Browsing Category

ରାଜ୍ୟ

ନୀଳଗିରି ହେଉଛି ଜନଶକ୍ତି ଓ ଲୋକତନ୍ତ୍ରର ସ୍ପନ୍ଦନ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର -ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରର ନୀଳଗିରି ଠାରେ ଏକତା ପଦଯାତ୍ରାର ଉଦଘାଟନ କରିଛନ୍ତି।ଏହି ଅବସରରେ ନୀଳଗିରି ଠାରୁ ମିତ୍ରପୁର
Read More...

ଆଦିବାସୀ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଧରତୀ ଆବା ବିର୍ସା ମୁଣ୍ଡା ଜୟନ୍ତୀ କମିଟି ପକ୍ଷରୁ ଆସନ୍ତା ୧୫ ତାରିଖରେ ସେକ୍ଟର - ୨ ସ୍ଥିତ ଦୁର୍ଗା ପୂଜା ପଡ଼ିଆରେ ସହିଦ ବୀର ବିର୍ସା ମୁଣ୍ଡା ଜୟନ୍ତୀ ଅବସରରେ ଅନୁଷ୍ଠିତ ହେବ ବିଶାଳ ଆଦିବାସୀ ସମ୍ମିଳନୀ । ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ମୁଖ୍ୟମନ୍ତ୍ରୀ
Read More...

19 ରୁ ତିନିଦିନ ବ୍ୟାପି ଶ୍ରୀମନ୍ଦିରରେ ହେବ ଦୀପାବଳୀ ନୀତି

ପୁରୀ- ଆସନ୍ତା 19 ତାରିଖରୁ ତିନିଦିନ ବ୍ୟାପି ଶ୍ରୀମନ୍ଦିରରେ ହେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ତେବେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ
Read More...

ଭିଜିଲାନ୍ସ ଜାଲରେ ସିନିୟର କ୍ଲର୍କ

ଭୁବନେଶ୍ୱର: ପେନସନ କାଗଜପତ୍ର ପ୍ରକ୍ରିୟାକରଣ ପାଇଁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା । ଧରାପଡ଼ିଲେ ସିନିୟର କ୍ଲର୍କ । ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କଠାରୁ ୨୦,୦୦୦ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଭବାନୀପାଟଣା RWS&S ଡିଭିଜନ ସିନିୟର କ୍ଲର୍କ  ଟି. ଭେଙ୍କଟଗିରି ରାଓ । ତାଙ୍କ ୩ଟି
Read More...

ଭୁବନେଶ୍ୱର ସାଂସଦଙ୍କୁ ମିଳିଲା ବଡ ପଦ

ନୂଆଦିଲ୍ଲୀ/ଭୁବନେଶ୍ବର, : ସଂସଦରେ ଆଗତ ସମ୍ବିଧାନ ଅଧିନିୟମ (ସଂଶୋଧନ)-୨୦୨୫, ଜମ୍ମୁ ଓ କାଶ୍ମୀର ପୁନର୍ଗଠନ (ସଂଶୋଧନ) ଅଧିନିୟମ-୨୦୨୫, ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ଶାସନ (ସଂଶୋଧନ) ଅଧିନିୟମ-୨୦୨୫ ସମ୍ପର୍କରେ ଅନୁଧ୍ୟାନ ପାଇଁ ଗଠିତ ସଂସଦୀୟ ଯୁଗ୍ମ କମିଟିର ଅଧ୍ୟକ୍ଷା ମନୋନୀତ
Read More...

ଡିସେମ୍ବର ୨ରୁ ବୌଦ୍ଧ ପୁସ୍ତକ ମେଳା ଓ କୃଷି ଯନ୍ତ୍ରପାତି ମେଳା

ବୌଦ୍ଧ,୧୨/୧୧ :- ବୌଦ୍ଧ ରେ ଜ଼ିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଡିସେମ୍ବର ମାସ 2 ତାରିଖ ରୁ ଡିସେମ୍ବର 6 ତାରିଖ ପର୍ଯ୍ୟନ୍ତ ଏବଂ ୨୦ତମ ପୁସ୍ତକ ମେଳା ଡିସେମ୍ବର 2 ତାରିଖ ରୁ ଡିସେମ୍ବର 7 ତାରିଖ ପର୍ଯ୍ୟନ୍ତ କଚେରୀ ପଡିଆ ଠାରେ ଅନୁଷ୍ଠିତ ହେବ l ଏହି ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ
Read More...

୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ଛୁଟି ତାଲିକା

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ପାକ୍ଷରୁ ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ଛୁଟି ତାଲିକା। ୨୦୨୬ରେ ୨୯ଟି ସରକାରୀ ଛୁଟି ରହିଛି । ଏଥିରୁ ୬ଟି ଛୁଟି ଦ୍ୱିତୀୟ ଶନିବାର ଓ ରବିବାରରେ ପଡ଼ୁଥିବାରୁ ଅଯଥାରେ ଚାଲିଯିବ। ସେହିପରି ନୂଆଖାଇ ପାଇଁ ଦୁଇ ଦିନ ଛୁଟି କରିଛନ୍ତି ସରକାର
Read More...

କଟକ ବାଲିଯାତ୍ରା ନେଇ ଆସିଲା ବଡ ଖବର

କଟକ: ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ବାଲିଯାତ୍ରା ଆଜି ଅର୍ଥାତ୍‌ ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି(ଗୁରୁବାର) ୧୩ ତାରିଖରେ ଉଦ୍‌ଯାପିତ ହେବ। ବାଲିଯାତ୍ରା ପ୍ରତି
Read More...

ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ବ୍ରହ୍ମପୁର ଏସ୍‌ପି

କଟକ: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବିବାଦୀୟ ମନ୍ତବ୍ୟ ଦେଇଥିବା ବ୍ରହ୍ମପୁର ଏସ୍‌ପି ଶ୍ରବଣ ବିବେକ ଏମ୍‌ ହାଇକୋର୍ଟରେ ମଙ୍ଗଳବାର ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। କ୍ଷମା ପ୍ରାର୍ଥନାକ ହାଇକୋର୍ଟ ଗ୍ରହଣ କରିଛନ୍ତି। ଏଥିସହ ତାଙ୍କ ବିରୋଧରେ ମାମଲା ନ ଚଲାଇବାକୁ
Read More...

ରାଗିଗଲେ ଡ୍ରିମ୍‌ ଗାର୍ଲ ହେମା ମାଳିନୀ, କହିଲେ ଏମିତି

ବଲିଉଡର ବର୍ଷୀୟାନ ଅଭିନେତା ଧର୍ମେନ୍ଦ୍ରଙ୍କ ମୃତ୍ୟୁର ଗୁଜବ ସୋସିଆଲ ମିଡ଼ିଆରେ ଦ୍ରୁତ ଗତିରେ ଭାଇରାଲ ହେବା ପରେ ରାଗି ଗଲେ ଡ୍ରିମ୍‌ ଗାର୍ଲ ହେମା ମାଳିନୀ । ସେ କହିଛନ୍ତି ଯେ ଯାହା ଘଟୁଛି ତାହା ଭୁଲ । ମିଥ୍ୟା ଖବର ପ୍ରସାରଣ ବନ୍ଦ କରନ୍ତୁ । ସେ ସୁସ୍ଥ ହେଉଛନ୍ତି । ତାଙ୍କ ସଦ୍ୟତମ
Read More...