Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
୯ ନଂ ଜୋନ୍ର ୩ ଟି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ
ଦଶପଲ୍ଲା : ଆଜି ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ୯ ନଂ ଜୋନ ଚଢେୟାପଲ୍ଲୀ, କଳସାଖମଣ, ନୂଆଗାଁ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ସଚେତନତା କାର୍ଯ୍ୟକ୍ରମରେ ୩ ଗୋଟି ଗ୍ରାମପଞ୍ଚାୟତର ବହୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର!-->…
Read More...
Read More...
କିରୀକୁଟି ଓ ତିଲୋରୀ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ
ବାଲିଗୁଡ଼ା/ଦାରିଙ୍ଗବାଡ଼ି : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ କିରୀକୁଟି ପଞ୍ଚାୟତଠାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ସରପଞ୍ଚ ମଧୁସ୍ମିତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି!-->…
Read More...
Read More...
ରାସନ୍ କାର୍ଡ ଥିଲେ ମିଳିବ ଦୁଇଟି ଝୋଟ ବ୍ୟାଗ୍ ଏବଂ ୧ ହଜାର ଟଙ୍କା
ରାଜ୍ୟ କ୍ୟାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ୧୪ଟି ବିଭାଗର ୨୭ଟି ପ୍ରସ୍ତାବ ଉପରେ ଆଜି କ୍ୟାବିନେଟ୍ ମୋହର ମାରିଛି । ଏହି ବୈଠକରେ ଯୁବବର୍ଗଙ୍କ ପାଇଁ ନୂଆ ‘ସ୍ୱୟଂ’ ଯୋଜନା ଆରମ୍ଭ ହେବାକୁ ନିଷ୍ପତ୍ତି ନିଆଯାଇଥିବାବେଳେ । ରାସନ କାର୍ଡ ହିତାଧିକାରୀଙ୍କୁ ଦୁଇଟି ଝୋଟ ତିଆରି!-->…
Read More...
Read More...
ନବନିଯୁକ୍ତ ଜିଲ୍ଲା କଂଗ୍ରେସ ସଭାପତିଙ୍କୁ ଘୁ.ଉଦୟଗିରିରେ ସ୍ୱାଗତ ସମ୍ବର୍ଦ୍ଧନା
ଘୁ ଉଦୟଗିରି: କଂଗ୍ରେସ ଦଳରେ ଜିଲ୍ଲା ସଭାପତି ଅଦଳବଦଳ ପରେ ନୂତନ ଭାବେ କନ୍ଧମାଳ ଜିଲ୍ଲା କଂଗ୍ରେସ ସଭାପତି ଭାବେ ଚନ୍ଦ୍ର ପରିଡା ନିଯୁକ୍ତି ପାଇବା ପରେ ଆଜି ଘୁ.ଉଦୟଗିରି ରେ ପହଞ୍ଚିବା ପରେ ଘୁ.ଉଦୟଗିରି ବ୍ଲକ ଏବଂ ନଗର କଂଗ୍ରେସ ପକ୍ଷରୁ ନବନିଯୁକ୍ତ ଜିଲ୍ଲା କଂଗ୍ରେସ ସଭାପତି ଚନ୍ଦ୍ର!-->…
Read More...
Read More...
ପୁରୀ ମୁକ୍ତାକାଶ ରଙ୍ଗମଞ୍ଚରେ ଉଦ୍ଘାଟିତ ହୋଇଛି ‘ଆରମ୍ଭ ମହୋତ୍ସବ-୨୦୨୪’
ପୁରୀ : ପୁରୀ ମୁକ୍ତାକାଶ ରଙ୍ଗମଞ୍ଚଠାରେ ଉଦ୍ଘାଟିତ ହୋଇଛି ‘ଆରମ୍ଭ ମହୋତ୍ସବ-୨୦୨୪’ । ବରିଷ୍ଠ ସେବାୟତ ତଥା ଅନୁଷ୍ଠାନର ସଭାପତି ଗୋପାଳଚନ୍ଦ୍ର ଖୁଣ୍ଟିଆ ଏହାର ଅଧ୍ୟକ୍ଷତା କରିଥିଲେ । ରାଜ୍ୟ ବିଜୁ ଯୁବ ଜନତା ଦଳର ଉପସଭାପତି ସୁନିଲ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି!-->…
Read More...
