Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରାଜ୍ୟରେ ସ୍ଥିତି ଅଣାୟତ, ଦିନକରେ ୩୬୬୪ ପଜିଟିଭ ଚିହ୍ନଟ, ୨ ମୃତ
ଭୁବନେଶ୍ୱର : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା!-->…
Read More...
Read More...
ବାଲିଗୁଡ଼ାରେ ଆରମ୍ଭ ହେଲା ନାଇଟ୍ କର୍ଫ୍ୟୁ, ସଂକ୍ରମଣ ରୋକିବାକୁ ପ୍ରଶାସନର ତତ୍ପରତା
ବାଲିଗୁଡ଼ା,୧୮/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସିର ପାତ୍ର ସାହି ଓ ଟ୍ରେଜେରୀ କଲୋନୀରୁ ପଜିଟିଭ୍ ଚିହ୍ନଟ ପରେ ସଂପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ପ୍ରଶାସନ । ଏଥିସହିତ ସହରରେ ମାସ୍କ ଚେକିଂ ଓ ସାମାଜିକ ଦୂରତାକୁ କଡ଼ାକଡ଼ି କରାଯାଇଥିବା ସହ ଅମାନିଆଙ୍କ ନିକଟରୁ!-->…
Read More...
Read More...
ମର୍ମନ୍ତୁଦ ବାଇକ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର
ଦାରିଙ୍ଗବାଡ଼ି୧୮/୪: ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ୫୯ନମ୍ବର ଜାତୀୟ ରାଜପଥର ଡବେରୀ ବୁଲାଣିରେ ଆଜି ସକାଳ ସାଢେ୭ଟା ସମୟରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଥିଲା । ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨ ଜଣ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡ଼ିଛି । ମୃତକ ଜଣକ!-->…
Read More...
Read More...
ବୌଦ୍ଧ: ଆଜି ପୁଣି ୬ କରୋନା ପଜିଟିଭ ଚିହ୍ନଟ, ସଂଖ୍ୟାହେଲା୨୮୭୪
ବୌଦ୍ଧ,୧୮/୪ - ଆଜି ବୌଦ୍ଧଜିଲ୍ଲାରେ ପୁଣି ନୂତନ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜିର ନୂତନ ୬ କରୋନା ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୪ ରେ ପହଞ୍ଚିଛି ।!-->…
Read More...
Read More...
ବେଦାନ୍ତ ସ୍ଥାୟୀ ଜୀବିକା ନିର୍ବାହ ପାଇଁ ପାରଂପାରିକ ‘ଢୋକ୍ରା’ କଳାକୃତିକୁ ପୁର୍ନଜୀବିତ କରୁଛି
ଭୁବନେଶ୍ୱର : ଭାରତର ଅଗ୍ରଣୀ ଆଲୁମିନିୟମ ଓ ମୂଲ୍ୟଯୁକ୍ତ ଉତ୍ପାଦ ନିର୍ମାତା ବେଦାନ୍ତ ଆଲୁମିନିୟମ ପାରଂପାରିକ ଢୋକ୍ରା, ମୁରାଲ ଓ ଆଦିବାସୀ ଚିତ୍ରକଳାକୁ ପ୍ରୋତ୍ସାହିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିଛି । ୧୫ ଏପ୍ରିଲ ୨୦୨୧ ବିଶ୍ୱ ସ୍ôାସ୍ଥ୍ୟ ଦିବସ ଅବସରରେ ଓଡ଼ିଶାର ଲାଞ୍ଜିଗଡ଼ରେ!-->…
Read More...
Read More...
ଉତ୍କଳ-ଇ କୋଇଲା ବ୍ଲକ୍ ପାଇଁ ନାଲକୋ ପାଇଲା ଖଣି ଲିଜ୍
ଭୁବନେଶ୍ୱର,16.04.2021 : ଦେଶର ପ୍ରମୁଖ ଆଲୁମିନା ଏବଂ ଆଲୁମିନିୟମ୍ ଉତ୍ପାଦନ ଓ ରପ୍ତାନିକାରୀ ନବରତ୍ନ ଉଦ୍ୟୋଗ ନାଲକୋକୁ ଓଡିଶା ସରକାର ଉତ୍କଳ-ଇ କୋଇଲା ଖଣି ପାଇଁ ଖଣି ଲିଜ୍ ମଞ୍ଜୁର କରିଛନ୍ତି । ଏହି ସଂକ୍ରାନ୍ତରେ ଇସ୍ପାତ ଏବଂ ଖଣି ମନ୍ତ୍ରାଳୟ ଦ୍ୱାରା ଏପ୍ରିଲ 12 ତାରିଖରେ ଏକ!-->…
Read More...
