Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବ୍ରାଉନସୁଗାର ଜବତ, ଜଣେ ଗିରଫ
ପୁରୀ : ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ନିମାପଡ଼ା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ନାରାୟଣ ବେହେରାଙ୍କ ନେତୃତ୍ୱରେ ଏକ ଟିମ ନିମାପଡ଼ା ଥାନା ସର୍ବାପଡ଼ା ମାଝୀ ସାହି ତ୍ରିନାଥ ମନ୍ଦିର ସାମ୍ନାରେ ଚଢ଼ାଉ କରି ଗୁରୁ ଚରଣ ଭୋଇ (୩୨) ବର୍ଷ ନାମକ ଜଣେ!-->…
Read More...
Read More...
ଓଡ଼ିଶା ସଙ୍ଗୀତ ନାଟକ ଏକାଡେ଼ମୀ ସଦସ୍ୟ ଭାବରେ ଗୁରୁ ରଘୁନାଥ ପାତ୍ର ମନୋନୀତ
ଗଜପତି : ଓଡ଼ିଶା ସରକାରଙ୍କ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଅଧିନରେ ଥିବା ଓଡ଼ିଶା ସଙ୍ଗୀତ ନାଟକ ଏକାଡେ଼ମୀର ନୂତନ ସାଧାରଣ ପରିଷଦ ଗଠିତ ହୋଇଛି, ଏଥିରେ ଗଜପତି ଜିଲ୍ଲା ତଥା ଓଡିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରଘୁନାଥ ପାତ୍ର ସଦସ୍ୟ ଭାବରେ ମନୋନୀତ ହୋଇଛନ୍ତି। ଦୀର୍ଘ ବର୍ଷ!-->…
Read More...
Read More...
ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା
ଭୁବନେଶ୍ୱର : ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ତା’ ସହିତ ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ବଢ଼ିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ଏହି ଘୋଷଣା। ଏହା ଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡ଼ି କର୍ମୀ, ମିନି!-->…
Read More...
Read More...
ସମ୍ବଲପୁରରେ ବଢିଚାଲିଛି ସାଇବର ଅପରାଧ
ସମ୍ବଲପୁର: ସମ୍ବଲପୁରରେ ସାଇବର୍ ଠକେଇ କମିବା ନାଁ ଧରୁନି। ଅପରାଧୀ ଧରା ନ ପଡ଼ିବାକୁ ବଢ଼ୁଥିବା ସାଇବର ଠକେଇ ସମ୍ବଲପୁରବାସୀଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏସବୁ ମଧ୍ୟରେ ବୁର୍ଲା ସୌରଭ ବିହାରରେ ରହୁଥିବା ରାମଗୋପାଳ ପାଣିଗ୍ରାହୀ କ୍ଲୋନିଂ ୱେବ୍ସାଇଟ୍ ମାଧ୍ୟମରେ ସାଇବର୍ ଠକେଇର!-->…
Read More...
Read More...
ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ ! ପଦ୍ମ ଶିବିରରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ଭୁବନେଶ୍ୱର: ବିଜେପିରେ ମିଶିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଆଜି ପ୍ରଶାନ୍ତ ବିଧିବଦ୍ଧ ଭାବରେ ପଦ୍ମ ଧରିଛନ୍ତି । ସମର୍ଥକଙ୍କ ସହ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି ପ୍ରଶାନ୍ତ । ବିଜେପି ସହପ୍ରଭାରୀ ଲତା ଉସେଣ୍ଡି, ସାଂସଦ ଅପରାଜିତା ଷଡ଼ଙ୍ଗୀ, ପୃଥ୍ୱୀରାଜ!-->…
Read More...
Read More...
ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର ସ୍କୁଲ୍ ଅଫ୍ ଫିଶେରୀକୁ ଆଇସିଏଆରର ମାନ୍ୟତା
ପାରଳାଖେମୁଣ୍ଡି : ଓଡିଶାର ପାରାଲାଖେମୁଣ୍ଡିରେ ଅବସ୍ଥିତ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର ସ୍କୁଲ୍ ଅଫ୍ ଫିଶେରୀ ବିଭାଗରେ ପଢାଯାଉଥିବା ସ୍ନାତକୋତ୍ତର ମତ୍ସ୍ୟ ବିଜ୍ଞାନ (ବିଏଫଏସ୍ସି) ଡିଗ୍ରୀ କାର୍ଯ୍ୟକ୍ରମକୁ ଭାରତୀୟ କୃଷି ଅନୁସନ୍ଧାନ ପରିଷଧ(ଆଇସିଏଆର୍)ରୁ ଅନୁମୋଦନ ଲାଭ କରିଛି!-->…
Read More...