Read More...
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ
ପୁରୀ:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ। ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ। ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ!-->!-->!-->…
Read More...
Read More...
ପରଲୋକରେ ରାଣୀସାହେବା ଭି.ସୁଜ୍ଞାନ କୁମାରୀ
ଭୁବନେଶ୍ୱର: ଖଲ୍ଲିକୋଟ ରାଜ ପରିବାରର ଶେଷ ଦାୟାଦ ରାଣୀସାହେବା ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କର ପରଲୋକ ଘଟିଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ରାତି ୧୨ଟା ୪୪ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ!-->…
Read More...
Read More...
ପାତାଳି ଶ୍ରୀକ୍ଷେତ୍ରରୁ ଶ୍ରୀକ୍ଷେତ୍ରକୁ ଗଡିଲା ଟ୍ରେନ
ସୁବର୍ଣ୍ଣପୁର: ବହୁ ପ୍ରତିକ୍ଷିତ ଖୋର୍ଦ୍ଧା ବଲାଙ୍ଗୀର ରେଳପଥର ଆଜି ସୋନପୁର-ପୁରୀ ସାପ୍ତାହିକ ଏକ୍ସପ୍ରେସ୍ର ନିୟମିତ ଚଳାଚଳ ଆଜିଠାରୁ ଆରମ୍ଭ ହୋଇଛି । ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି ଟ୍ରେନର ଶୁଭାରମ୍ଭ ୩ ଫେବୃଆରୀ ଦିନ ହୋଇଥିଲା ।୧୮୪୨୧ ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ!-->…
Read More...
Read More...
ହାତୀପଲଙ୍କ ଅନୁପ୍ରବେଶ ପାଇଁ କଳାହାଣ୍ଡି ଜିଲ୍ଲା ତୁଣ୍ଡଲା ଅଞ୍ଚଳରେ ବିଦ୍ୟୁତ୍ ସେବା ବ୍ୟାହତ
ଭବାନୀପାଟଣା: ଗୋଟିଏ ହାତୀପଲ (୧୯ ଗୋଟି ହାତୀ) ଗତ ତା. ୩ ଫେବୃୟାରୀ ୨୦୨୪ ରିଖଠାରୁ କଳାହାଣ୍ଡି ଜିଲ୍ଲା ରୁପ୍ରାରୋଡ୍ ଜଙ୍ଗଲ ଅଞ୍ଚଳରୁ ତୁଣ୍ଡଲା ଅଞ୍ଚଳକୁ ପଶି ଆସିଛନ୍ତି । ଏହି ହାତୀପଲ ଖାଦ୍ୟ ଅନୁକ୍ଷେଣରେ ତୁଣ୍ଡଲା, ବିଜଖମନ, କିନେରକେଲା, ଥାପେନ, ପଲମ୍ ଏବଂ ଏହାର ଆଖପାଖ ଗ୍ରାମରେ!-->…
Read More...
Read More...
ଜିଲ୍ଳା ପ୍ରଶାସନ ତରଫରୁ ଝୋଟ ବ୍ୟାଗ ପ୍ରଦାନ ଶୁଭାରମ୍ଭ
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ପୌରପରିଷଦର ୱର୍ଡ ନଂ-୧ ଓମ୍ ଶାନ୍ତି କୋଲୋନୀ ଠାରେ ଝୋଟ ତିଆରି ବ୍ୟାଗ ପ୍ରଦାନର ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଜିଲ୍ଲାର ପ୍ରତ୍ୟେକ ହିତାଧିକାରୀ ପରିବାର ଲୋକଙ୍କୁ ୨ ଗୋଟି!-->…
Read More...
Read More...