Browsing Category

ରାଜ୍ୟ

ଅମଲାତନ୍ତ୍ରକୁ ମନ୍ତ୍ରୀଙ୍କ କଡା ତାଗିଦ୍

ଭୁବନେଶ୍ଵର: ଲୋକଙ୍କ ସେବକ ହୋଇ କାମ କରିବାକୁ କଡା ନିର୍ଦେଶ ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀ ସୁରେଶ ପୂଜାରୀ କଡା ତାଗିଦ୍ କରିଛନ୍ତି। ଜିଲ୍ଲାସ୍ତରରେ ସମାଧାନ ହେବା ଭଳି ଅଭିଯୋଗକୁ ନେଇ ମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି। ଦୂରଦୂରାନ୍ତରୁ
Read More...

ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା

ଭୁବନେଶ୍ୱର: ମଙ୍ଗଳବାରଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା। ବରଗଡ଼ରୁ ମଣ୍ଡିରେ ଧାନ ସଂଗ୍ରହ ଆରମ୍ଭ ହେବ। ଚଳିତବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର। ଚାଷୀଙ୍କ ପାଇଁ ମଣ୍ଡିଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀ ପାଇଁ ମଣ୍ଡିଗୁଡ଼ିକରେ ଖାଦ୍ୟ, ପାନୀୟ ଓ
Read More...

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଲୋକଙ୍କ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ଭୁବନେଶ୍ଵର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ବସିଲା ଜନତା ଦରବାର। ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ସକାଳେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଭିଡ଼ ହୋଇଥିଲା। ଅନଲାଇନରେ ପଞ୍ଜିକରଣ କରିଥିବା ପ୍ରାୟ ୧ ହଜାର
Read More...

ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଶ୍ରଦ୍ଧାଞ୍ଜଳୀ ଓ ମାଲ୍ୟାର୍ପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ସମଗ୍ର ଆଦିବାସୀ ସମାଜର ଗୌରବ, ମାତୃଭୂମିର ପରମ ପୂଜକ, ବୀର ଓ ମହାତ୍ମା ଗାନ୍ଧୀଙ୍କ ପଟ୍ଟଶିଷ୍ୟ ଶହୀଦ ଲକ୍ଷ୍ମଣ ନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଆଜି ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଞ୍ଜଳୀ ପୂର୍ବକ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ୧୮୯୯ ମସିହା ନଭେମ୍ବର
Read More...

ଗିଲଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ସୂଚନା ଦେଲେ ପନ୍ତ, ଅଧିନାୟକ ହେବା ଗର୍ବର ବିଷୟ

ନୂଆଦିଲ୍ଲୀ। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ଆଜି ଗୌହାଟୀରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକାର ଅଧିନାୟକ ଟେମ୍ବା ବାଭୁମା ଟସ୍ ଜିତି ଭାରତ ବିପକ୍ଷରେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। କୋଲକାତାରେ ପ୍ରଥମ ଟେଷ୍ଟକୁ 30
Read More...

ହିନ୍ଦୋଳ ସବ୍-ଟ୍ରେଜେରିର ପୂର୍ବତନ କିରାଣି ଗିରଫ

ଭୁବନେଶ୍ବର: ହିନ୍ଦୋଳ ସବ୍-ଟ୍ରେଜେରିର ପୂର୍ବତନ କିରାଣି ଗିରଫ । ମନୋରଞ୍ଜନ ସାହୁଙ୍କୁ ବନ୍ଧିଲା ଭିଜିଲାନ୍ସ ଟିମ୍ । ସରକାରୀ ଟଙ୍କା ଆତ୍ମସାତ୍ କରିଥିବା ଅଭିଯୋଗରେ ପୂର୍ବତନ କିରାଣି ଗିରଫ ହୋଇଛନ୍ତି । ପ୍ରାୟ ୬୮.୮୫ ଲକ୍ଷ ଟଙ୍କା ହରିଲୁଟ୍ କରି ୨୦୨୪ରୁ ଫେରାର୍ ଥିଲେ କିରାଣି ବାବୁ ।
Read More...

ରଥକାଠ ଅନୁକୂଳ ପାଇଁ ଶୁଭଦିନ ନିର୍ଘଣ୍ଟ

ଗଣିଆ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଘୋଷଯାତ୍ରା ନିମନ୍ତେ ରଥକାଠ ଅନୁକୂଳ ପାଇଁ ନୟାଗଡ଼ ବନଖଣ୍ଡ ଅଧିକାରୀ ଦେବାର୍ଚନ ବେହେରାଙ୍କ ନିର୍ଦ୍ଦେଶରେ ଦଶପଲ୍ଲା ରେଞ୍ଜର ଶ୍ରୀନିବାସ ଦାଶ, ଅବସରପ୍ରାପ୍ତ ବନପାଳ ତଥା ଗଣକ ପ୍ରଫୁଲ୍ଲ କୁମାର ଦାଶ,ମା ବଡରାଉଳଙ୍କ ପୁରୋହିତ ପ୍ରଶନ୍ନ କୁମାର ଦାଶଙ୍କ
Read More...

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର ପ୍ରଧାନ

ପୁରୀ- ବିହାର ନିର୍ବାଚନରେ ଏନ୍ ଡି ଏ ବିପୁଳ ସଫଳତା ପାଇ ସରକାର ଗଠନ କରିଚି। ଏହି ଅବସରରେ ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ପୁରୀରେ ପହଁଚିବା ପରେ ଅଠରନଳା ଠାରୁ ତାଙ୍କୁ ବିରାଟ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀମନ୍ଦିରରେ
Read More...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ,ପ୍ରୋଟୋକଲ ଦର୍ଶନ ପାଇଁ ଆସିବ ସ୍ୱତନ୍ତ୍ର ଏସଓପି

ପୁରୀ-ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ଶ୍ରୀମନ୍ଦିର ନାଟମଣ୍ଡପରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ବ୍ୟବସ୍ଥା ନେଇ ଆଲୋଚନା ହୋଇଥିଲା। କାଠ ରାମ୍ପ ଯେଭଳି ମହାପ୍ରଭୁଙ୍କ ନୀତିକାନ୍ତିରେ ପ୍ରଭାବିତ କରିବ ନାହିଁ
Read More...

ଭୁବନେଶ୍ୱର ବିମାନବନ୍ଦରରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ୱାଗତ

ଭୁବନେଶ୍ବର: ବିହାର ବିଧାନସଭା ନିର୍ବାଚନର ବିନ୍ଧାଣି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିହାରରେ ଏନ୍‌ଡିଏ ଚମତ୍କାର ପ୍ରଦର୍ଶନ ପରେ ସେ ଓଡ଼ିଶା ଆସୁଥିବା ହେତୁ ତାଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ଭବ୍ୟ ସ୍ବାଗତ
Read More...