Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଅଦିତି କଲେଜର ଦ୍ୱିତୀୟ ବାର୍ଷିକ ଉତ୍ସବ ପାଳିତ
ସୋନପୁର: ଅଦିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ଆତ୍ମ ବିସ୍ତାର ମହସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ବରିଷ୍ଠ ଇଂରାଜୀ ପ୍ରାଧ୍ୟାପକ ଭବାନୀ ଶଙ୍କର ରାଉତ ଯୋଗଦେଇ ପାଠପଢା ସହିତ ଛାତ୍ରଛାତ୍ରୀ ମାନଙ୍କ ଅନ୍ତର୍ନିହିତ କଳାର!-->…
Read More...
Read More...
ପୁରୀରେ ବିଜେପିର କର୍ମୀ ସମ୍ମିଳନୀ
ପୁରୀ : ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା ହେବା ପରେ ପୁରୀର ରାଜନୈତିକ ପାଣିପାଗ ବେଶ୍ ସରଗରମ ହୋଇଛି । ବିଜେପି ପକ୍ଷରୁ ପୁରୀ ଭୂଦାନ ଠାରେ ଆଜି ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଜେପି ପକ୍ଷରୁ ପୁରୀ ଲୋକସଭା ପ୍ରାର୍ଥୀ ହୋଇଥିବା ସମ୍ବିତ ପାତ୍ରଙ୍କ ସହିତ ପୁରୀ ବିଧାନସଭା!-->…
Read More...
Read More...
ଜିଲ୍ଲାର ବିଭିନ୍ନ ମତଦାନ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ
ସୁବର୍ଣ୍ଣପୁର :ସାଧାରଣ ନିର୍ବାଚନ ୨0୨୪ ପାଖେଇ ଆସୁଥିବା ବେଳେ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଏକକାଳୀନ ବଲାଙ୍ଗୀର ଲୋକସଭା ସାଂସଦ କ୍ଷେତ୍ର ସହ ସୋନପୁର ଓ ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ କ୍ଷେତ୍ରରେ ମତଦାନ କୁ ମୁକ୍ତ,ସ୍ଵଛ ଓ ବ୍ୟବସ୍ଥିତ ତଥା ଶାନ୍ତି ଶୃଙ୍ଖଳାର ସହ!-->…
Read More...
Read More...
ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ
ହରଭଙ୍ଗା: ଘରୋଇ କଳହର କରୁଣ ପରିଣତି । ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ । ବୌଦ୍ଧ ଥାନା ବୃନ୍ଦାବନ ଗ୍ରାମ ଟିକିରା ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସ୍ୱାମୀର ନାମ ସନାତନ ନାଗ । ମୃତ ସ୍ତ୍ରୀର ନାମ ଆମ୍ବୁତି ନାଗ । ଘଟଣା ସ୍ଥଳରୁ ସ୍ୱାମୀ ଫେରାର । ସୂଚନା ଅନୁଯାୟୀ ବୌଦ୍ଧ ଥାନା!-->…
Read More...
Read More...
ନବୀନ ଓଡ଼ିଶା ମ୍ୟାଜିକ କାର୍ଡକୁ ଅଧିକ ଉପାଦେୟ କରିବା ପାଇଁ ଜନସାଧାରଣଙ୍କ ମତାମତ ଲୋଡ଼ିଲେ ୫-ଟି ଅଧ୍ୟକ୍ଷ
ଭୁବନେଶ୍ୱର: ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ଓଡ଼ିଶାର ଜନସାଧାରଣଙ୍କୁ ଏହି କାର୍ଡକୁ ଅଧିକ ଉପାଦେୟ କରିବା ନିମନ୍ତେ ସେମାନଙ୍କ ସୁଚିନ୍ତିତ ମତାମତ ଦେବାକୁ ଅନୁରୋଧ କରିଛନ୍ତି । ଉଲ୍ଲେଖଯୋଗ୍ୟ, ନିକଟରେ ପ୍ରଦାନ କରାଯାଇଥିବା ନୂଆ-ଓ!-->…
Read More...
