Browsing Category

ରାଜ୍ୟ

ସେମିକନ-ଇଣ୍ଡିଆ ୨୦୨୬ ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ଦିଲ୍ଲୀରେ ଚାଲିଥିବା ସେମିକନ-ଇଣ୍ଡିଆ ୨୦୨୬ ରେ ଆଜି ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁରୁବାର ରାତିରୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଥିଲେ।ଗୁରୁବାରଠୁ ଦିଲ୍ଲୀରେ ସେମିକନ-ଇଣ୍ଡିଆ ୨୦୨୬ ଆରମ୍ଭ ହୋଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ଯୋଗ ଦେବାର…
Read More...

ଏହି ସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲା ପାଇଁ ପରବର୍ତ୍ତୀ ୩ ଘଣ୍ଟାର ଜରୁରୀ ପାଣିପାଗ ସତର୍କତା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ଦିନ ୧୧ଟା ୪୦ ମିନିଟ୍‌ରେ ଜାରି ହୋଇଥିବା ନାଉକାଷ୍ଟ ବୁଲେଟିନ୍‌ ଅନୁସାରେ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାର…
Read More...

ବିସର୍ଜନ ବେଳେ ଅଘଟଣ, ବିଭିନ୍ନ ସ୍ଥାନରେ ଚାଲିଗଲା ୬ ଜଣଙ୍କ ଜୀବନ

ଭୁବନେଶ୍ବର: ଗୋଟିଏ ଦିନରେ ଜଳ ନେଇଛି ୬ ଜଣଙ୍କ ଜୀବନ । ଗଞ୍ଜାମରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩ ଜଣ ନାବାଳକ ଛାତ୍ର ପ୍ରାଣ ହରାଇଥିବାବେଳେ ସୁନ୍ଦରଗଡ଼ ଜିଲ୍ଲାରେ ୩ ଜଣ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି ।ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଘୋଡ଼ାହାଡ଼ ନଦୀରେ ବିସର୍ଜନବେଳେ ୪ ଜଣ…
Read More...

ନୂଆଁଖାଇ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ, ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ନୂଆଁଖାଇ ପାଇଁ ଆଜି ପଶ୍ଚିମ ଓଡ଼ିଶାରେ ଉତ୍ସବର ମାହୋଲ। ପିଲାଠୁ ବୁଢା ଲାଗି ପଡିଛନ୍ତି ନୂଆଁଖାଇ ପ୍ରସ୍ତୁତିରେ। ଘରେ ଘରେ ନୂଆଁଖାଇ ପାଇଁ ପିଠା ପଣା ସାଙ୍ଗକୁ ଭିନ୍ନ ଭିନ୍ନ ବ୍ୟଞ୍ଜନ ତିଆରି ହେଉଛି।ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଁଖାଇର ଶୁଭେଚ୍ଛା…
Read More...

ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ସାରା ଅଞ୍ଚଳ ଉତ୍ସବମୁଖର । ଗାଁଠୁ ସହର, ସବୁଠି ଦେଖିବାକୁ ମିଳୁଛି ଆନନ୍ଦ ଓ ଉତ୍ସାହର ମାହୋଲ।ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା' ସମଲେଶ୍ୱରୀଙ୍କ ପୀଠରେ ନିର୍ଦ୍ଧାରିତ ଲଗ୍ନ ପୂର୍ବାହ୍ନ ୯ଟା ୪୦ରୁ ୯ଟା ୫୪ ମିନିଟ୍…
Read More...

ଛତିଶଗଡ଼ ମୁହାଁ ଲଘୁଚାପ, କାଲିଠୁ କମିବ ବର୍ଷା

ଭୁବନେଶ୍ୱର: ଓଡ଼ିଶା ଛାଡ଼ି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ିଛି ଲଘୁଚାପ କ୍ଷେତ୍ର। ଏବେ ଏହା ଦକ୍ଷିଣ ଛତିଶଗଡ଼ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିବା ବେଳେ, ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ମଧ୍ୟ ବେଶ୍ ପ୍ରଭାବଶାଳୀ ରହିଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ଏହି…
Read More...

ଦୁବାଇରେ ଓଡ଼ିଆ ପ୍ରବାସୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଦୁବାଇ: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଦୁବାଇରେ ଓଡ଼ିଆ ପ୍ରବାସୀମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ । ଏହି ବିଶେଷ ସମାବେଶରେ ୮୦୦ରୁ ଅଧିକ ଓଡ଼ିଆ ସମୁଦାୟର ସଦସ୍ୟ ଯୋଗଦେଇଥିଲେ।ଏହି କାର୍ଯ୍ୟକ୍ରମରେ ଓଡ଼ିଶୀ ଓ ପାରମ୍ପରିକ ଲୋକନୃତ୍ୟ ପ୍ରଦର୍ଶନ ମାଧ୍ୟମରେ ଓଡ଼ିଶାର ସମୃଦ୍ଧ…
Read More...

ଖୁବଶୀଘ୍ର ରିଅଲିଟି ଶୋ’ରେ ନଜର ଆସିବେ ସେହୱାଗ !

ନୂଆଦିଲ୍ଲୀ : କିମ୍ବଦନ୍ତୀ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହୱାଗ ଏକ ନୂତନ ଯାତ୍ରା ଆରମ୍ଭ କରୁଛନ୍ତି । ବିସ୍ଫୋରକ ପ୍ରାରମ୍ଭିକ ବ୍ୟାଟସମ୍ୟାନ୍‌ ରିଆଲିଟି ଶୋ’ ଜଗତରେ ପ୍ରବେଶ କରୁଛନ୍ତି । ପୂର୍ବତନ ଭାରତୀୟ ଓପନର "ରାଇଜ୍‌ ଆଣ୍ଡ ଫଲ୍‌ ସିଜିନ୍‌-୨’ ରିଆଲିଟି ଶୋ’ର ହୋଷ୍ଟ ଭାବରେ…
Read More...

ରାଜ୍ୟସଭା ନିର୍ବାଚନ କ୍ରସ୍ ଭୋଟିଂ ମାମଲା, ହାଇକୋର୍ଟ ଗଲା ବିଜେଡି

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ କ୍ରସ୍ ଭୋଟିଂ ମାମଲା । ହାଇକୋର୍ଟ ଗଲା ବିଜୁ ଜନତା ଦଳ । ବାଚସ୍ପତିଙ୍କୁ ପକ୍ଷଭୁକ୍ତ କରି ରିଟ୍ ପିଟିସନ ଦାଖଲ କରିଛି ବିଜେଡିର । ରାଜ୍ୟସଭା ନିର୍ବାଚନରେ ଦଳୀୟ ନିଷ୍ପତ୍ତି ବିରୋଧରେ ୮ ସଦସ୍ୟ ଭୋଟ୍ ଦେଇଥିଲେ । ଦଳୀୟ ନିଷ୍ପତ୍ତି ବିରୋଧରେ ଭୋଟ୍…
Read More...

ଲଘୁଚାପ କ୍ଷେତ୍ର ସୃଷ୍ଟି, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୦/୦୯: ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା କିଛି ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକର କେତେକ…
Read More...