Browsing Category

ରାଜ୍ୟ

ଗଜପତିରେ ପୁଣି 68 ଟି କରୋନା ପଜିଟିଭ ଚିହ୍ନଟ ସୂଚନା ଦେଲେ ଗଜପତି ଜିଲ୍ଲାପାଳ

ଗଜପତିରେ ପୁଣି 68 ଟି କରୋନା ପଜିଟିଭ ଚିହ୍ନଟ ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା ଗୋଶାଣୀରୁ 9 ଜଣ, ଗୁମ୍ମା ବ୍ଳକରୁ 4ଜଣ,ପାରଳାପୌର ପରିଷଦରୁ 22 ଜଣ, କାଶୀ ନଗର ବ୍ଳକରୁ 9,ଆର ଉଦୟଗିରି ବ୍ଲକରୁ 10 ଜଣ ମୋହନା ବ୍ଳକରୁ 6 ଜଣ, ନୂଆଗଡ଼ ବ୍ଳକରୁ 8 ଜଣ, ଚିହ୍ନଟ ହୋଇଛନ୍ତି। ପଜିଟିଭି
Read More...

ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ୱର ମଣ୍ଡଳ ଦ୍ୱାରା ୭୪ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର,୧୫/୮ : ଆଜି ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ୱର ମଣ୍ଡଳ ଦ୍ୱାରା ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଭାରତୀୟ ଷ୍ଟେଟ ବ୍ୟାଙ୍କର ମୁଖ୍ୟ ମହାପ୍ରବନ୍ଧକ ଶ୍ରୀମତୀ ରୁମା ଦେ ପତାକା ଉତ୍ତୋଳନ କରିଥିଲେ । ଏହି ସମାରୋହରେ ଭାରତୀୟ ଷ୍ଟେଟବ୍ୟାଙ୍କର ମହାପ୍ରବନ୍ଧକ ଶ୍ରୀ
Read More...

ଜୟତରୁଣ ଯୁବକ ସଂଘ ପକ୍ଷରୁ ୭୪ତମ ସ୍ୱାଧିନତା ଦିବସ ପାଳିତ

ଖପ୍ରାଖୋଲ,୧୫/୮ - ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମର ଜୟତରୁଣ ଯୁବକ ସଂଘ ପକ୍ଷରୁ ୭୪ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ସାମ୍ବାଦିକ ଗୋରେଖନାଥ ବରିହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । କରୋନା କଟକଣା ହେତୁ ସମସ୍ତେ
Read More...

ବୌଦ୍ଧ : ଆଜି ରେକର୍ଡ କଲା କରୋନା, ଗୋଟିଏ ଦିନରେ ଗୋଟିଏ ଗାଆଁରୁ ୧୧୫

ବୌଦ୍ଧ,୧୫/୮ : ବୌଦ୍ଧ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୫୦ ପାର କରିଥିବାବେଳେ କେବଳ ବୌଦ୍ଧବ୍ଲକ ନାରାୟଣ ନଗର ଗ୍ରାମରୁ ହିଁ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୧୧୫ ପଜିଟିଭ ଚିହ୍ନଟ ହୋଇଥିବା ସିଡିଏମଓ ଡାକ୍ତର ତ୍ରିଲୋଚନ ପ୍ରଧାନ ସୂଚନା ଦେଇଛନ୍ତି । ନାରାୟଣ ନଗର ଗ୍ରାମରେ ପ୍ରତ୍ୟେକ
Read More...

ଆଜି ୮୧ ଜଣ ପଜିଟିଭ ଚିହ୍ନଟ ପରେ ସମ୍ବଲପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୯ ହେଲା

ସମ୍ବଲପୁର : ଆଜିକାର ୮୧ ଜଣ ପଜିଟିଭ ଚିହ୍ନଟ ସହିତ ସମ୍ବଲପୁର ଜିଲ୍ଲାରେ କରୋନା ଆକ୍ରାନ୍ତ ଙ୍କ ମୋଟ ସଂଖ୍ୟା ୧୪୦୯ ରେ ପହଞ୍ଚିଛି । ଗତ ଚାରିଦିନ ଧରି ପଜିଟିଭ ଚିହ୍ନଟଙ୍କ ସଂଖ୍ୟା ସାମାନ୍ୟ କମିଥିବା ପରେ ଆଜି ହଠାତ ଏହା ଲମ୍ଫଦେଇ ୮୧ ହୋଇ ଯିବାରୁ ଲୋକଙ୍କ ମନରେ ଛନକା ପଶି ଯାଇଛି । ପୂର୍ବ
Read More...

ସବୁ ରେକର୍ଡ ଭାଙ୍ଗିଲା କରୋନା : ରାଜ୍ୟରେ ଦିନକରେ ୨୪୯୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ୨୪୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୧୨୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ
Read More...

ହରଭଙ୍ଗା ବ୍ଲକସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ପାଳିତ

ହରଭଙ୍ଗା : ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକଠାରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଛି । ହରଭଙ୍ଗା ବ୍ଲକ କାର୍ଯ୍ୟାଳୟର ପରିସରରେ ହରଭଙ୍ଗା ବ୍ଲକ ଅଧ୍ୟକ୍ଷ ବିଶ୍ୱଜିତ୍ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଅନ୍ୟତମ ଅତିଥି ଭାବେ ହରଭଙ୍ଗା ବ୍ଲକ ଭାଇସ
Read More...

ବାଉଁଶୁଣୀ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ୭୪ତମ ସ୍ୱାଧୀନତା ଦିବସ ପାଳିତ

ବୌଦ୍ଧ/ବାଉଁଶୁଣୀ,୧୫/୮: ବୌଦ୍ଧବ୍ଲକ ଅନ୍ତର୍ଗତ ବାଉଁଶୁଣୀ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧନେଶ୍ୱର ମଣ୍ଡଳଙ୍କ ତତ୍ତ୍ୱାବଧାନରେ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବିନା ଛାତ୍ରଛାତ୍ରୀରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ
Read More...

ବୌଦ୍ଧ: ଜିଲ୍ଲାସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ପାଳିତ

ବୌଦ୍ଧ,୧୫/୮: ଆଜି ସ୍ଥାନୀୟ ପ୍ୟାରେଡ ପଡିଆଠାରେ କୋଭିଡ କଟକଣାରେ ଜିଲ୍ଲାସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଜିଲ୍ଲାପାଳ ଏହି ଅବସରରେ ଆମ ଦେଶର ସ୍ୱାଧୀନତା
Read More...

ଗୋଟିଏ ପରିବାରର ତିନିଜଣଙ୍କ ପ୍ରାଣ ନେଲା କରୋନା

ସମ୍ବଲପୁର :ସମ୍ବଲପୁରରେ କରୋନାର ହଟସ୍ପଟ ସାଜିଥିବା ଷ୍ଟେସନ ପଡ଼ାରେ ଗୋଟିଏ ପରିବାରର ତିନି ଜଣଙ୍କ ପ୍ରାଣ ଗଲାଣି ଓ ଏହି ତିନୋଟି ଯାକ ପ୍ରାଣ ନେଇଛି କରୋନା, ଯାହାକି ଏଠାରେ ସର୍ବତ୍ର ଚର୍ଚ୍ଚାର ବିଷୟ ସୋଇଛି । ସେମାନଙ୍କ ମଧ୍ୟରୁ ଏଠାକାର ଜଣେ ଲୋକପ୍ରିୟ ସରକାରୀ ଚିକିତ୍ସକ ଡ଼ା କୁଳମଣି
Read More...