Browsing Category

ରାଜ୍ୟ

ସମ୍ବଲପୁର ମଣ୍ଡଳର ଇଞ୍ଜିନିୟରିଂଗ ବିଭାଗର କର୍ମଚାରୀ ପୁରସ୍କୃତ

ସମ୍ବଲପୁର : ସମ୍ବଲପୁର ରେଳମଣ୍ଡଳରେ ଶାସନ ଷ୍ଟେସନରେ ଇଞ୍ଜିନିୟରିଂଗ୍ ବିଭାଗରେ କାର୍ଯ୍ୟରତ ଟ୍ରାକ୍ ମେଣ୍ଟେନର ମହେନ୍ଦ୍ର ଛାଛନଙ୍କର ନିରାପତ୍ତା ପ୍ରତି ସଜାଗ, ସୁରକ୍ଷିତ ରେଳ ଚଳାଚଳ ପ୍ରତି କର୍ତ୍ତବ୍ୟ ନିଷ୍ଠା ଓ ନିରାପତ୍ତା ନିୟମ ଉପରେ ଭଲ ଭାବରେ ଅବଗତ ପାଇଁ ପୁରସ୍କୃତ କରାଯାଇଅଛି ।…
Read More...

କିଟ୍‍ ରେ ନୂତନ ଶିକ୍ଷାନୀତି ଉପରେ ଆନ୍ତର୍ଜାତିକ ୱେବିନାର

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶିକ୍ଷାନୀତି-୨୦୨୦ ଉପରେ ତିନି ଦିନିଆ ଆନ୍ତର୍ଜାତିକ ୱେବିନାର ରବିବାର ଉଦ୍‍ଯାପିତ ହୋଇଯାଇଛି । ୨୮ ତାରିଖରେ ଏହି ଆନ୍ତର୍ଜାତିକ ୱେବିନାର୍‍କୁ ଉଦ୍‍ଘାଟନ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ. ରମେଶ ପୋଖରିଆଲ୍‍ ନିଶଙ୍କ କହିଲେ, ଶିକ୍ଷାନୀତି…
Read More...

କନ୍ଧମାଳରେ ପୁଣି ୧୭ କରୋନା ପଜିଟିଭ ଚିହ୍ନଟ

କନ୍ଧମାଳ: କନ୍ଧମାଳରେ ପ୍ରତିଦିନ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଆଜି କନ୍ଧମାଳ ରେ ପୁଣି ୧୭କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଆଜିର ସଂକ୍ରମିତ ମାନଙ୍କ ସମେତ ଜିଲ୍ଲାର ମୋଟ ସଂକ୍ରମିତ ସଂଖ୍ୟା ୨୨୦୩ରେ ପହଂଚିଛି । ସେଥିରୁ ଆଜି ପର୍ଯ୍ୟନ୍ତ ୧୭୮୦ଜଣ ସୁସ୍ଥ ହୋଇ ସେମାନଙ୍କ…
Read More...

ବୌଦ୍ଧରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

ବୌଦ୍ଧ: ଆଜି ବୌଦ୍ଧଗଡ ଏନଏସି ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି । ବୌଦ୍ଧ ସହରରେ ଥିବା ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତୀରେ ଜିଲ୍ଲାପାଳ ତଥା ଅଧ୍ୟକ୍ଷ ଲଲାଟେନ୍ଦୁ ମିଶ୍ର ସକାଳେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏନଏସି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଜାତୀୟ ପତାକା…
Read More...

ଗଜପତିରେ ପୁଣି ୭ଟି କରୋନା ପଜିଟିଭ ଚିହ୍ନଟ

ପାରଳାଖେମୁଣ୍ଡି : ଗଜପତିରେ ପୁଣି ୭ଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା । ଗୋଶାଣି ବ୍ଲକରୁ ୩ ଜଣ କାଶୀନଗର ବ୍ଳକରୁ ଜଣେ, ପାରଲା ପୌର ପରିଷଦରୁ ଜଣେ ନୂଆଗଡ ବ୍ଲକରୁ ଜଣେ,ଗଜପତି ଜିଲ୍ଲାର ଜଣେ ଜିଲ୍ଲା ବାହାର ହସ୍ପିଟାଲରୁ ଚିହ୍ନଟ ହୋଇଥିବାର…
Read More...

ହରଭଙ୍ଗା : ବନ୍ୟା ଜଳ ସାମାନ୍ୟ ହ୍ରାସ, ଉଜୁଡିଲା ଧାନ ଫସଲ

ହରଭଙ୍ଗା : ଲଗାଣ ବର୍ଷା ଓ ହୀରାକୁଦ ଡ୍ୟାମରୁ ବନ୍ୟାଜଳ ଆସି ହରଭଙ୍ଗା ବ୍ଲକ ଅଂଚଳରେ ୭ ଦିନ ଧରି ବନ୍ୟାଜଳରେ ଚାଷଜମି ବୁଡି ରହିଛି । ଫଳରେ ଏକର ଏକର ଚାଷଜମିର ଫସଲ ଉଜୁଡିଯିବା ସହ ଧାନଗଛ ପଚି ନଷ୍ଟ ହୋଇଛି । ଏବେବି ୧୦ଟି ଗାଁ ଜଳବନ୍ଦୀ ହୋଇଥିବା ବେଳେ, ବହୁ ଅଂଚଳ ବନ୍ୟାରେ ବୁଡି…
Read More...

ପାରଳା ପୌର ପରିଷଦରେ ସ୍ୱାୟତ୍ତ ଶାସନ ଦିବସ ନିରାଡମ୍ବରରେ ପାଳିତ

ପାରଳାଖେମୁଣ୍ଡି :ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ନିଖିଳ ଭାରତ ସ୍ୱାୟତ ଶାସନ ଦିବସ ପାରଳାଖେମୁଣ୍ଡି ପୌର ପରିଷଦ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାପାଳ ଅନୁପମ ସାହା ଉପସ୍ଥିତ ରହି ପତାକା ଉତ୍ତୋଳନ କରି ଜାତୀୟ ସଙ୍ଗୀତ…
Read More...

ବୌଦ୍ଧ : ଆଜି ୯ କରୋନା ପଜିଟିଭ ଚିହ୍ନଟ

ବୌଦ୍ଧ : ଆଜି ବୌଦ୍ଧ ଜିଲ୍ଲାରେ ନୂତନ ଭାବେ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି । ଆଜି ବୌଦ୍ଧ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବୌଦ୍ଧ ସହର ମଧ୍ୟରୁ ୪ ଜଣ , ବୌଦ୍ଧ ବ୍ଲକ୍ ରକ୍ସା (ଦହ୍ୟା)ର ୧ ଜଣ, କଣ୍ଟାମାଳ…
Read More...

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୨୬୦୨ କରୋନା ପଜିଟିଭ, ୧୦ ମୃତ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବା ପରିବର୍ତ୍ତେ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୩୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ…
Read More...

ବଜ୍ରାଘାତରେ ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ

ବୌଦ୍ଧ,୩୧/୮- ଆଜି ସକାଳେ କଣ୍ଟାମାଳ ବ୍ଲକ୍ ଖଟଖଟିଆ ନିକଟରେ ବଜ୍ରାଘାତ ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି l ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ ଖଟଖଟିଆ ଅଂଚଳରେ ସାମାନ୍ୟ ବର୍ଷା ସହ ବଜ୍ରପାତ ହୋଇଥିଲା | ଏ ସମୟରେ ମାଛ ମାରିବା ପାଇଁ ସକାଳ 7 ଘଣ୍ଟା ସମୟରେ ଗୋଟିଏ ସାଇକେଲ…
Read More...