Browsing Category

ରାଜ୍ୟ

ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ

ମାଲକାନଗିରି: ଟଳିପଡିଲେ ୩ ମାଓବାଦୀ। ଛତିଶଗଡ ସୁକମା ଜିଲ୍ଲା ଗୋଲାପଲ୍ଲୀ ଜଙ୍ଗଲରେ ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ କରିବାକୁ
Read More...

ବ୍ରହ୍ମପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତ କରିଛନ୍ତି । ଆଜି ଦିନ ସାଢେ ୧୧ ଟା ବେଳେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ରାମଲିଙ୍ଗେଶ୍ୱର୍ ପାର୍କରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ
Read More...

ଜାନୁଆରୀ ୬ରୁ ହେବ ପକ୍ଷୀ ଗଣନା

ଭୁବନେଶ୍ବର : ଆସନ୍ତା ଜାନୁଆରୀ ୬ ତାରିଖରୁ ହେବ ପକ୍ଷୀ ଗଣନା । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି, ଚିଲିକା, ନଳବଣ, ମଙ୍ଗଳାଯୋଡ଼ି, ହୀରାକୁଦ, ନନ୍ଦନକାନନ ପରି ସ୍ଥାନରେ ବିଦେଶୀ ପକ୍ଷୀଙ୍କ ଆଗମନକୁ ନେଇ ଗଣତି କରିବ
Read More...

ଷ୍ଟିଭ୍ ସ୍ମିଥ୍ ଠାରୁ ଜ୍ୟାକ୍ ଫ୍ରେଜର ପର୍ଯ୍ୟନ୍ତ, ଏହି ୫ ଷ୍ଟାର ଖେଳାଳିଙ୍କୁ କେହି କିଣିଲେନି

ନୂଆଦିଲ୍ଲୀ: IPL 2026 ମିନି ନିଲାମ ଡିସେମ୍ବର 16, 2025 ରେ ଆବୁଧାବିରେ ଅନୁଷ୍ଠିତ ହୋଇଥିଲା। ଏହି ସମୟ ମଧ୍ୟରେ, ଅନେକ ପ୍ରମୁଖ ଖେଳାଳିଙ୍କ ଉପରେ ବିଡ୍ ଦିଆଯାଇଥିଲା। କ୍ୟାମେରନ୍ ଗ୍ରୀନ୍ IPL ନିଲାମ ଇତିହାସର ସବୁଠାରୁ ମହଙ୍ଗା ବିଦେଶୀ ଖେଳାଳି ହୋଇଥିଲେ। ଗ୍ରୀନ୍ ଙ୍କୁ କୋଲକାତା ନାଇଟ୍
Read More...

ଆଉ ନାହାନ୍ତି ସିନେ ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁ

ଭୁବନେଶ୍ୱର : ଓଡ଼ିଶାର ଜଣାଶୁଣା ସିନେ ପ୍ରଯୋଜକ,ବିତରକ ତଥା ବିଶିଷ୍ଟ ବ୍ୟବସାୟୀ ରବୀନ୍ଦ୍ର ମୋହନ ସାହୁ ଆଉ ନାହାନ୍ତି। ସେ ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲ‌ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଚିକିତ୍ସାଧୀନ
Read More...

ଶ୍ରୀମନ୍ଦିରରେ ପହିଲିଭୋଗ ନୀତି ଆରମ୍ଭ

ପୁରୀ-ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଏହି ତିଥିରେ ଶ୍ରୀମନ୍ଦିରରେ ପାଳିତ ହୋଇଛି ସ୍ୱତନ୍ତ୍ର ନୀତିକାନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡ଼ାନ୍ତ ହୋଇଥିବା ନୀତିନିର୍ଘଣ୍ଟ ଅନୁଯାୟୀ ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଅର୍ଥାତ୍ ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ
Read More...

ଆଇପିଏଲ ନିଲାମ ତାଲିକାରେ ୨ ଓଡ଼ିଆ, ଜାଣନ୍ତୁ କେତେ ରହିଛି ବେସ୍ ପ୍ରାଇସ୍

ଭୁବନେଶ୍ୱର ୧୬।୧୨ : ଆଇପିଏଲ ନିଲାମ ତାଲିକାରେ ପୁଣି ଓଡ଼ିଆ । ଇଣ୍ଡିଆନ୍ ପ୍ରିମିୟର ଲିଗର ନିଲାମରେ ୨ଜଣ ଓଡ଼ିଆ କ୍ରିକେଟର ସାମିଲ ହୋଇଛନ୍ତି । ୨ ଓଡ଼ିଆ କ୍ରିକେଟରଙ୍କୁ ଆଇପିଏଲ ନିଲାମ ତାଲିକାରେ ଯୋଡ଼ିଛି ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ । ତେବେ ଯୋଡ଼ି ହୋଇଥିବା ଦୁଇ ଓଡ଼ିଆ
Read More...

ଏଣିକି ମନଇଚ୍ଛା ବାତିଲ ହୋଇପାରିବନି ଡିଏଲ୍‌, ଆର୍‌ସି

କଟକ: ରାଜ୍ୟର ଅନେକ ଆର୍‌ଟିଓ(ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ) ପକ୍ଷରୁ ମୋଟର ଭେଇକିଲ୍ ଆଇନ ଉଲ୍ଲଂଘନ ହୋଇଥିବା ଦର୍ଶାଯାଇ ଗାଡ଼ି ମାଲିକଙ୍କ ଡିଏଲ୍ ବା ଗାଡ଼ିର ଆର୍‌ସିକୁ ବାତିଲ୍ କରି ଦିଆଯାଉଥିଲା । ଏହାର କୌଣସି ରେକର୍ଡ ରଖାଯାଉ ନ ଥିଲା । କିମ୍ବା ଗାଡ଼ି ମାଲିକଙ୍କୁ କାର୍ଯ୍ୟାନୁଷ୍ଠାନର
Read More...

ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ବ୍ରହ୍ମପୁର:ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ଘଟଣାରେ ପୂର୍ବତନ ବିଧାୟକ ବିକ୍ରମଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ୍ ଖାରଜ ହୋଇଛି। ଅଭିଯୁକ୍ତ ମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ ,ଆଇନଜୀବୀ ମଦନ ମୋହନ
Read More...

ଓଡ଼ିଶାରେ ଶୀତ ଲହରି ଜାରି , ବିଭିନ୍ନ ସ୍ଥାନରେ ତୁଷାରପାତ

ଭୁବନେଶ୍ବର: ଓଡ଼ିଶାରେ ଶୀତ ଲହରି ଜାରି ରହିଛି। ବିଭିନ୍ନ ସ୍ଥାନରେ ତୁଷାରପାତ ହେଉଥିବାର ଖବର ମିଳିଛି। ଘୁ.ଉଦୟଗିରି ଅଞ୍ଚଳରେ ଦ୍ୱିତୀୟ ଦିନ ପୁଣି ୩.୧ ଡିଗ୍ରି ତାପମାତ୍ରା ରେକର୍ଡ଼ କରାଯାଇଛି।ଏଣେ ଥଣ୍ଡା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ। ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଆଡେ
Read More...