Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସର୍ବ ଭାରତୀୟ ଦଶପଲ୍ଲା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ; ନୂୂଆଦିଲ୍ଲୀ ବିଜୟୀ
ଦଶପଲ୍ଲା : ଦଶପଲ୍ଲାର ଅଗ୍ରଣୀ କ୍ରୀଡା ଅନୁଷ୍ଠାନ ସ୍ପୋର୍ଟିଭ ସ୍ପୋର୍ଟ୍ସ ସୋସାଇଟି ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ମୈଦାନରେ ଦ୍ୱିତୀୟ ଦିବସରେ ସର୍ବଭାରତୀୟ ଦଶପଲ୍ଲା କପ ଫୁଟବଲ ପ୍ରତିଯୋଗିତାରେ ଆଜି ଏମ.ଜେ.ବି. ୟୁନାଇଟେଡ଼ ସରୋଜିନୀ ନଗର ନୂଆଦିଲ୍ଲୀ ଓ ଭଞ୍ଜନଗର ଫୁଟବଲ ଏକାଡେମୀ, ଭଞ୍ଜନଗର!-->…
Read More...
Read More...
ଜଙ୍ଗଲର ନିଆଁ ନିରାକରଣ ପାଇଁ ପାରମ୍ପରିକ ନୃତ୍ୟ ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା କାର୍ଯ୍ୟକ୍ରମ
ବାଲିଗୁଡା: ବାନାଗ୍ନୀ ନିରାକରଣ ପାଇଁ ପାରମ୍ପରିକ ନୃତ୍ୟ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ବନାଗ୍ନୀ ରୋକିବାକୁ ଖରା ଦିନ ପୂର୍ବରୁ ସଜାଗ ହେଉଛି ବନ ବିଭାଗ ବାଲିଗୁଡ଼ା ଡିଏଫ୍ଓଙ୍କ ନିର୍ଦ୍ଦେଶ କ୍ରମେ ବାଲିଗୁଡା ବନଖଣ୍ଡ ଅନ୍ତର୍ଗତ ସୁଡ୍ରା!-->…
Read More...
Read More...
ବାଲିଗୁଡ଼ାର ୧୪ଟି ଗ୍ରାମ ପଞ୍ଚାୟତରେ ଗଡ଼ୁଛି ଅର୍ପଣ ରଥ
ବାଲିଗୁଡ଼ା: ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସାରା ରାଜ୍ୟର ଗଳି କନ୍ଦିରେ ବୁଲୁଛି ଅର୍ପଣ ରଥ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକର ୧୪ ପଞ୍ଚାୟତରେ ବୁଲୁଛି ଅର୍ପଣ ରଥ । ଅଞ୍ଚଳବାସୀ ଅର୍ପଣ!-->…
Read More...
Read More...
ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି 'ଭାଷା ହିଁ ଭବିଷ୍ୟତ'। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା!-->…
Read More...
Read More...
ଓଡ଼ିଶାରେ ୪ଦିନ ରହିବେ ରାହୁଲ
ଭୁବନେଶ୍ୱର: ନିର୍ବାଚନ ଆଗରୁ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଭାରତ ଯୋଡ ନ୍ୟାୟଯାତ୍ରା ସମୟରେ ଓଡିଶା ଆସିବେ ରାହୁଲ ଗାନ୍ଧୀ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଜିଲ୍ଲାରେ ଦେଇ ଅତିକ୍ରମ କରିବ । ଏହାସହ ଅଧିକ ୨ଟି ଜିଲ୍ଲା ଯାତ୍ରା କରିବାକୁ ମଧ୍ୟ ପ୍ରସ୍ତାବ ଦେବ ବୋଲି!-->…
Read More...
Read More...
ସୁଜନ ନାଗ ସ୍ମାରକୀ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ; ଫାଇନାଲରେ ଇଲେଭେନ୍ ଷ୍ଟାର କଳାପଥର
ସୁବର୍ଣ୍ଣପୁର : ସ୍ଥାନୀୟ ରୟାଲପଡିଆରେ ଚାଲିଥିବା ୧୧ତମ ସୁଜନ ନାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମିଫାଇନାଲ ମ୍ୟାଚରେ ରୟାଲ ଷ୍ଟାର ବରଗଡ ବନାମ ଇଲେଭେନ ଷ୍ଟାର କଳାପଥର ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଆଜିର ମ୍ୟାଚରେ ଟ୍ରାଇବ୍ରେକର ମାଧ୍ୟମରେ ୪-୨ଗୋଲ ବ୍ୟବଧାନରେ ଇଲେଭେନ!-->…
Read More...
