Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆଜି ସାବିତ୍ରୀ ଅମାବାସ୍ୟା
ଭୁବନେଶ୍ୱର : ଆଜି ସାବିତ୍ରୀ ଅମାବସ୍ୟା। ଓଡିଆ ଘରର ଏହି ପର୍ବକୁ ସାଧାରଣରେ ସଧବା ମାନେ ହିଁ ପାଳନ କରିଥାନ୍ତି। ସ୍ୱାମୀଙ୍କର ଉତମ ସ୍ୱାସ୍ଥ୍ୟ ଓ ନିରାମୟ ଜୀବନ କାମନା କରି ସଧବା ନାରୀମାନେ ଜ୍ୟେଷ୍ଠ ମାସ ଅମାବାସ୍ୟାରେ ସାବିତ୍ରୀ ବ୍ରତ ପାଳନ କରିଥାନ୍ତି। ଏହି ବ୍ରତରେ ନାରୀମାନେ!-->…
Read More...
Read More...
ଯୁବ ବିଜେଡି ପକ୍ଷରୁ ମେଗା ରକ୍ତଦାନ ଶିବିର ଉଦଘାଟିତ
ଭୁବନେଶ୍ବର,୧୦/୬- ମୁଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ "ଓଡ଼ିଶା- ମୋ ପରିବାର" ଜୀବନ ବିନ୍ଦୁ ଆନୁକୁଲ୍ୟରେ ବିଜୁ ଯୁବ ଜନତା ଦଳ ପକ୍ଷରୁ ବିଜେଡି ରାଜ୍ୟ କାର୍ଯ୍ୟାଳୟ ଠାରେ ସ୍ବେଛାକୃତ ମେଗା ରକ୍ତଦାନ ଶିବିର ଉଦଘାଟିତ ହୋଇଯାଇଛି।!-->…
Read More...
Read More...
ବଜ୍ରାଘାତରେ ୬ ଗୋରୁ ମୃତ
ବାଲିଗୁଡ଼ା,୧୦/୬- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମାରେ ବଜ୍ରାଘାତରେ ୬ ଗୋରୁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ଘଟଣା ପ୍ରକାରେ ଗତକାଲି ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବାଲିଗୁଡ଼ା ଅଞ୍ଚଳରେ ଘଡ଼ଘଡ଼ି ବିଜୁଳି!-->…
Read More...
Read More...
ଓଡିଶା-ଆନ୍ଧ୍ର ସୀମାନ୍ତ ଚେକିଂ ପଏଣ୍ଟରେ ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ
ରାୟଗଡ୧୦/୬: ରାୟଗଡ ଜିଲ୍ଲାପାଳ ସରୋଜ କୁମାର ମିଶ୍ର ଆନ୍ଧ୍ର ଓଡିଶା ସୀମାନ୍ତ କେରଡା ଚେକ ପଏଣ୍ଟ ଗସ୍ତ କରି ଯାଞ୍ଚ ପ୍ରକ୍ରିୟା ଅନୁଧ୍ୟାନ କରିଥିଲେ । ସେଠାରେ ନିୟୋଜିତ ପୋଲିସ କର୍ମଚାରୀ, ପରିବହନ କର୍ମଚାରୀ, ଶିକ୍ଷକ ଆଦିଙ୍କ ସହିତ ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଆଲୋଚନା କରିଥିଲେ ଓ!-->…
Read More...
Read More...
କେବେ ମିଳିବ ବିଧବା ଗରିବ ମହିଳାଙ୍କୁ ଆବାସଘର
ହରଭଙ୍ଗା,୯/୬- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଧଳପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ବେଲପଦର ଗ୍ରାମର ହରିଜନ ସାହିର ଚମ୍ପା ମହାନନ୍ଦିଆ ଏକ ଚାଳ ଛପର ଘରେ ଜରି ଟାଣି ରହୁଛନ୍ତି । ଚମ୍ପା ମହାନନ୍ଦିଆଙ୍କ ସ୍ୱାମୀଙ୍କ ମୃତ୍ୟୁ ପରେ ,ଚମ୍ପା ଏକୁଟିଆ ଏହି ଚାଳଛପର ଘରେ ରହୁଛନ୍ତି । ଆଗକୁ ବର୍ଷାଦିନ!-->…
Read More...
Read More...
ବିନା ସୂଚନାରେ ବାରମ୍ବାର ବିଦ୍ୟୁତ କାଟ ନେଇ ଡେ଼ପୁଟି କଲେକ୍ଟର ଓ ବିଦ୍ୟୁତ ବିଭାଗର କାର୍ଯ୍ୟ ନିର୍ବାହୀଯନ୍ତ୍ରୀଙ୍କୁ…
ଗଜପତି,୯/୬- ଗଜପତି ଜିଲ୍ଲାରେ ବିନା ସୂଚନାରେ ବାରମ୍ବାର ବିଦ୍ୟୁତକାଟକୁ ବିରୋଧ କରି ବିଜେପି ତରଫରୁ ବିଦ୍ୟୁତ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଓ ଡେ଼ପୁଟି କଲେକ୍ଟରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଜିଲ୍ଲାର ସଦରମହକୁମା ସହ ବିଭିନ୍ନ ବ୍ଳକରେ ବିନା ସୂଚନାରେ ବାରମ୍ବାର!-->…
Read More...
Read More...
ବଳଦ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ
ହରଭଙ୍ଗା,୯/୬ - ବୌଦ୍ଧଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଛତ୍ରଙ୍ଗ ଗ୍ରାମରେ ଏକ ବଳଦ ଆକ୍ରମଣରେ ଉକ୍ତ ଗ୍ରାମର ବାରିକ ବେହେରା ନାମକ ଜଣେ ୬୫ ବର୍ଷୀୟ ବୃଦ୍ଧ ଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି । ସୂଚନା ଅନୁଯାୟୀ ବାରିକ ବେହେରା ଆଜି ରାସ୍ତା ରେ ଯାଉଥିବା ବେଳେ ବିପରୀତ ଦିଗରୁ ଏକ ବଳଦ!-->…
Read More...
Read More...
ରାୟଗଡ ନଗରର ବିଭିନ୍ନ ସମସ୍ୟାକୁ ନେଇ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଦାବିପତ୍ର
ରାୟଗଡ,୯/୬: ଭାରତୀୟ ଜନତା ପାର୍ଟି ରାୟଗଡ ଜିଲ୍ଳା ଯୁବମୋର୍ଚ୍ଚା ସଭାପତି ଦେବାଶିଷ ପଣ୍ଡା ଆଜି ରାୟଗଡ ପୈାର ପରିଷଦର ବିଭିନ୍ନ ସମସ୍ୟା ଓ ପାରଦର୍ଶିତାକୁ ନେଇ ଏକ ଦାବିପତ୍ର ପୈାର ନିର୍ବାହୀ ଅଧିକାରୀ ୟାସିଦ ବିଲାଲ ଅହମ୍ମଦଙ୍କୁ ପ୍ରଦାନ କରିଛନ୍ତି । ବିଗତ କିଛିମାସ ହେବ ପୈାରସଂସ୍ଥାର!-->…
Read More...
Read More...
୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ, ୨୯.୪୧ କୋଟି ଟଙ୍କାର ବିଭିନ୍ନ…
ଭୁବନେଶ୍ୱର,୯/୬- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଛନ୍ତି । ଏହାସହିତ ବାଲେଶ୍ୱରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ୱାସ୍ଥ୍ୟ ସୁବିଧା!-->…
Read More...
Read More...