Browsing Category

ରାଜ୍ୟ

ବିଜେଡିରେ ସାମିଲ ହେଲେ ସୁଜାତା

ଭୁବନେଶ୍ବର- ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗ ଦେଲେ ସାମିଲ। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ବିଜେଡିରେ ମିଶିଛନ୍ତି। ଏହି ସୂଚନା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରେସମିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି
Read More...

ସ୍କୁଲରେ ପାଠ ପଢାଇଲେ ଜିଲ୍ଲାପାଳ, ଶିକ୍ଷାର ମାନବୃଦ୍ଧି ଉପରେ ଦେଲେ ଗୁରୁତ୍ୱ

ଝାରସୁଗୁଡ଼ା: ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ୱାନ ଆଜି ସମାସିଂହା ସ୍ଥିତ କେ.ଜି ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ବିଦ୍ୟାଳୟର ଶିକ୍ଷାଦାନ ଓ ସାମଗ୍ରିକ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ପରିଦର୍ଶନ ସମୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରାଧାକାନ୍ତ ଗଡ଼ତିଆ ଏବଂ ବ୍ଲକ
Read More...

ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ସରକାରୀ ଅଧିକାରୀ

ଭୁବନେଶ୍ୱର : ଆଉ ସପ୍ତାହେ ପରେ ନେଇ ଥା’ନ୍ତେ ଅବସର। କିନ୍ତୁ ମାଡି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ସରକାରୀ ଅଧିକାରୀ। ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ି ଗିରଫ ହୋଇଛନ୍ତି।
Read More...

ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ, ଜାଣନ୍ତୁ କେବେ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୯ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଭାରତର ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ଭୁବନେଶ୍ୱରରେ ଅନୁଷ୍ଠିତ ଓୟୁଏଟି କାର୍ଯ୍ୟକ୍ରମରେ ସାମିଲ ହେବେ । ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ ଯୋଗଦେବାର
Read More...

ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ସମ୍ବଲପୁର ସିଏଡିଏ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍। ଏହି ରେଡ୍‌ରେ ୪ ଜଣ ଡିଏସପି, ୧୩ ଜଣ ଇନ୍ସପେକ୍ଟର ଓ ୭ ଜଣ ଏଏସଆଇ ସାମିଲ ଅଛନ୍ତି। କଟକ, ବାଲେଶ୍ଵର, ସମ୍ବଲପୁର,
Read More...

ପାଖେଇ ଆସୁଛି ରଥଯାତ୍ରା ; ଆରମ୍ଭ ହେଲା ତିନିରଥର ଦୁଆର ବେଢ଼ା ନିର୍ମାଣ କାର୍ଯ୍ୟ

ପୁରୀ- ତିନିରଥର ଦୁଆର ବେଢ଼ା ପ୍ରସ୍ତୁତ ପାଇଁ ମୁଖ୍ୟ ମହାରଣାଙ୍କ ଉପସ୍ଥିତିରେ ସାଥି ମହାରଣା ଏବଂ ଭୋଇ ସେବକଙ୍କ ସହଯୋଗରେ ତିନିରଥର ୧୨ ଗୋଟି ଦୁଆର ବେଢ଼ା ମଧ୍ୟରୁ ତିନିରଥର ଦୁଇଟି ଲେଖାଏଁ ଦୁଆର ବେଢ଼ା ଶେଷ ହୋଇଛି।ଶେଷ ପର୍ଯ୍ୟାୟରେ ତିନିରଥର ବେଦୀ ଚାରି ପାର୍ଶ୍ୱ ର ପଟାବାଡ଼ିଆ କାର୍ଯ୍ୟ।
Read More...

ବିଜେଡିର ଆବେଦନକୁ ଖାରଜ କଲେ ବିଧାନସଭା ବାଚସ୍ପତି

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଅଭିଯୋଗକୁ ନେଇ ବିଜୁ ଜନତା ଦଳ ପକ୍ଷରୁ ଦାଖଲ କରାଯାଇଥିବା ଅଯୋଗ୍ୟତା ଆବେଦନକୁ ଖାରଜ କରାଯାଇଛି। ଆବେଦନକୁ ଖାରଜ କରାଛନ୍ତି ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ।ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନ ସମୟରେ କ୍ରସ୍‌
Read More...

ପାହାଡପୁରରେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର : ମୟୁରଭଞ୍ଜ ପାହାଡପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପାହାଡପୁର ହେଲିପାଡରେ ଓହ୍ଲାଇଲେ ପ୍ରଧାନମନ୍ତ୍ରୀ। ଏମଆଇ-୧୭ ହେଲିକପ୍ଟର ଯୋଗେ ପାହାଡପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ
Read More...

ଆଧ୍ୟାତ୍ମିକତା ଓ ଲୋକ ସଂସ୍କୃତିର ବିରଳ ସମାହାର ‘ଶୀତଳ ଷଷ୍ଠୀ’- ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର/ସମ୍ବଲପୁର: ଓଡ଼ିଶାର ଗୌରବମୟ ସାଂସ୍କୃତିକ ତଥା ଆଧ୍ୟାତ୍ମିକ ପର୍ବ ‘ପବିତ୍ର ଶୀତଳ ଷଷ୍ଠୀ’ ଅବସରରେ ସମଗ୍ର ଓଡ଼ିଶାବାସୀ, ବିଶେଷ କରି ସମ୍ବଲପୁରର ଗୁରୁଜନ, ମା’, ଭଉଣୀ ଓ ଭାଇମାନଙ୍କୁ ଏକ ଭିଡିଓ ବାର୍ତ୍ତା ଯୋଗେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା
Read More...

ବୌଦ୍ଧ ଜିଲ୍ଲାରେ ଜୁନ ୨୦ ପର୍ଯ୍ୟନ୍ତ ବଢିଲା ସ୍କୁଲ ଛୁଟି

ବୌଦ୍ଧ: ଜିଲ୍ଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଅବ୍ୟାହତ ରହିଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର, ବିଦ୍ୟାଳୟ, ମହାବିଦ୍ୟାଳୟ, ବୈଷୟିକ ଓ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକୁ ଆସନ୍ତା ୨୦ ଜୁନ ୨୦୨୬
Read More...