Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବୌଦ୍ଧ ରଥଯାତ୍ରା ପ୍ରସ୍ତୁତି ବୈଠକ
ବୌଦ୍ଧ,୧୦ା୬ : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହଠାରେ ଆଗାମୀ ରଥଯାତ୍ରାକୁ ମହାସମାରୋହରେ ପାଳନ କରିବାପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଜେ.ସୋନାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା ସମସ୍ତଙ୍କୁ ସ୍ୱାଗତ!-->…
Read More...
Read More...
ଭୋଳନାଥ ବିଦ୍ୟାପୀଠ ବନ୍ଧୁ ମିଳନ
ପୁରୀ:ଭୋଲାନାଥ ବିଦ୍ୟାପୀଠ ୧୯୮୮ବ୍ୟାଚ ମାଟ୍ରିକ ଛାତ୍ର ଛାତ୍ରୀଙ୍କ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ସିଦ୍ଧ ମହାବୀର ମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ ହୋଇଯାଇଛି । ରବିବାର ଆୟୋଜିତ ଏହି ବନ୍ଧୁମିଳନ ଉତ୍ସବରେ ବିଦ୍ୟାଳୟ ର ୧୯୮୮ ମସିହା ବ୍ୟାଚର ଛାତ୍ର ଛାତ୍ରୀ ଯୋଗଦାନ କରି ପରସ୍ପର ମଧ୍ୟରେ!-->…
Read More...
Read More...
ତପସ୍ୱିନୀ ପରିବାର ତରଫରୁ ପ୍ରାକୃତିକ ଚିକିତ୍ସା ଶିବିର
ବୌଦ୍ଧ,୭/୬:- ଆଜି ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ତପସ୍ୱିନୀ ପରିବାର ତରଫରୁ ପ୍ରାକୃତିକ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଂଘ ଚାଳକ ସୂର୍ଯ୍ୟକାନ୍ତ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୁଖ୍ୟଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକସଂପର୍କ!-->…
Read More...
Read More...
ବାଇକ ଦୁର୍ଘଟଣାରେ କିରାଣୀଙ୍କ ମୃତ୍ୟୁ
ନୟାଗଡ ଟାଉନ,୭/୬: ଆଜି ଏକ ବାଇକ ଦୁର୍ଘଟଣାରେ ନୟାଗଡ ବ୍ରଜେନ୍ଦ୍ର ହାଇସ୍କୁଲର କାର୍ଯ୍ୟରତ କିରାଣୀ ଦିବାକର ତ୍ରିପାଠୀ(୪୬)ଙ୍କ ମୃତ୍ୟୁ ଘଟିଛି । ଆଜି ପୂର୍ବାହ୍ନରେ ଭୁବନେଶ୍ୱର ବୋର୍ଡ଼ ଅଫିସକୁ ଅନ୍ୟ ଜଣେ କର୍ମଚାରୀଙ୍କ ସହିତ ବିଦ୍ୟାଳୟ କାର୍ଯ୍ୟରେ ନିଜ ବାଇକରେ ଯାଉଥିବା ବେଳେ ଖୋର୍ଦ୍ଧା!-->…
Read More...
Read More...
ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ ;ଚାଳକ ମୃତ,ଦୁଇ ଆରୋହୀ ଗୁରୁତ
ବାଲିଗୁଡ଼ା: ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ । ଚାଳକ ମୃତ,ଦୁଇ ଆରୋହୀ ଗୁରୁତର ।କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡା ନିକଟରେ ଘଟିଛି ଏଭଳି ଘଟଣା । ସୂଚନା ପ୍ରକାରେ ବାଟାଗୁଡ଼ା ପଞ୍ଚାୟତର ଡ଼ାବୁଲକିଆ ଗ୍ରାମରୁ ତିନି ଜଣ ଯୁବକ ବାଟାଗୁଡ଼ା ଗ୍ରାମକୁ!-->…
Read More...
Read More...
ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ, ଜଣେ ଗିରଫ
ନୂଆପଡ଼ା : ନୂଆପଡ଼ା ଜିଲ୍ଲା ସିନାପାଲି ବନବିଭାଗ ପକ୍ଷରୁ ମାଖାପଦର ପଞ୍ଚାୟତ ଅନ୍ତର୍ଗତ କୋପିଆ ଠାରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ କରିବା ସହ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି । ଗିରଫ ବ୍ୟକ୍ତି ଜଣକ କୋପିଆ ନିବାସୀ ବିରେନ୍ଦ୍ର ମେହେର(୩୭) ବୋଲି!-->…
Read More...
Read More...
ଜିଲ୍ଲାପାଳ ଏବଂ ଏସପିଙ୍କ ସୂଚନା, ୮ ଟି ହଲରେ ହେବ ଭୋଟ୍ ଗଣିତ
ନୟାଗଡ଼: ନୟାଗଡ଼ ଜିଲ୍ଲା ଭୋଟ ଗଣତି ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମଙ୍ଗଳବାର ଦିନ ଭୋଟ ଗଣତି ପାଇଁ ହୋଇଥିବା ସମ୍ପର୍କରେ ଜିଲ୍ଲାପାଳ ସ୍ୱଧାଦେବ ସିଂ ଓ ଏସପି ରାହୁଲ ଜୈନ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି । ନୟାଗଡ଼ ଜିଲ୍ଲାରେ ୪ ଟି ନିର୍ବାଚନ ମଣ୍ଡଳୀ ଏଥିମଧ୍ୟରୁ!-->…
Read More...
Read More...
ଆସନ୍ତାକାଲି ଭୋଟ ଗଣତି, ଜିଲ୍ଲା ଓ ପୋଲିସ ପ୍ରଶାସନର ବ୍ୟାପକ ପ୍ରସ୍ତୁତି
ପୁରୀ : ଆସନ୍ତା କାଲି ଭୋଟ ଗଣତି ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନର ବ୍ୟାପକ ପ୍ରସ୍ତୁତି ହୋଇଛି । ସହରର ଦୁଇଟି ସ୍ଥାନ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ପୁରୀ ଓ ସତ୍ୟବାଦୀ ଏବଂ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସରସରେ ବ୍ରହ୍ମଗିରି, ନିମାପଡା,କାକଟପୁର ଓ ପିପିଲି ନିର୍ବାଚନ!-->…
Read More...
Read More...
ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ତଦନ୍ତ ଆରମ୍ଭ କରିଛି ପୋଲିସ
ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ତଦନ୍ତ ଆରମ୍ଭ କରିଛି ପୋଲିସ । କୁମ୍ଭାରପଡା ଥାନା ପୋଲିସ ଦୁଇଜଣ ବାଣ ବ୍ୟବସାୟୀଙ୍କୁ ଅଟକ ରଖି ପଚରାଉଚୁରା କରୁଛି । ଭଉଁରୀ ଉତ୍ସବ ଦିନ ବାଣ ବିସ୍ଫୋରଣ ହୋଇ ଏଯାବତ୍ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ୱର ଓ କଟକରେ!-->…
Read More...
Read More...
ଭୋଟ୍ ଗଣତି ପୂର୍ବରୁ ପୋଲିସ୍, ବିଏସଏଫ ଓ ଆଇଆରବି ପକ୍ଷରୁ ଫ୍ଲାଗ୍ ମାର୍ଚ୍ଚ
ବୌଦ୍ଧ,୩/୬:- ବୌଦ୍ଧ ପୋଲିସ, ବିଏସଏଫ ଓ ଆଇଆରବି ପକ୍ଷରୁ ବୌଦ୍ଧ ସହରର ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ଫ୍ଲାଗ୍ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି । ଆସନ୍ତାକାଲି ଭୋଟ୍ ଗଣତି ହେବାକୁ ଥିବାବେଳେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଜନସାଧାରଣଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ଓ ପୋଲିସର!-->…
Read More...
Read More...