Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜିଲ୍ଲାପାଳ ଏବଂ ଏସପିଙ୍କ ସୂଚନା, ୮ ଟି ହଲରେ ହେବ ଭୋଟ୍ ଗଣିତ
ନୟାଗଡ଼: ନୟାଗଡ଼ ଜିଲ୍ଲା ଭୋଟ ଗଣତି ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମଙ୍ଗଳବାର ଦିନ ଭୋଟ ଗଣତି ପାଇଁ ହୋଇଥିବା ସମ୍ପର୍କରେ ଜିଲ୍ଲାପାଳ ସ୍ୱଧାଦେବ ସିଂ ଓ ଏସପି ରାହୁଲ ଜୈନ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି । ନୟାଗଡ଼ ଜିଲ୍ଲାରେ ୪ ଟି ନିର୍ବାଚନ ମଣ୍ଡଳୀ ଏଥିମଧ୍ୟରୁ!-->…
Read More...
Read More...
ଆସନ୍ତାକାଲି ଭୋଟ ଗଣତି, ଜିଲ୍ଲା ଓ ପୋଲିସ ପ୍ରଶାସନର ବ୍ୟାପକ ପ୍ରସ୍ତୁତି
ପୁରୀ : ଆସନ୍ତା କାଲି ଭୋଟ ଗଣତି ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନର ବ୍ୟାପକ ପ୍ରସ୍ତୁତି ହୋଇଛି । ସହରର ଦୁଇଟି ସ୍ଥାନ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ପୁରୀ ଓ ସତ୍ୟବାଦୀ ଏବଂ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସରସରେ ବ୍ରହ୍ମଗିରି, ନିମାପଡା,କାକଟପୁର ଓ ପିପିଲି ନିର୍ବାଚନ!-->…
Read More...
Read More...
ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ତଦନ୍ତ ଆରମ୍ଭ କରିଛି ପୋଲିସ
ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ତଦନ୍ତ ଆରମ୍ଭ କରିଛି ପୋଲିସ । କୁମ୍ଭାରପଡା ଥାନା ପୋଲିସ ଦୁଇଜଣ ବାଣ ବ୍ୟବସାୟୀଙ୍କୁ ଅଟକ ରଖି ପଚରାଉଚୁରା କରୁଛି । ଭଉଁରୀ ଉତ୍ସବ ଦିନ ବାଣ ବିସ୍ଫୋରଣ ହୋଇ ଏଯାବତ୍ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ୱର ଓ କଟକରେ!-->…
Read More...
Read More...
ଭୋଟ୍ ଗଣତି ପୂର୍ବରୁ ପୋଲିସ୍, ବିଏସଏଫ ଓ ଆଇଆରବି ପକ୍ଷରୁ ଫ୍ଲାଗ୍ ମାର୍ଚ୍ଚ
ବୌଦ୍ଧ,୩/୬:- ବୌଦ୍ଧ ପୋଲିସ, ବିଏସଏଫ ଓ ଆଇଆରବି ପକ୍ଷରୁ ବୌଦ୍ଧ ସହରର ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ଫ୍ଲାଗ୍ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି । ଆସନ୍ତାକାଲି ଭୋଟ୍ ଗଣତି ହେବାକୁ ଥିବାବେଳେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଜନସାଧାରଣଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ଓ ପୋଲିସର!-->…
Read More...
Read More...
ଭୋଟ ଗଣତି ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା
ଚମ୍ପୁଆ,୩ା୬:- ଚଳିତ ୨୦୨୪ ସାଧାରଣ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି । ପ୍ରାର୍ଥୀ ମାନଙ୍କର ଭାଗ୍ୟ ବର୍ତ୍ତମାନ ଇଭିଏମ ଭିତରେ ସିଲ୍ ହୋଇ ରହିଥିବାବେଳେ ଆସନ୍ତାକାଲି ଭୋଟ ଗଣତି କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା ହୋଇଛି । ଚମ୍ପୁଆ ଓ ପାଟଣା ନିର୍ବାଚନ ମଣ୍ଡଳୀର ଭୋଟ!-->…
Read More...
