Browsing Category

ରାଜ୍ୟ

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ,ରେଢ଼ାଖୋଲ ସହରରେ ଏକ…

ସମ୍ବଲପୁର: ରେଢ଼ାଖୋଲ ସହରବାସୀଙ୍କ ଦୀର୍ଘଦିନର ଦାବିକୁ ସମ୍ମାନ ଜଣାଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଢ଼ାଖୋଲ ସହର ବାହାରେ ଏକ ବାଇପାସ ନିର୍ମାଣ କରିବା ପାଇଁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି ।
Read More...

୧୫୪୩ ଜଣଙ୍କୁ ଚାକିରି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଶାୟୀଙ୍କୁ ଚାକିରି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରାୟ ୧୧ଟି ବିଭାଗ ୧୫୪୩ଜଣଙ୍କୁ ନିଯୁକ୍ତି ମିଳିଛି । ଭୁବନେଶ୍ବର ରେଲଓ୍ବେ ଅଡିଟୋରିୟମ ହଲରେ ହୋଇଥିବା ଓରିଏଣ୍ଟେସନ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗରେ ଚୟନ ହୋଇଥିବା ଆଶାୟୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ
Read More...

ବଢିଲା ଅଡୁଆ, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅର୍ପିତା

କଟକ :  କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲା। ଅର୍ପିତା ଚୌଧୁରୀଙ୍କ ପାଇଁ ବଢ଼ିଲା କି ଅଡ଼ୁଆ। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ ଦ୍ବାରସ୍ଥ। ସଙ୍ଗୀତ ନିର୍ଦ୍ଦେଶକ ସୋମେଶ ଶତପଥୀଙ୍କ ସହ ଆଗୁଆ ଜାମିନ ଆବେଦନ କଲେ ଅର୍ପିତା। ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ଲାଗି
Read More...

ନୂଆ ବରଷରେ ନୂତନ ପ୍ରୟାସ,ବଣିକ ସଂଘର ସ୍ଵଚ୍ଛତା କାର୍ଯ୍ୟକ୍ରମ

ଗଣିଆ : ଇଂରାଜୀ ନବବର୍ଷକୁ ସ୍ବାଗତ କରିବା ପାଇଁ କେଉଁଠି ନାଚଗୀତ ଭୋଜିଭାତର ଆସର ଜମୁଥିବା ବେଳେ ଆଉ କେଉଁଠାରେ ଭିନ୍ନ ଉପାୟରେ ପାଳନ କରାଯାଉଛି ନୂଆବର୍ଷ । କିନ୍ତୁ ଭିନ୍ନ ଏକ ପ୍ରୟାସରେ ଇଂରାଜୀ ନବବର୍ଷ ପାଳନ କରିବାକୁ ଅଣ୍ଟା ଭିଡିଛି ଗଣିଆ ମହାବୀର ବଣିକ ସଂଘ । ମଙ୍ଗଳବାର ଭୋରରୁ ବଜାର
Read More...

ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି: ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ନିକଟରେ ୩ ଟି ବାଲି ବୋଝେଇ ଟ୍ରାକ୍ଟରକୁ ଧରି ଦିଗପହଣ୍ଡି ପୋଲିସର ଜିମା ଦେଇଥିବା ଘଟଣା ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି।
Read More...

ଏସଆଇ ପରୀକ୍ଷା ଦୁର୍ନୀତି ମାମଲା, ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା ସିବିଆଇ

ଭୁବନେଶ୍ୱର : ଏସଆଇ ପରୀକ୍ଷା ଦୁର୍ନୀତି ମାମଲା । ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ ) । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ । ତଦନ୍ତ ଚାଲିଛି। ଆଗରୁ ଆହୁରି ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା ଦର୍ଶାଇଛି
Read More...

ତିନୋଟି ପର୍ଯ୍ୟାୟରେ ହେବ ଗଣତିମଣତି

ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ 4 ଘଣ୍ଟା ଆଲୋଚନା ହେଲା।ମାତ୍ର ଗଣତିମଣତି କେବେ ହେବ ନିର୍ଦ୍ଧିଷ୍ଟ ତାରିଖ ଧାର୍ଯ୍ୟ ହୋଇପାରିଲା ନାହିଁ । କିନ୍ତୁ ଆସନ୍ତା ରଥଯାତ୍ରା ପୂର୍ବରୁ ହେବ ଗଣତି ମଣତି । ଗଣତିମଣତି କିଭଳି ହେବ ସେ ନେଇ ଚିଠା
Read More...

୩୦ରେ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ: ଶାମ୍ବଦଶମୀ ଅବସରରେ ଆସନ୍ତା ୩୦ ତାରିଖରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ଜଣାପଡିଛି। ବିଗତ ବର୍ଷଗୁଡ଼ିକ ଭଳି ଚଳିତବର୍ଷ କୋଣାର୍କ ସୁରକ୍ଷା ସମିତି ଓ ବିଶ୍ବ ହିନ୍ଦୁ ପରିଷଦର ମିଳିତ ଆନୁକୁଲ୍ୟରେ ତ୍ରିଦିବସୀୟ ବିଶ୍ବ କଲ୍ୟାଣ ସୌର ମହାଯଜ୍ଞ ପାଇଁ ଘଟ
Read More...

ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ ଭୋଜି ପାଇଁ ପର୍ଯ୍ୟଟକଙ୍କୁ ମିଳିଛି ଅନୁମତି। ୨ ଦନ୍ତା ହାତୀ ବୁଲୁଥିବା ନେଇ ଖବର ସାମ୍ନାକୁ ଆସିଥିଲା । ଗତ ୫ ଦିନ ହେଲା
Read More...

ଜ୍ୱାଇଁ ଟାଙ୍ଗିଆ ମାଡ଼ରେ ବୃଦ୍ଧା ଶାଶୁ ଗୁରୁତର

ବାଲିଗୁଡା- ପାରିବାରିକ କଳହର କରୁଣ ପରିଣତି । ନିଶାସକ୍ତ ଜ୍ୱାଇଁର ଉନ୍ମୁକ୍ତ କାଣ୍ଡ । ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରି ବୃଦ୍ଧା ଶାଶୁଙ୍କୁ ଲହୁଲୁହାଣ କଲା ଜ୍ୱାଇଁ । କନ୍ଧମାଳ ଜିଲ୍ଲା କ.ନୁଆଗାଁ ଥାନା ଅନ୍ତର୍ଗତ ସିର୍ତ୍ତିଗୁଡ଼ା ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗୁରୁତର
Read More...