Read More...
ବିଜେଡ଼ିରେ ଯୋଗଦେଲେ ମୋହନା ନିର୍ବାଚନମଣ୍ଡଳୀର କଂଗ୍ରେସ ଓ ବିଜେପି ନେତା
ଭୁବନେଶ୍ୱର: ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଏବଂ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମାନ୍ୟବର ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ!-->…
Read More...
Read More...
ନଦୀରେ ବୁଡି ନିଖୋଜ ହୋଇଯାଇଥିବା ଯୁବକଙ୍କର ମୃତଦେହ ଠାବ
ଯାଜପୁର : ଗତକାଲି ନନ୍ଦ ବିଶ୍ଵାଳଙ୍କ ପୁଅ ଯୁଲୁକା ବିଶ୍ଵାଳ ନିଜ ଘର ପାଖରେ ଥିବା , କେଲୁଅ ନଦୀକୁ ଗାଧୋଇବାକୁ ଯାଇ ନଦୀରେ ବୁଡି ଯାଇଥିଲେ । ଘଟଣାସ୍ଥଳରେ ଉପସ୍ଥିତଥିବା କିଛି ବ୍ୟକ୍ତିଙ୍କ କହିବା ଅନୁସାରେ ଜୁଲୁକା ବିଶ୍ଵାଳ ନଦୀରୁ ଗାଧୋଇ ଘରକୁ ଫେରୁଥିବା ବେଳେ, ହାତରେ ଧରିଥିବା!-->…
Read More...
Read More...
ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ
ଭୁବନେଶ୍ୱର : ବିଜେପି ଓ ବିଜେଡି ପରେ ଆଜି ଆସିଛି କଂଗ୍ରେସର ଲୋକସଭା ଏବଂ ବିଧାନସଭା ପ୍ରାର୍ଥୀ ତାଲିକା। କଂଗ୍ରେସ ଆଜି ୮ ଲୋକସଭା ଓ ୪୯ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଯେଉଁଥିରେ ଅଛନ୍ତି ବହୁ ହେଭିୱେଟ୍। ବଲାଙ୍ଗିର ଲୋକସଭା ପ୍ରାର୍ଥୀ ହୋଇଛନ୍ତି ଅଭିନେତା ମନୋଜ ମିଶ୍ର।!-->…
Read More...
Read More...
୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି
ଭୁବନେଶ୍ବର: ୨୦୨୪ ବିଧାନସଭା ନିର୍ବାଚନ ପାଇଁ ବିଜେପି ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ବଳକା ୩୫ ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କରିନାହିଁ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଦଳ ଏଥର ପୁଣି ଚାନ୍ଦବାଲିରୁ ପ୍ରାର୍ଥୀ କରିଛି। ଏଣେ ବିରୋଧୀ ଦଳ ନେତା ଜୟନାରାୟଣ!-->…
Read More...
Read More...
ପଣ୍ୟ କାରବାରରେ ୧ ନମ୍ବର ସ୍ଥାନ ହାସଲ କଲା ପାରାଦୀପ ବନ୍ଦର
ପାରାଦୀପ : ଗତ ଆର୍ଥିକ ବର୍ଷ ୨୦୨୩-୨୪ ରେ ଅବିଶ୍ୱାସନୀୟ ୧୪୫.୩୮ ନିୟୁତ ମେଟ୍ରିକ ଟନ ପଣ୍ୟ କାରବାର କରି ପାରାଦୀପ ବନ୍ଦର ଦେଶର ବୃହତ ବନ୍ଦର ମଧ୍ୟରେ ୧ ନମ୍ବର ସ୍ଥାନ ହାସଲ କରିଛି । ଏହି ନୂତନ କୀର୍ତ୍ତିମାନ ସହିତ ପାରାଦୀପ ବନ୍ଦର କାଣ୍ଡଲା ବନ୍ଦରକୁ ପଛରେ ପକାଇ ନୂତନ କୀର୍ତ୍ତିମାନ!-->…
Read More...
Read More...