ କୁମାର ପଣ୍ଡାଙ୍କର ଗତକାଲି ଦିନ ୧୧:୪୦ ମିନିଟରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ପରଲୋକ ଘଟିଛି । କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ତାଙ୍କୁ ମାତ୍ର ୩୬ବର୍ଷ
Read More...

ଖରିଫ ୠତୁ ସକାଶେ ଚାଷୀ ତଳି ପାଇଁ ବିହନ ବୁଣି ଅପେକ୍ଷା କରିଛି ମୌସୁମୀର ଆଗମନକୁ

ଗଜପତି,୧୯/୬- ଗଜପତି ଜିଲ୍ଲା ଏକ ଆଦିବାସୀ ଅଧ୍ୟୁଷିତ ପାହାଡ଼ ଘେରା ଅଞ୍ଚଳ ଏଠାର ୭୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରି ନିଜର ଜୀବନ ଜୀବିକା ନିର୍ବାହ କରିଥାନ୍ତି । ଜିଲ୍ଲାରେ ମୁଖ୍ୟତଃ ୭ ଟି ବ୍ଳକ ରହିଛି ସେଥି ମଧ୍ୟରୁ କାଶୀ ନଗର ଓ ଗୋଶାଣି ବ୍ଳକରେ ଅନ୍ୟ ବ୍ଳକ ଅପେକ୍ଷା ଅଧିକ ଧାନ
Read More...