Read More...
ଗ୍ରାମ ରୋଜଗାର ସେବକଙ୍କୁ ପଦୋନ୍ନତି,ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଦାରିଙ୍ଗବାଡ଼ି ଜିଆରଏସ ସଙ୍ଘ
ଦାରିଙ୍ଗବାଡ଼ି :ରାଜ୍ୟ ସରକାର ରାଜ୍ୟ କ୍ୟାବିନେଟରେ ନେଇଥିବା ନିଷ୍ପତ୍ତି ଅନୁସାରେ ରାଜ୍ୟର ୩୧୪ବ୍ଲକରେ କାର୍ଯ୍ୟରତ ଗ୍ରାମ ରୋଜଗାରସେବକ ମାନଙ୍କୁ ଯେଉଁମାନେ ୫ବର୍ଷ କାର୍ଯ୍ୟକାଳ କରିଛନ୍ତି ସେମାନଙ୍କୁ ଅକାଉଣ୍ଟାଣ୍ଟ ସହିତ ଡାଟା ଅପରେଟର ଭାବେ ପଦୋନ୍ନତି କରିଥିବା ନେଇ ଘୋଷଣା କରିଛନ୍ତି ।!-->…
Read More...
Read More...
ଜିଲ୍ଲାପାଳ ଅଫିସ ଘେରିଲା ପୁରୀ ବିଜେପି ମହିଳା ମୋର୍ଚ୍ଚା
ପୁରୀ : ପୁରୀରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ପୁରୀ ଜିଲାପାଳଙ୍କ ଅଫିସ ଘେରାଉ କରାଯାଇଛି । ଏସ ଏଚ୍ ଜି ମହିଳା ଗୋଷ୍ଠୀଙ୍କୁ ସରକାର ଋଣ ଦେବାରେ ପାତରଅନ୍ତର ନିତି ପ୍ରତିବାଦରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଏହି ପ୍ରତିବାଦ ସଭା!-->…
Read More...
Read More...
ଟାକରା ଗ୍ରାମ ପଞ୍ଚାୟତରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ
ଦଶପଲ୍ଲା : ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ପ୍ରତି ପଂଚାୟତର ପ୍ରତି ଘରେ ଘରେ ନିଜର ସ୍ଥିତିକୁ ଜାହିର କରିବା ପାଇଁ ବିଜେଡି ପକ୍ଷରୁ ଘରେ ଘରେ ଶଂଖ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତି ଘରକୁ ଘର ବୁଲି ସଚେତନତା ଓ ସରକାରଙ୍କର ଲୋକାଭିମୁଖୀ କାର୍ଯ୍ୟକୁ ପ୍ରତି ପରିବାରରେ ପହଞ୍ଚାଇ ଆଗାମୀ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୌଦ୍ଧରେ ଆଭାସୀ ମାଧ୍ୟମରେ କ୍ରିକେଟ ଏକାଡେମୀ ଉଦଘାଟିତ
ବୌଦ୍ଧ,୨୭/୨:- ସମଗ୍ର ରାଜ୍ୟରେ ୪୧ ଟି କ୍ରିକେଟ ଏକାଡେମୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଭାସୀ ମାଧ୍ୟମରେ ଆଜି ସନ୍ଧ୍ୟା ୫ ଘଣ୍ଟା ସମୟରେ ଉଦଘାଟିତ ହୋଇଥିବାବେଳେ ବୌଦ୍ଧ ଜିଲ୍ଲା ଷ୍ଟାଡିୟମ ଠାରେ ଓଡିଶା କ୍ରିକେଟ ଆସୋସିଏସନ ଆନୁକୂଲ୍ୟରେ ବୌଦ୍ଧ କ୍ରିକେଟ ଏକାଡେମୀ!-->…
Read More...
Read More...