Browsing Category

ରାଜ୍ୟ

ରାସ୍ତା ଖାଲଖମା, ବିଭାଗ ସାଜିଛି ନିଦାବିଷ୍ଣୁ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ମୁଖ୍ୟ ରାସ୍ତା ବଜାର ଠାରୁ ନୂତନ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ରାସ୍ତା ଦୀର୍ଘ ଦିନ ହେଲା ଖାଲ ଖମା ହୋଇ ରହିଛି।ଯାହା ଫଳରେ ଯାତାୟାତରେ ଜନସାଧାରଣ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ବର୍ଷା ହେଲେ ରାସ୍ତାରେ ପାଣି ଜମୁଛି ଓ ଛୋଟ ମୋଟ
Read More...

ବିନା ଭକ୍ତରେ ହେବ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା

ବୌଦ୍ଧ : ଆସନ୍ତା ୫ ତାରିଖରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ହେବ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା । ବୌଦ୍ଧ ଜିଲ୍ଲାର ସମସ୍ତ ଶ୍ରୀଜଗନ୍ନାଥଙ୍କ ମନ୍ଦିରରେ ପାରଂପରିକ ଭାବରେ ଶ୍ରୀଜୀଉମାନଙ୍କ ଦେବସ୍ନାନ ପୂର୍ଣ୍ଣିମା ପ୍ରତିବର୍ଷ ଭକ୍ତଙ୍କ ସମାଗମ ମଧ୍ୟରେ ଅନୁଷ୍ଠିତ ହୋଇଥାଏ । ଚଳିତ
Read More...

ଲୋକପ୍ରିୟତାର ଶୀର୍ଷରେ ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଲୋକପ୍ରିୟତାର ଶୀର୍ଷରେ ସ୍ଥାନ ପାଇଛନ୍ତି । ଟାଇମ୍ସ ଅଫ୍ ଇଣ୍ଡିଆ ଓ ସି-ଭୋଟର୍ସ ସର୍ଭେ ନବୀନଙ୍କ ବ୍ୟକ୍ତିତ୍ୱକୁ ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ପ୍ରମାଣିତ କରିଛନ୍ତି । ଦେଶ କରୋନା ସହିତ ଲଢୁଥିବା ବେଳେ ସି-ଭୋଟର୍ସ ସର୍ଭେ
Read More...

ପୁଣି ୮୦ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର : ରାଜ୍ୟ ପାଇଁ ପୁଣି ଖୁସି ଖବର ମିଳିଛି । କରୋନା ଆକ୍ରାନ୍ତ ପଜିଟିଭ ସଂଖ୍ୟା ପ୍ରତିଦିନ ବଢିଚାଲିଥିବା ବେଳେ ପ୍ରତିଦିନ ମଧ୍ୟ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରୁଥିବା ଖବର ମିଳୁଛି । ଏହି କ୍ରମରେ ଆଜି ୮୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏମାନଙ୍କୁ
Read More...

ସମ୍ବଲପୁରରେ ୧୨ତମ କରୋନା ରୋଗୀ ଚିହ୍ନଟ

ସମ୍ବଲପୁର :ଆଜି ସମ୍ବଲପୁରରେ ଆଉ ଏକ କରୋନା ପଜିଟିଭ ଚିହ୍ନଟ ହେଲା ପରେ ଏହି ଜିଲ୍ଲା ରେ ସର୍ବମୋଟ ସଂଖ୍ୟା ୧୨ରେ ପହଞ୍ଚିଛି । ଏହାସହିତ ୫ଜଣ ସୁସ୍ଥ ହୋଇ ଘରକୁ ଫେରି ଯାଇଛନ୍ତି ଓ ସକ୍ରିୟ ରୂପେ ୭ଟି ପଜିଟିଭ ମାମଲା ଚିକିତ୍ସାଧୀନ ରହିଛି । ଆଜି ଜଣେ ୨୦ବର୍ଷୀୟ ଯୁବକକୁ କରୋନା ପଜିଟିଭ ରୂପେ
Read More...

