Browsing Category

ରାଜ୍ୟ

ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି: ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ନିକଟରେ ୩ ଟି ବାଲି ବୋଝେଇ ଟ୍ରାକ୍ଟରକୁ ଧରି ଦିଗପହଣ୍ଡି ପୋଲିସର ଜିମା ଦେଇଥିବା ଘଟଣା ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି।
Read More...

ଏସଆଇ ପରୀକ୍ଷା ଦୁର୍ନୀତି ମାମଲା, ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା ସିବିଆଇ

ଭୁବନେଶ୍ୱର : ଏସଆଇ ପରୀକ୍ଷା ଦୁର୍ନୀତି ମାମଲା । ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ ) । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ । ତଦନ୍ତ ଚାଲିଛି। ଆଗରୁ ଆହୁରି ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା ଦର୍ଶାଇଛି
Read More...

ତିନୋଟି ପର୍ଯ୍ୟାୟରେ ହେବ ଗଣତିମଣତି

ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ 4 ଘଣ୍ଟା ଆଲୋଚନା ହେଲା।ମାତ୍ର ଗଣତିମଣତି କେବେ ହେବ ନିର୍ଦ୍ଧିଷ୍ଟ ତାରିଖ ଧାର୍ଯ୍ୟ ହୋଇପାରିଲା ନାହିଁ । କିନ୍ତୁ ଆସନ୍ତା ରଥଯାତ୍ରା ପୂର୍ବରୁ ହେବ ଗଣତି ମଣତି । ଗଣତିମଣତି କିଭଳି ହେବ ସେ ନେଇ ଚିଠା
Read More...

୩୦ରେ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ: ଶାମ୍ବଦଶମୀ ଅବସରରେ ଆସନ୍ତା ୩୦ ତାରିଖରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ଜଣାପଡିଛି। ବିଗତ ବର୍ଷଗୁଡ଼ିକ ଭଳି ଚଳିତବର୍ଷ କୋଣାର୍କ ସୁରକ୍ଷା ସମିତି ଓ ବିଶ୍ବ ହିନ୍ଦୁ ପରିଷଦର ମିଳିତ ଆନୁକୁଲ୍ୟରେ ତ୍ରିଦିବସୀୟ ବିଶ୍ବ କଲ୍ୟାଣ ସୌର ମହାଯଜ୍ଞ ପାଇଁ ଘଟ
Read More...

ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ ଭୋଜି ପାଇଁ ପର୍ଯ୍ୟଟକଙ୍କୁ ମିଳିଛି ଅନୁମତି। ୨ ଦନ୍ତା ହାତୀ ବୁଲୁଥିବା ନେଇ ଖବର ସାମ୍ନାକୁ ଆସିଥିଲା । ଗତ ୫ ଦିନ ହେଲା
Read More...

ଜ୍ୱାଇଁ ଟାଙ୍ଗିଆ ମାଡ଼ରେ ବୃଦ୍ଧା ଶାଶୁ ଗୁରୁତର

ବାଲିଗୁଡା- ପାରିବାରିକ କଳହର କରୁଣ ପରିଣତି । ନିଶାସକ୍ତ ଜ୍ୱାଇଁର ଉନ୍ମୁକ୍ତ କାଣ୍ଡ । ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରି ବୃଦ୍ଧା ଶାଶୁଙ୍କୁ ଲହୁଲୁହାଣ କଲା ଜ୍ୱାଇଁ । କନ୍ଧମାଳ ଜିଲ୍ଲା କ.ନୁଆଗାଁ ଥାନା ଅନ୍ତର୍ଗତ ସିର୍ତ୍ତିଗୁଡ଼ା ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗୁରୁତର
Read More...

ଗିରଫ ହେଲେ ସେମିଳିଗୁଡ଼ା ଫରେଷ୍ଟର, ଘରୁ ଜବତ ହୋଇଥିଲା ୧ କେଜିର ସୁନା ଅଳଙ୍କାର

ଭୁବନେଶ୍ୱର: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ନିରଞ୍ଜନଙ୍କ ଘରୁ ୧ କେଜିର ସୁନା ଅଳଙ୍କାର ଠାବ ହୋଇଥିଲା। ୨ ବହୁତଳ କୋଠା ସହ ୭ ବହୁମୂଲ୍ୟ ପ୍ଲଟ ଠାବ ହୋଇଥିଲା।
Read More...

ଭୁବନେଶ୍ବରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର

ଭୁବନେଶ୍ବର: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।
Read More...

ଭିଜିଲାନ୍ସ ଜାଲରେ ରାଜସ୍ୱ ସହାୟକ

ସମ୍ବଲପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ। ଠୁଳ କରିଥିଲେ ଆୟଠୁ ଅଧିକା। ସମ୍ବଲପୁର ବନ୍ଦୋବସ୍ତ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବାସୁଦେବ ଭୋଇଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ।    ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍
Read More...

ପୋଲିସ ଗୁଳିରେ ଟଳିଲା ଟପ୍ ମାଓ ନେତା ଗଣେଶ

ଫୁଲବାଣୀ : ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ପୋଲିସ ଗୁଳିରେ ଟଳିଲା ଟପ୍ ମାଓ ନେତା ଗଣେଶ । ସୁରକ୍ଷାକର୍ମୀ ଗୁଳିରେ ଟପ୍ ମାଓନେତା ଗଣେଶ ସମେତ ୪ ମାଓବାଦୀ ନିହତ ହୋଇଛନ୍ତି । ସେ ଓଡ଼ିଶା କ୍ୟାଡର ମୁଖ୍ୟ ରହିଥିଲେ । ଯାହା ମୁଣ୍ଡ ଉପରେ ୧ କୋଟି ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି
Read More...