Browsing Category

ରାଜ୍ୟ

ଫେବ୍ରୁଆରୀ ୧୫ରୁ ୨୫ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୧୫ରୁ ୨୫ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୫ରୁ ୨୫ଭିତରେ ଯେକୌଣସି ତାରିଖରେ ପରୀକ୍ଷା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଉଚ୍ଚମାଧ୍ୟମକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡା । ଡିସେମ୍ବର ୧୫ତାରିଖ ସୁଦ୍ଧା ପିଲମାନଙ୍କୁ ମିଳିବ
Read More...

ଆତ୍ମସମର୍ପଣ କଲେ ଆଉ ୨୦୮ ନକ୍ସଲ

ନୂଆଦିଲ୍ଲୀ: ଆଜି ଛତିଶଗଡ ଜଗଦଲପୁରରେ ଆତ୍ମସମର୍ପଣ କରିଛନ୍ତି ୨୦୮ ନକ୍ସଲ । ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ, ଉପମୁଖ୍ୟମନ୍ତ୍ରୀ ଓ ପୁଲିସ ଡିଜିଙ୍କ ଉପସ୍ଥିତିରେ ସିପିଆଇ ମାଓବାଦୀ ସେଣ୍ଟ୍ରାଲ କମିଟି ମେମ୍ବର ରୁପେଶ ନେତୃତ୍ୱରେ ନକ୍ସଲମାନେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି ।
Read More...

ବାଇକକୁ ପଛରୁ ପିଟିଲା ଅଜଣା ଗାଡ଼ି, ତିନି ମୃତ

କାମାକ୍ଷାନଗର: କାମାକ୍ଷାନଗର ଥାନା ୫୩ ନମ୍ବର ଜାତୀୟ ରାଜପଥର ମାଳପୁରା ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା l ବାଇକକୁ ପଛରୁ ପିଟିଲା ଅଜଣା ଗାଡ଼ିl ଘଟଣା ସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି l କାମାକ୍ଷାନଗର ଥାନା ୫୩ ନମ୍ବର ଜାତୀୟ ରାଜପଥର
Read More...

ପୋଲିସ SI ପରୀକ୍ଷା କେଳେଙ୍କାରୀ, ମାଷ୍ଟର ମାଇଣ୍ଡରେ ଜଣେ ମହିଳା

ଭୁବନେଶ୍ୱର: ପୋଲିସ SI ପରୀକ୍ଷା କେଳେଙ୍କାରୀ ନେଇ କ୍ରାଇମବ୍ରାଞ୍ଚ ଡିଜି ବଡ଼ ଖୁଲାସା କରିଛନ୍ତି। କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି, ଘଟଣାରେ ମୋଷ୍ଟ ୱାଣ୍ଟେଡ ଦଲାଲ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ ହୋଇଛନ୍ତି। ସୁକାନ୍ତ ମହାରଣା, ସୌମ୍ୟା ପିୟଦର୍ଶିନୀ ଓ ଅଭିମନ୍ୟୁ ଦୋରାଙ୍କୁ
Read More...

ନୂଆପଡା ବିଜୟ ସଂକଳ୍ପ ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ନୂଆପଡା-ନୂଆପଡା ଜିଲ୍ଲା କୁ ଦିନିକିଆ ଗସ୍ତରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିବା ସହ ବିଜୟ ସଂକଳ୍ପ ସମାବେଶ ରେ ଯୋଗ ଦେଇଛନ୍ତି। ଏହି ଅବସରରେ ଜିଲ୍ଲା ବାସୀ ଙ୍କୁ ଉଦବୋଧନ ଦେଇ ଜିଲ୍ଲା ରେ ୧୪୦୦ କୋଟି ଟଙ୍କା ବିକାଶ ମୂଳକ କାର୍ଯ୍ୟ ଆଗାମୀ ଦିନ ରେ କରାଯିବ, ନୂଆପଡ଼ା ଡବଲ
Read More...

ପଦ୍ମ ଧରିଲେ ଲମ୍ବୋଧର ନିଆଲ

ନୂଆପଡା: ନୂଆପଡାରେ ବିଜେଡିକୁ ଆଉ ଏକ ଶକ୍ତ ଝଟକା ଲାଗିଛି । ଲମ୍ବୋଧର ବିଜେଡିରୁ ଇସ୍ତଫା ଦେଇ ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଥିବା ସୂଚନା ମିଳିଛି । ଏହାପରେ ସେ ବିଜେପିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଲମ୍ବୋଧର ଉପସ୍ଥିତ ରହିଛନ୍ତି । ଯାହାକି ବିଜେଡି
Read More...

ସ୍ନେହାଙ୍ଗିନୀ ଛୁରିଆଙ୍କ ସଂପର୍କରେ ବଡ କଥା କହିଲେ ଦେବୀ ମିଶ୍ର

ନୂଆପଡ଼ା୦: ନୂଆପଡ଼ା ଉପ ନିର୍ବାଚନ ନେଇ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ସ୍ନେହାଙ୍ଗିନୀ ଛୁରିଆଙ୍କ ନାମରେ ମୋହର ମାରିଛି ଦଳ । ଆଉ ପ୍ରାର୍ଥୀ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି  ବିଜେଡି ଉପ-ସଭାପତି ଦେବୀ ପ୍ରସାଦ ମିଶ୍ର । ସେ କହିଛନ୍ତି ନୂଆପଡ଼ା ପାଇଁ ସ୍ନେହାଙ୍ଗିନୀ ପୁରୁଣା ଚେହେରା
Read More...

ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା,ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା
Read More...

୭୯ ବର୍ଷରେ ପଦାର୍ପଣ କଲେ ନବୀନ, ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର: ଗୁରୁବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ସକାଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇ
Read More...

ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ପ୍ରାର୍ଥୀ

ଭୁବନେଶ୍ଵର: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ ଘାସିରାମ
Read More...