Read More...
ଭାରତୀୟ ଷ୍ଟେଟ ଵ୍ୟାଙ୍କ ଦ୍ୱାରା ଅନୁଗୋଳ ପୋଲିସକୁ ପେଟ୍ରୋଲିଙ୍ଗ ଭ୍ୟାନ ପ୍ରଦାନ
ଅନୁଗୋଳ : ଦେଶ ର ଅଗ୍ରଣୀ ବ୍ୟାଙ୍କ ଭାବେ ଜଣା ଶୁଣା ଭାରତୀୟ ଷ୍ଟେଟ ଵ୍ୟାଙ୍କ ଦ୍ୱାରା ଆଜି ଏକ ନିରାଡ଼ମ୍ବର ଉତ୍ସବ ରେ ସାମାଜିକ ଦା୍ୱିତ୍ୱବୋଧତା ର ନିଦର୍ଶନ ସ୍ୱରୂପ ଅନୁଗୋଳ ଜିଲ୍ଲା ପୋଲିସ କୁ ଏକ ପେଟ୍ରୋଲିଙ୍ଗ ଗାଡି ପ୍ରଦାନ କରାଯାଇଛି |
ଏହି କାର୍ଯ୍ୟକ୍ରମ ଟି ରେ ଭୁବନେଶ୍ୱର!-->!-->!-->…
Read More...
Read More...
ଗୁଣ୍ଡୁରିସାହିରୁ ୩ ଅହିରାଜ ଉଦ୍ଧାର
ହରଭଙ୍ଗା ୧୭/୪- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଛତ୍ରଙ୍ଗ ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡୁରିସାହି ଗ୍ରାମରୁ ୩ ଅହିରାଜ ସାପ ଉଦ୍ଧାର କରାଯାଇ ପଦ୍ମତୋଳା ଅଭୟାରଣ୍ୟରେ ଛଡା ଯାଇଛି । ସୂଚନା ମତେ ଆଜି ସକାଳ ପ୍ରାୟ ୭ ଘଟିକା ସମୟରେ ଦୁଇଟି ଅହିରାଜ ସାପ ଗୁଣ୍ଡୁରିସାହି ଗାଁ ମୁଣ୍ଡରେ ବାହାରି କ୍ରୀଡା!-->…
Read More...
Read More...
ବିଜୁ ଶ୍ରାଦ୍ଧ ଅବସରରେ ବିଜେଡି ପକ୍ଷରୁ ରକ୍ତଦାନ ଶିବିର
ବୌଦ୍ଧ,୧୭/୪ - ମହାନ୍ ଜନନାୟକ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ଅବସରରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ମନମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି | କଣ୍ଟାମାଳ ବିଧାୟକ ମହୀଧର ରଣାଙ୍କ ଉଦ୍ୟମରେ ରକ୍ତଦାନ ଶିବିର!-->…
Read More...
Read More...
କରୋନା ସଂକ୍ରମଣ ରୋକିବାକୁ ପ୍ରଶାସନର ତତ୍ପରତା:କୋଭିଡ୍ ନିୟମ ଉଲଘଂନ ଅଭିଯୋଗରେ ଦୁଇଟି ଦୋକାନ ସିଲ୍
ବାଲିଗୁଡ଼ା,୧୭/୪:କରୋନା ଦ୍ୱିତୀୟ ଲହରୀରେ ସାରା ଦେଶରେ ହୁ ହୁ ହୋଇ ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି । ସଂକ୍ରମଣ ରୋକିବାକୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ପଦକ୍ଷେପ ନେବାସହ ସବୁ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ!-->…
Read More...
Read More...