କିଆକଟା ଅଞ୍ଚଳରେ ଝଡତୋଫାନ ଓ ବର୍ଷା, ବ୍ୟାପକ କ୍ଷୟକ୍ଷତି

କିଆକଟା : ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ପଞ୍ଚାୟତରେ ମଙ୍ଗଳବାର ଝଡତୋଫାନ ଓ ବର୍ଷା ହୋଇଛି । ଏହାଦ୍ୱାରା ଅଂଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି । କିଆକଟା ପଞ୍ଚାୟତର କିଆକଟା, କାଦପଡା, ବାଙ୍କପାଳ, ନୂଆପଡା, ନାଏକପଡା, ଶଙ୍ଖାମାଳ ଆଦି ଗ୍ରାମରେ ବ୍ୟାପକ
Read More...

କରୋନା ଯୋଦ୍ଧା ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧନା

ବୌଦ୍ଧ:- କରୋନା ଭଳି ଭୟଙ୍କର ମହାମାରୀ ବ୍ୟାପିଥିବାବେଳେ ଦୈନନ୍ଦିନ ଟିକିନିକି ଖବର ଜନସାଧାରଣଙ୍କୁ ଯୋଗାଇ ଦେଇ ଆସୁଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କରୋନା ଯୋଦ୍ଧାର ସମ୍ମାନରେ ସମ୍ମାନିତ କରାଯାଇଛି । ଆଜି ଚାରିଛକ ବନବିଭାଗର ଡାକବଙ୍ଗଳା ପରିସରରେ ଏକ ନିରାଡମ୍ବର ଉତ୍ସବରେ ଅଧ୍ୟକ୍ଷ
Read More...

ହୀରାକୁଦରୁ ବନ୍ୟାଜଳ ନିଷ୍କାସନ ପାଇଁ ସତର୍କ ସୂଚନା ଜାରି କରାଯାଇଛି

ସମ୍ବଲପୁର:ଅତିଶୀଘ୍ର ମୌସୁମୀ ଆଗମନ ପାଇଁ ପାଣିପାଗ ବିଭାଗ ଜଣାଇଥିବା ପରିପ୍ରେକ୍ଷୀରେ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ଜଳଭଣ୍ଡାରରୁ ଯେକୌଣସି ସମୟରେ ବନ୍ୟାଜଳ ନିଷ୍କାସନ ହୋଇପାରେ ବୋଲି ସତର୍କ ସୂଚନା ଜାରି କରିଛନ୍ତି । ଏଥିପାଇଁ ରାଜସ୍ୱ ବିଭାଗକୁ ମଧ୍ୟ ସତର୍କ କରାଯାଇଛି ଯେ ମହାନଦୀ
Read More...

ଗଜପତିରେ ପୁଣି ୪ଟି କରୋନା ପଜିଟିଭ ଚିହ୍ନଟ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାରେ ପୁଣି ୪ଟି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ ଜଣ ଆନ୍ଧ୍ରପ୍ରଦେଶରୁ ଓ ଜଣେ ତେଲେଙ୍ଗାନାରୁ ଫେରିଛନ୍ତି । ସେମାନଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରଖାଯାଇଥିଲା । ସେମାନଙ୍କର ସେଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା । ପଜିଟିଭ
Read More...

ଦୁର୍ଦ୍ଦିନରେ ଗ୍ରାମାଞ୍ଚଳର ଅଟୋ ଚାଳକ, ସହାୟତା ଦାବି

ବୌଦ୍ଧ:ଲକଡାଉନ ଯୋଗୁଁ ନାହିଁ ନଥିବା ଅସୁବିଧାରେ ପଡିଛନ୍ତି ଗ୍ରାମାଞ୍ଚଳର ଅଟୋ ଚାଳକ । ଋଣ ଆଣିଥିବାରୁ କିଭଳି କିସ୍ତି ବାନ୍ଧିବେ ସେଥିପାଇଁ ଚିନ୍ତାରେ ପଡିଛନ୍ତି । ଘର ଚଳାଇବା ପାଇଁ ହାତରେ ଟଙ୍କାଟେ ନଥିବା ବେଳେ ବିଭିନ୍ନ ଘରୋଇ ଅର୍ଥଲଗାଣ ସଂସ୍ଥା କିସ୍ତି ପାଇଁ କରୁଛି ହଇରାଣ ।
Read More...