Browsing Category

ରାଜ୍ୟ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ଆଜିଠୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସକ୍ରିୟ ହେବ। ଏହା ପୂର୍ବରୁ ଆଜି ଓ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲାରେ ସାଧାରଣରୁ ମଧ୍ୟମ ଧରଣର
Read More...

ବୌଦ୍ଧ : ଖସୁଛି କରୋନା ଗ୍ରାଫ, ଆଜି ବୌଦ୍ଧଜିଲ୍ଲାରୁ ୭୩ ଆକ୍ରାନ୍ତ ଚିହ୍ନଟ

ବୌଦ୍ଧ,୮/୬ - ଆଜି ବୌଦ୍ଧ ଜିଲ୍ଲାରୁ ୭୩ ଜଣ ନୂତନ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିଆର ସିଂଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ବୌଦ୍ଧବ୍ଲକ୍‌ ଅଁଳାପାଲି
Read More...

ଟାର୍ଗେଟନାହିଁ, ବଘିଆପଡା ମଣ୍ଡିରେ ପଡିରହିଛି ହଜାର ହଜାର ବସ୍ତା ଧାନ

ବୌଦ୍ଧ,୮/୬ - ବୌଦ୍ଧବ୍ଲକ୍‌ ବଘିଆପଡା ରବି ଧାନ ମଣ୍ଡିରେ ଖୋଲା ଆକାଶ ତଳେ ହଜାର ହଜାର ବସ୍ତା ଧାନ ଧରି ବିକ୍ରିପାଇଁ ଜଗି ରହିଛନ୍ତି ଚାଷୀ । ସମିତିର ଟାର୍ଗେଟ ସରିଯାଇଥିବା ହେତୁ ଉଠି ପାରୁନାହିଁ ଧାନ । ପ୍ରବଳ ଖରା ଓ ଗୁଳୁଗୁଳି ଓ ଦିନେ ଦୁଇ ଦିନରେ ହେଉଥିବା ଅସରାଏ ଲେଖାଏଁ ପ୍ରାକ୍‌
Read More...

ଗଜପତି ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ହୀରକ ଜୟନ୍ତୀ କୁଷ୍ଠ ନିରାକରଣ କେନ୍ଦ୍ରରେ ବିଜେପି ଯୁବ ମୋର୍ଚ୍ଚା ତରଫରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା । ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାସିସ ଆଚାର୍ଯ୍ୟ ଓ ପାରଳାଖେମୁଣ୍ଡି ବିଧାୟକ
Read More...

ବିଚ ରାସ୍ତାରେ ଯୁବକଙ୍କୁ ହତ୍ୟା

ଭୁବନେଶ୍ୱର : ରାଜଧାନୀରେ ପୁଣି ଏକ ଜଘନ୍ୟ ହତ୍ୟାକାଣ୍ଡ । ଘରୁ ଡାକି ନେଇ ଯୁବକଙ୍କୁ ବିଚ ରାସ୍ତାରେ ହତ୍ୟା କଲେ ଦୁର୍ବୃତ୍ତ । ଲଷ୍ମୀସାଗର ଥାନା ଅନ୍ତର୍ଗତ ବୁଦ୍ଧନଗର କଦଳୀ ଗୋଦାମ ବସ୍ତିରେ ହତ୍ୟାକାଣ୍ଡ । ମୃତକ ଯୁବକ ହେଲେ କାର୍ତ୍ତିକ ସାହୁ । ପରିବାର ପକ୍ଷରୁ ଲକ୍ଷ୍ମୀସାଗର ଥାନାରେ
Read More...

ରାଜ୍ୟରେ ବଢିଲା କରୋନା ମୃତ୍ୟୁସଂଖ୍ୟା, କମିଲା ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୬ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌
Read More...

ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକ ପତ୍ର ପ୍ରଦାନ

ଗଜପତି,୭/୬- ଗଜପତି ଜିଲ୍ଲା ବିଜେପି କୃଷକମୋର୍ଚ୍ଚା ସଭାପତି ପ୍ରଶାନ୍ତ କୁମାର ପାଳ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ଏହି ସ୍ମାରକ ପତ୍ରରେ ଉଲ୍ଲେଖ ଅଛି ଯେ ରବି ଋତୁରେ ଧାନ କିଣା ବିକାରେ ବ୍ୟାପକ ଅବ୍ୟବସ୍ଥା, ଅଦିନିଆ ବର୍ଷା ଯୋଗୁଁ
Read More...

ରାୟଗଡାରେ ୧୮ରୁ ୪୪ବର୍ଷୀୟଙ୍କ ଟିକାକରଣ ଆରମ୍ଭ

ରାୟଗଡା,୭/୬- ୧୮ରୁ ୪୪ବର୍ଷ ବୟସ୍କ ବ୍ୟକ୍ତିଙ୍କୁ ଟୀକାକରଣ ପାଇଁ ରାୟଗଡା ଜିଲ୍ଳା ପ୍ରଶାସନ ପକ୍ଷରୁ ଆଜି ପ୍ରଥମ ପର୍ଯ୍ୟାୟରେ ଜିଲ୍ଳା ସଦର ମହକୁମାର ୧୦ଟି ସ୍ଥାନରେ ଟିକାକରଣ କେନ୍ଦ୍ରସ୍ଥଳର ବ୍ୟବସ୍ଥା କରାଯାଇଥିଲା । ରାୟଗଡ ଜିଲ୍ଳାପାଳ ସରୋଜ କୁମାର ମିଶ୍ର ସହରର ରିଙ୍ଗରୋଡ୍‌ ସ୍ଥିତ
Read More...

ପ୍ରଧାନମନ୍ତ୍ରୀଙ୍କ ଆଜିର ନିଷ୍ପତ୍ତି ଦେଶବାସୀଙ୍କୁ କରିଛି ଆଶ୍ୱସ୍ତ

ଭୂବନେଶ୍ୱର, ୦୭/୦୬ : ସଂକଟ ସମୟ ଦେଇ ଗତି କରୁଥିବା ଦେଶବାସୀଙ୍କୁ ବହୁ ଆଶ୍ୱସ୍ତି ପ୍ରଦାନ କରିଛି ପ୍ରଧାନମନ୍ତ୍ରୀଙ୍କ ଆଜିର ନିଷ୍ପତି ବୋଲି କହିଛନ୍ତି ରାଜ୍ୟ ସଭାପତି ସମୀର ମହାନ୍ତି । ଐତିହାସିକ ନିଷ୍ପତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଏବଂ କୃତଜ୍ଞତା ଜ୍ଞାପନ କରିଛନ୍ତି ।
Read More...