Read More...
ଫୁଲବାଣୀ ପ୍ରେସକ୍ଳବର ଦ୍ୱିବାର୍ଷିକ ନିର୍ବାଚନ:ସୁନୀଲ ପଟ୍ଟନାୟକ ପୁନର୍ବାର ସଭାପତି, ବିରେନ୍ଦ୍ର ସମ୍ପାଦକ
ଫୁଲବାଣୀ :ଜିଲ୍ଲା ପ୍ରେସକ୍ଲବ ଫୁଲବାଣୀର ଦ୍ୱିବାର୍ଷିକ ସମ୍ମିଳନୀ ଓ ନୁତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ଭାବେ ପୁନଃର୍ବାର ସୁନୀଲ ପଟ୍ଟନାୟକ ଓ କାର୍ଯ୍ୟକାରୀ ସଭାପତି ଭାବେ ମଧ୍ୟ ପୁନର୍ବାର ଅଶୋକ ପରିଡା ନିର୍ବାଚିତ ହୋଇଛନ୍ତି । ସେହିପରି ଉପସଭାପତି!-->…
Read More...
Read More...
ରାଜ୍ୟପାଳ ଦିନିକିଆ ଗଜପତି ଜିଲ୍ଲା ଗସ୍ତ, ବିଭିନ୍ନ ହିତାଧିକାରୀଙ୍କ ସହିତ କଲେ ଆଲୋଚନା
ପାରଳାଖେମୁଣ୍ଡି:ଗଜପତି ଜିଲ୍ଲାରେ ମହାମହିମ ରାଜ୍ୟପାଳ ରଘୁବର ଦାସ ଆଜି ଦିନିକିଆ ଗସ୍ତ ଆସି ଜିଲ୍ଲାର ଜନସାଧାରଣଙ୍କ ସହିତ ବିଭିନ୍ନ ଉନ୍ନତମୂଳକ ଯୋଜନା ବିଷୟରେ ଆଲୋଚନା କରିଛନ୍ତି । ପ୍ରଥମେ ଗୋଷାଣି ପଞ୍ଚାୟତ ସମିତିଠାରେ ଜିଲ୍ଲା ପ୍ରଶାସନ ତରଫରୁ ରାଜ୍ୟପାଳଙ୍କୁ ଭବ୍ୟ ସ୍ୱାଗତ କରଯିବା ସହ!-->…
Read More...
Read More...
ଆଠଗଡରେ ଶ୍ରୀ ଜଗନ୍ନାଥଙ୍କ ଅର୍ପଣ ରଥର ଶୁଭାରାମ୍ଭ
ଆଠଗଡ: ଆଠଗଡସ୍ଥ ପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କ ମନ୍ଦିର ଓ ତିଗିରିଆ ପ୍ରସନ୍ନମଣୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରୁ ମାନ୍ୟବର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରକଳ୍ପ ପାଇଁ ଗୁଆ ଓ ଅକ୍ଷତ ସଂଗ୍ରହ ପାଇଁ ଅର୍ପଣ ରଥ ଗୁଡ଼ିକର ଶୁଭାରମ୍ଭ!-->…
Read More...
Read More...
ସର୍ବ ଭାରତୀୟ ଦଶପଲ୍ଲା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ଦଶପଲ୍ଲା : ଦଶପଲ୍ଲାର ଅଗ୍ରଣୀ କ୍ରୀଡ଼ା ଅନୁଷ୍ଠାନ ସ୍ପୋର୍ଟିଭ୍ ସ୍ପୋର୍ଟସ ସୋସାଇଟି ଆନୁକୂଲ୍ୟରେ ଆଜିଠାରୁ ସର୍ବ ଭାରତୀୟ ଦଶପଲ୍ଲା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଆଜି ଅତ୍ୟନ୍ତ ଉତ୍ସାହ ଉଦ୍ଦୀପନାର ସହିତ ଦଶପଲ୍ଲାର ଆରାଧ୍ୟଦେବ ଶ୍ରୀ ଶ୍ରୀ ମହାବୀରଙ୍କ ଲାଗିମାଳ ଓ!-->…
Read More...
Read More...