Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ:୪ ଲକ୍ଷ ଅତିରିକ୍ତ ହିତାଧିକାରୀ ମଧୁବାବୁ ପେନସନ ଯୋଜନାରେ ହେଲେ ସାମିଲ
ଭୁବନେଶ୍ୱର: ରାଜ୍ୟ ସାମାଜିକ ସୁରକ୍ଷା ବ୍ୟବସ୍ଥା ମଧୁବାବୁ ପେନସନ ଯୋଜନାରେ ସାମିଲ ହେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଖବର । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ଲୋକଙ୍କୁ ସାମିଲ କରିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଏହାଦ୍ୱାରା!-->…
Read More...
Read More...
“ମୁଖ୍ୟମନ୍ତ୍ରୀ କଳାକାର ଯୋଜନା’ରେ ସାମିଲ ହେବେ ଆଉ ତିରିଶ ହଜାର କଳାକାର
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ "ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା' ରେ ଆଉ ତିରିଶ ହଜାର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି ।ଏହା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା ।୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଏହି!-->…
Read More...
Read More...
ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶିକାଙ୍କ ସୁବର୍ଣ୍ଣପୁର ଗସ୍ତ
ସୁବର୍ଣ୍ଣପୁର:ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ସୁବର୍ଣ୍ଣପୁର ଗସ୍ତରେ ଆସି ଏହି ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଏବଂ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ପ୍ରଥମେ ସେ ନିକଟବର୍ତ୍ତୀ ଉଲୁଣ୍ଡା ବ୍ଲକର ମୁଣ୍ଡଘାଟ ଓ ନାୟକପଡା ଅଙ୍ଗନବାଡି କେନ୍ଦ୍ର!-->…
Read More...
Read More...
ସେବା ମହୋତ୍ସବ ଉଦଘାଟିତ, ଦେବାରେ ଆନନ୍ଦ….
ହରଭଙ୍ଗା,୬/୨:- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର "ଜର୍ଣ୍ଣାଲିଷ୍ଟ ଆସୋସିଏସନ, ହରଭଙ୍ଗା "ଆନୁକୂଲ୍ୟରେ ମଙ୍ଗଳବାର ଦିନ ଠିଡ଼ିକାଜୋର ଜଗନ୍ନାଥ ମନ୍ଦିର ପଡିଆରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ପ୍ରଥମ ସେବା ମହୋତ୍ସବ । ପ୍ରଥମେ ସର୍ବ ଭାରତୀୟ ସାଧୁ ସନ୍ଥ ସମ୍ମିିଳନୀର ଖଣ୍ଡଗିରି ସାଧୁ ଓ!-->…
Read More...
Read More...
ବୌଦ୍ଧରେ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସାହିତ୍ୟିକଙ୍କୁ ସମ୍ବର୍ଦ୍ଧିତ
ବୌଦ୍ଧ,୬/୨:- ଭୁବନେଶ୍ୱର ଠାରେ ଆୟୋଜିତ ପ୍ରଥମ ବିଶ୍ୱ ଓଡ଼ିଆ ସମ୍ମିଳନୀ ଅବସରରେ ବୌଦ୍ଧରେ ମଧ୍ୟ ତିନି ଦିନ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସୋମବାର ସନ୍ଧ୍ୟାରେ ସଦର ମାଉସୀ ମା ଗୋଷ୍ଠୀ କେନ୍ଦ୍ର ଠାରେ ଆୟୋଜିତ ୩ ଦିନିଆ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବରେ ବୌଦ୍ଧ ସହରର!-->…
Read More...
Read More...
ବୌଦ୍ଧରେ ଦୁଇଜଣ ହାର୍ଡକୋର ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ
ବୌଦ୍ଧ:- ଆଜି ଦୁଇ ଜଣ ହାର୍ଡକୋର ମହିଳା ମାଓବାଦୀ ପୋଲିସ ସାଉଥ ରେଞ୍ଜ ଆଇଜିପି ଜୟନାରାୟଣ ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସର୍ମପଣ କରିଥିବା ଦୁଇ ହାର୍ଡକୋର ମାଓବାଦୀ ହେଲେ ମନୀଷା ଥାଟି (୨୧) ଏବଂ ଚମ୍ପା କୋରାମ (୨୨) । ଉଭୟେ ଛତିଶଗଡର । ବୌଦ୍ଧ ଜିଲ୍ଲା ପୋଲିସ ମୁଖ୍ୟାଳୟ!-->…
Read More...
Read More...
ବୌଦ୍ଧ ଜିଲ୍ଲାପାଳଙ୍କ କାରକୁ ରାସ୍ତାରେ ଅଟକାଇ ସମସ୍ୟା ଜଣାଇଲେ ମହିଳା
ବୌଦ୍ଧ : ଆଜି ଅପରାହ୍ନ ୨ ଘଣ୍ଟିକା ସମୟରେ ବୌଦ୍ଧ ବ୍ଲକ୍ କାର୍ଯ୍ୟାଳୟରୁ ଜିଲ୍ଲାପାଳ ଜେ ସୋନାଲ ନିଜ କାର୍ଯ୍ୟାଳୟକୁ ଫେରୁଥିବା ସମୟରେ ତାଙ୍କ କାରକୁ ରାସ୍ତାରେ ଅଟକାଇ ମହିଳାମାନେ ତାଙ୍କର ସମସ୍ୟା ଜଣାଇଥିଲେ । ଦୀର୍ଘ ୨ ମାସ ହେଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ଗରୀବ ଜନସାଧାରଣ!-->…
Read More...
Read More...
ମତଦାନ କେନ୍ଦ୍ରର ନାମକରଣ ଓ ସ୍ଥାନ ପରିବର୍ତ୍ତନ ସମ୍ପର୍କରେ ରାଜନୈତିକ ଦଳକୁ ନେଇ ବୈଠକ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ବାଲିଗୁଡା ଏବଂ ଘୁ.ଉଦୟଗିରି ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କିଛି ମତଦାନ କେନ୍ଦ୍ରର ନାମକରଣ ଓ ସ୍ଥାନ ପରିବର୍ତ୍ତନ ନେଇ ଏକ ରାଜନୈତିକ ଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଉପଜିଲ୍ଲାପାଳ ଡ଼ା.ରୀନା!-->…
Read More...
Read More...
କମ୍ବିଂ ବେଳେ ଗୁଳି ବିନିମୟ: ଜଣେ ନକ୍ସଲ ନିହତ
ବାଲିଗୁଡା :ଗତକାଲି ସନ୍ଧ୍ୟା ସମୟରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା କାମ୍ବେରିକିଆ ଅଞ୍ଚଳରେ ସୁରକ୍ଷା କର୍ମୀ କୁମ୍ବିଂ ଅପରେସନ୍ କରୁଥିବା ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ ଜବାନ । ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିଥିବା ବେଳେ ଜଣେ ଡିଭିଏଫ୍ ଜବାନ ଆହାତ ହୋଇଥିଲେ।ଏହି!-->…
Read More...
Read More...
ଆସନ୍ତାକାଲି ପୁରୀରେ ହେବ ନୂଆ ଓ ଉତ୍ସବ ତଥା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେବେ…
ପୁରୀ : ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିୟମ ଠାରେ ନୂଆ ଓ ଉତ୍ସବ ତଥା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲାର ବିଭିନ୍ନ କଲେଜର ଛାତ୍ରଛାତ୍ରୀମାନେ ଏହି ଡିଜିଟାଲ ଉତ୍ସବରେ ଯୋଗ ଦେବେ । ୫-ଟି!-->…
Read More...
Read More...