Browsing Category

ରାଜ୍ୟ

ସିଗାଡି ଗ୍ରାମରେ କରୋନା ସଚେତନତା କାର୍ଯ୍ୟକ୍ରମ

ବୌଦ୍ଧ,୯/୬ – ବୌଦ୍ଧଜିଲ୍ଲା କଣ୍ଟାମାଳ ବ୍ଲକ ବରଗୋଛା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସିଗାଡି ଗ୍ରାମରେ ଆଜି କରୋନାର ସଚେତନତା ବାର୍ତ୍ତା ବାଣ୍ଟିଛନ୍ତି ଅଙ୍ଗନବାଡି ଓ ଆଶା କର୍ମୀ । ଘର ଘର ବୁଲି ହାତରେ ମାଇକ ଧରି କରୋନା ସମୟରେ କେଉଁ ସତର୍କତା ଅବଲମ୍ବନ କରିବା କଥା ଲୋକଙ୍କୁ ବୁଝାଇ ସଚେତନ…
Read More...

ରାଜ୍ୟରେ ପୁଣି କରୋନା ନେଲା ୪୩ଜଣଙ୍କ ଜୀବନ

ଭୁବନେଶ୍ବର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍…
Read More...

ବୌଦ୍ଧ: ଆଜି ପୁଣି ୭୯ କରୋନା ପଜିଟିଭ ଚିହ୍ନଟ

ବୌଦ୍ଧ,୯/୬ - ଆଜି ପୁଣି ବୌଦ୍ଧ ଜିଲ୍ଲାରେ ୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିଆର ସିଂଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ଚିହ୍ନଟ ହୋଇଥିବା…
Read More...

ସାବିତ୍ରୀ ପାଇଁ ବଜାର ଭିଡ, ଫଳ ଦର ଆକାଶ ଛୁଆଁ

ବୌଦ୍ଧ,୯/୬ - ଆସନ୍ତାକାଲି ସାବିତ୍ରୀ ବ୍ରତ ପଡୁଥିବା ହେତୁ ଆଜି ଜିଲ୍ଲାର ବିଭିନ୍ନ ଦୈନିକ ବଜାରରେ ଅସମ୍ଭବ ଭିଡ ପରିଲକ୍ଷିତ ହୋଇଥିଲା । ବୌଦ୍ଧ ସହର ସମେତ ପୁରୁଣା କଟକ, ବାଉଁଶୁଣୀ, ମନମୁଣ୍ଡା ଓ କଣ୍ଟାମାଳ ଆଦି ବଜାରରେ ପୂଜା ସାମଗ୍ରୀ ଓ ଫଳ କିଣିବା ପାଇଁ ଲୋକେ ଧାଡି ଲଗାଇଥିବା ଦେଖିବାକୁ…
Read More...

ମେଲୋଡ଼ୀ କଳାକାର ମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଭୁବନେଶ୍ୱର : ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟ ଶୈଳୀରେ ଅନୁପ୍ରାଣୀତ ହେବା ସହ ଭୁବନେଶ୍ବର ମଧ୍ୟ ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନାଙ୍କ କାର୍ଯ୍ୟକୁ ଅନୁସରଣ କରି ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନୂଆପଲ୍ଲୀ ୱାର୍ଡ଼ ନଂ…
Read More...

କାର୍ ଦୁର୍ଘଟଣା, ଦୁଇ ମୃତ ଦୁଇ ଗୁରୁତର

ବୌଦ୍ଧ,୯/୬- ବୌଦ୍ଧଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟି ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ଘଟଣା ରୁ ପ୍ରକାଶ ଯେ ବ୍ରହ୍ମପୁର ରାଇପଡା ଅଞ୍ଚଳ ର 4 ଜଣ ଓଡ଼ି160910…
Read More...

କାର ଦୁର୍ଘଟଣାରେ ୨ମୃତ,୨ଗୁରୁତର

ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟି ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ ବ୍ରହ୍ମପୁର ରାଇପଡା ଅଞ୍ଚଳର ୪ ଜଣ ଓଡ଼ି ୧୬୦୯୧୦ ନମ୍ବର…
Read More...

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୬୦୧୯ କରୋନା ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ଗ୍ରାଫ୍‌ । ଗତ ୨୪ ଘଣ୍ଟା ମଧ୍ୟରେ ୬୦୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୧୧୨୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୯୭ଜଣ…
Read More...