Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜିଲ୍ଲାସ୍ତରୀୟ “ବିକାଶର ଧାରା ଓଡ଼ିଶା ସାରା ସମାରୋହ;
ଦ୍ୱିତୀୟ ଦିବସରେ ଜୈବିକ କୃଷି କର୍ମଶାଳା
ବୌଦ୍ଧ,୨୭/୬:ବୌଦ୍ଧ ଜିଲ୍ଲାସ୍ତରୀୟ “ବିକାଶର ଧାରା ଓଡ଼ିଶା ସାରା–୨୦୨୬” କାର୍ଯ୍ୟକ୍ରମର ଆଜି ଦ୍ୱିତୀୟ ଦିବସ ଅବସରରେ ସ୍ଥାନୀୟ ଟାଉନ ହଲ୍ଠାରେ ଜିଲ୍ଲାପାଳ ବିଭୁତିି ଭୂଷଣ ନାୟକଙ୍କ ସଭାପତିତ୍ୱରେ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ!-->…
Read More...
Read More...
ରଥ ନିର୍ମାଣରେ ମହାପ୍ରଭୁଙ୍କ ଚିତ୍ରକର ସେବକ ,ତିନି ରଥକୁ ଦିଅନ୍ତି ଜୀବନ୍ତ ରୂପ
ପୁରୀ- ମହାପ୍ରଭୁ ଙ୍କ ରଥଯାତ୍ରା ନିମନ୍ତେ ତିନି ରଥର ନିର୍ମାଣକାର୍ଯ୍ୟ ଆଗେଇ ଚାଲିଛି। ରଥ କୁ ଆକର୍ଷଣୀୟ କରିବାରେ ଲାଗି ପଡିଛନ୍ତି ଚିତ୍ରକର ସେବକ ମାନେ। ଚିତ୍ରକର ସେବକ ମାନେ ତିନି ରଥର ନାଟଗୋଡ ଖୋଦେଇ ରଙ୍ଗ କାର୍ଯ୍ୟ ସହ ରଥର ପାର୍ଶ୍ଵ ଦେବଦେବୀ ମୂର୍ତ୍ତୀ, ହଂସ ପଟା, କନ୍ୟାପଟା, ଶିଖର!-->…
Read More...
Read More...
ଲାଞ୍ଚ ନେଉଥିଲେ, ବାନ୍ଧିଲା ଭିଜିଲାନ୍ସ
ଜୟପୁର :ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାରେ ଦୁର୍ନୀତି କରି ଆଜି ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ସରକାରୀ କର୍ମଚାରୀ। ନବରଙ୍ଗପୁର ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ (CDVO) ଅଧୀନରେ ଥିବା ରାଇଘରର ପ୍ରାଣୀଧନ ନିରୀକ୍ଷକ (LI) ପ୍ରଫୁଲ୍ଲ ହାଲଦାରଙ୍କୁ ଆଜି!-->…
Read More...
Read More...
ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି
ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ ଓଡ଼ିଆ ଯୁବତୀ। ମୃତ ଯୁବତୀ ପିଟାନାଳୀ ଗ୍ରାମର ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ଝିଅଙ୍କୁ ହରାଇ!-->…
Read More...
Read More...
ପଶ୍ଚିମବଙ୍ଗରେ ଲାଗୁ ହେବ ୟୁସିସି !
କୋଲକାତା: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ରାଜ୍ୟରେ ୟୁସିସି ଲାଗୁ କରିବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆସନ୍ତା ସୋମବାର ଅର୍ଥାତ୍ ଜୁନ୍ ୨୯, ୨୦୨୬ରେ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ପଶ୍ଚିମବଙ୍ଗ ବିଧାନସଭାରେ ସମାନ!-->…
Read More...
Read More...
ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଗଠନ ଗଲେ ବାଚସ୍ପତି, ଜାଣନ୍ତୁ କେଉଁ ନେତାଙ୍କୁ ମିଳିଲା ସ୍ଥାନ
ଭୁବନେଶ୍ୱର ଓଡ଼ିଶା ବିଧାନସଭାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବିଭିନ୍ନ ସ୍ଥାୟୀ, ବିଭାଗୀୟ ଓ ଗୃହ କମିଟି ଗଠନ କରାଯାଇଛି । ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଗଠନ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠିତ ହୋଇଛି । ୩୫ରୁ ଅଧିକ ପିଏସି!-->…
Read More...
Read More...
ଏହି ଶ୍ରେଣୀର ପିଲାଙ୍କୁ ମିଳିବ ମାଗଣା ସ୍କୁଲ ବ୍ୟାଗ୍
ଭୁବନେଶ୍ୱର: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ ଏବଂ ଡିପିସିଙ୍କୁ ଓସେପାର ଚିଠି ଲେଖିଛି। ବ୍ଲକସ୍ତରରୁ ଓସିକ୍ ଏହି ନୂଆ ସ୍କୁଲ ବ୍ୟାଗ୍ ଯୋଗାଇ ଦେବ।
Read More...
Read More...
ବିଜେଡିରେ ସାମିଲ ହେଲେ ସୁଜାତା
ଭୁବନେଶ୍ବର- ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗ ଦେଲେ ସାମିଲ। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ବିଜେଡିରେ ମିଶିଛନ୍ତି। ଏହି ସୂଚନା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରେସମିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି!-->…
Read More...
Read More...
ସ୍କୁଲରେ ପାଠ ପଢାଇଲେ ଜିଲ୍ଲାପାଳ, ଶିକ୍ଷାର ମାନବୃଦ୍ଧି ଉପରେ ଦେଲେ ଗୁରୁତ୍ୱ
ଝାରସୁଗୁଡ଼ା: ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ୱାନ ଆଜି ସମାସିଂହା ସ୍ଥିତ କେ.ଜି ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ବିଦ୍ୟାଳୟର ଶିକ୍ଷାଦାନ ଓ ସାମଗ୍ରିକ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ପରିଦର୍ଶନ ସମୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରାଧାକାନ୍ତ ଗଡ଼ତିଆ ଏବଂ ବ୍ଲକ!-->…
Read More...
Read More...
ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ସରକାରୀ ଅଧିକାରୀ
ଭୁବନେଶ୍ୱର : ଆଉ ସପ୍ତାହେ ପରେ ନେଇ ଥା’ନ୍ତେ ଅବସର। କିନ୍ତୁ ମାଡି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ସରକାରୀ ଅଧିକାରୀ। ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ି ଗିରଫ ହୋଇଛନ୍ତି।!-->…
Read More...
Read More...