Read More...
ବାଣ ବିସ୍ଫୋରଣ ଘଟଣା, ଅପରିଚିତଙ୍କ ଠିକଣା ପାଇଁ ସହଯୋଗ ଜରୁରୀ
ପୁରୀ : ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀ ବାଣ ଦୁର୍ଘଟଣାରେ ଆହତ ହୋଇ କଟକ ବଡ ଡାକ୍ତରଖାନା ବା ଏସସିବି ରେ ଚିକିତ୍ସାଧିନ ଜନୈକ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ବ୍ୟକ୍ତିଙ୍କ ନାମ ଦିବ୍ୟ ରଞ୍ଜନ ସାହୁ, ପିତାଙ୍କ ନାମ ଦୁଷ୍ମନ୍ତ ସାହୁ ଏବଂ ଠିକଣା ପୁରୀ ବୋଲି ଡାକ୍ତରଖାନାରେ ଉଲ୍ଲେଖ!-->…
Read More...
Read More...
ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ
ପୁରୀ: ତିନି ରଥର ମୋଟ ୪୨ ଗୋଟି ଚକ ମଧ୍ୟରୁ ଆଜି ସୁଦ୍ଧା ମୋଟ ୩୧ ଗୋଟି ଚକ ନିର୍ମାଣ ସହ ତିନି ରଥର ମୂହାଣ୍ଟ, ନିରାଡ଼ି, ଖମ୍ବ, ଓରା ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତାଳଧ୍ୱଜ ରଥର ମୋଟ ୧୪ ଚକ ମଧ୍ୟରୁ ୧୦ ଗୋଟି ଚକ ନିର୍ମାଣ ଶେଷ ହୋଇଛି । ୧୧ତମ ଚକରେ ସଂଯୁକ୍ତ ପଇ ସାମାନ୍ୟ ଚଡକି!-->…
Read More...
Read More...
ଆତ୍ମସମର୍ପଣ କଲେ କେଜ୍ରିୱାଲ
ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନ ଶେଷ ହେବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତିହାର ଜେଲରେ ଆତ୍ମସମର୍ପଣ କରିଛନ୍ତି। ନିର୍ବାଚନ ପ୍ରଚାରର ୨୧ ଦିନ ପାଇଁ ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ।!-->…
Read More...
Read More...
ଭୋଟ୍ ଗଣନା ପ୍ରସ୍ତୁତି ନେଇ ସୂଚନା ଦେଲା ପ୍ରଶାସନ
ବୌଦ୍ଧ,୨/୬:- ଆଜି ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆସନ୍ତା ୪ ତାରିଖ ଦିନ ହେବାକୁ ଥିବା ଭୋଟ ଗଣତି ପାଇଁଁ ପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ, ପ୍ରେସ କ୍ଲବ ଓ ଜିଲ୍ଲା ସାମ୍ବାଦିକ ସଂଘର କର୍ମକର୍ତ୍ତା ମାନଙ୍କୁ ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।!-->…
Read More...
Read More...
ସଂରକ୍ଷିତ ଜଙ୍ଗଲରୁ ଦୁଇ ଶିକାରୀ ଗିରଫ ; ବନ୍ଧୁକ,ଗୁଳି,ବାରୁଦ ଜବତ
ବାଲିଗୁଡ଼ା: ଶିକାର କରୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ଘଟଣାସ୍ଥଳରୁ ଗୋଟିଏ ଦେଶୀ ବନ୍ଧୁକ ସମେତ ୧୦ଟି ଅଫୁଟା ଗୁଳି,୧୨୦ ଗ୍ରାମ୍ ବାରୁଦ, ଦୁଇଟି ଦିଆସିଲି,ଦୁଇଟି ଟର୍ଚ୍ଚ ଲାଇଟ୍ ଓ ଦୁଇଟି ମୋବାଇଲ୍ ଫୋନ୍ ଜବତ କରିବା ସହ ଦୁଇ ଜଣ ଶିକାରୀଙ୍କୁ ଗରିଫ କରି କୋର୍ଟ ଚାଲାଣ କରିଛି ବନ!-->…
Read More...
Read More...