Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜିଲ୍ଲା ସ୍ତରୀୟ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ବିପଦ ହ୍ରାସ ଦିବସ -୨୦୨୩ ପାଳିତ
ଫୁଲବାଣୀ : ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲ୍ଲା ଜରୁରୀ କାଳୀନ ବିଭାଗର ମିଳିତ ଆନୁକୁଲ୍ୟରେ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ଠାରେ ଆଜି ଜିଲ୍ଲା ସ୍ତରୀୟ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ବିପଦ ହ୍ରାସ ଦିବସ -୨୦୨୩ ପାଳିତ ହୋଇଯାଇଛି ।ସମ୍ଭାବ୍ୟ!-->…
Read More...
Read More...
ବୌଦ୍ଧରେ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ଦିବସ ଅନୁଷ୍ଠିତ
ବୌଦ୍ଧ,୨୯/୧୦:- ବୌଦ୍ଧ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ସକାଳ ୯ ଘଟିକା ସମୟରେ ଜ଼ିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଏହି ସଚେତନତା ରା଼ଲିର ଶୁଭ ଉଦଘାଟନ କରିଥିଲେ!-->…
Read More...
Read More...
ଓଡ଼ିଶାର ଗୋଲ୍ଡେନ୍ ଜିମ୍ନାଷ୍ଟ ପ୍ରଣତି ନାୟକଙ୍କୁ ୨୩ଲକ୍ଷ ଟଙ୍କାର ପୁରସ୍କାର ସହ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଗୋଆରେ ଚାଲିଥିବା ୩୭ତମ ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଜିମ୍ନାଷ୍ଟିକ୍ସର ଉଜ୍ଜ୍ୱଳ ତାରକା ପ୍ରଣତି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି।କ୍ରୀଡ଼ାରେ ତାଙ୍କର ଦକ୍ଷତାକୁ ସ୍ୱୀକୃତି ଜଣାଇ ମୁଖ୍ୟମନ୍ତ୍ରୀ ତାଙ୍କୁ!-->…
Read More...
Read More...
ନୂଆଗାଁରେ ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳିତ
ନୂଆଗାଁ : ନୂଆଗାଁ ବ୍ଲକ ପରିସରରେ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ବିପର୍ଯ୍ୟୟ ହ୍ରାସ ପାଇଁ ଜାତୀୟ ଦିବସ ୨୦୨୩ ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସରକାରଙ୍କ ଦ୍ୱାରା ବିପର୍ଯ୍ୟୟ ମୁକାବିଲା କରିବା ନିମନ୍ତେ ପ୍ରତ୍ୟେକ ବ୍ଲକ ମଧ୍ୟରେ ଏହି!-->…
Read More...
Read More...
୨୪ ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି ବୌଦ୍ଧର ଟେନିଶା ମେହେର
ବୌଦ୍ଧ,୨୯/୧୦:- ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁରଠାରେ ଆୟୋଜିତ ୨୪ ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତାରେ ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଙ୍ଘର ତୀରନ୍ଦାଜୀ ଟେନିଶା ମେହେର ଇଣ୍ଡିଆନ ରାଉଣ୍ଡ ବାଳିକା ବିଭାଗରେ ୬୪୨ ସ୍କୋର ସହ ତୃତୀୟ ସ୍ଥାନ ପାଇ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି ।!-->…
Read More...
Read More...
ଚମ୍ପୁଆ ଏନ୍ଏସି ଦ୍ୱାରା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳିତ
ଚମ୍ପୁଆ:ରଜ୍ୟ ସରକାରଙ୍କ ଆହ୍ୱାନ କ୍ରମେ ଆଜି ଚମ୍ପୁଆ ଏନ୍ଏସି ତରଫରୁ ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳନ କରାଯାଇଅଛି । ଏନ୍ଏସି ଅଧ୍ୟକ୍ଷ ଗିରିଜା ଶଙ୍କର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏକ ଜନସଚେତନତା ରାଲି ପରିଷଦ କାର୍ଯ୍ୟାଳୟରୁ ବାହାରି ସହର ପରିକ୍ରମା କରି!-->…
Read More...
Read More...
ସହରାଞ୍ଚଳ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପୁରୀ ମୁନିସିପାଲଟି ପୁରସ୍କୃତ
ପୁରୀ : ପ୍ରାକୃତିକ ବିପର୍ଯ୍ୟୟକୁ ରୋକା ଯାଇପାରିବ ନାହିଁ, କିନ୍ତୁ ଉପଯୁକ୍ତ ପରିଚାଳନା ଓ ପୂର୍ବ ସତର୍କତା ବିପର୍ଯ୍ୟୟର କ୍ଷୟକ୍ଷତିକୁ ହ୍ରାସ କରାଯାଇପାରିବ । ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟେକ ଜୀବନ ମୂଲ୍ୟବାନର ଉକ୍ତିକୁ ସାର୍ଥକ କରିବାକୁ ପୁରୀ ପୌରପାଳିକା ପକ୍ଷରୁ ଗ୍ରହଣୀୟ କରାଯାଇଥିବା!-->…
Read More...
Read More...
ବଲାଙ୍ଗିର ଦିନ ଅବସରରେ ସାହିତ୍ୟ କୁଟୁମ ତରଫରୁ କବିତା ଆସର
ବଲାଙ୍ଗିର : ବଲାଙ୍ଗିର ଦିନ ଅବସରରେ ସାହିତ୍ୟ କୁଟୁମ ତରଫରୁ ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଏକ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ଏହି ଆସରରେ କବି ବଳିଷ୍ଠ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ କବି ଗୋପାଳଚନ୍ଦ୍ର ମେହେର, ସମାଜସେବୀ ବିନୋଦ କାଲସାଏ ଅତିଥି ଭାବେ ଯୋଗ!-->…
Read More...
Read More...
ହରଗୌରୀ ଯାତ୍ରାର ତୃତୀୟ ଦିବସରେ ହରଙ୍କ ଆଗମନ
ସୋନପୁର : ପ୍ରଥମେ ଗୌରୀଙ୍କୁ ଆବାହନ ପରେ ପରେ ଆଜି ଘଣ୍ଟଘଣ୍ଟା ଓ ଢୋଲନିଶାଣର ତାଳେତାଳେ ଏକ ବିରାଟ ପଟୁଆରରେ ଢେରାପଡାକୁ ଶିବଙ୍କର ଆଗମନ ହୋଇଛି । ଏଥିପାଇଁ ଆଜି ସଂଧ୍ୟାରେ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ଢେରାପଡାର ଶତାଧିକ ମହିଳା ଓ ପୁରୁଷ ମିଶି ଦୁର୍ଗାମଣ୍ଡପ ନିକଟସ୍ଥ ସ୍ୱର୍ଗତ ଗୋଲେଖ!-->…
Read More...
Read More...
କାର୍ତ୍ତିକ ବ୍ରତ ଆରମ୍ଭ, ଶ୍ରୀକ୍ଷେତ୍ର ଚଳଚଞ୍ଚଳ
ପୁରୀ: ଶ୍ରୀକ୍ଷେତ୍ରରେ ଆରମ୍ଭ ହେଇଛି କାର୍ତ୍ତିକ ବ୍ରତ । ହାବିଷ୍ୟାଳି ମାନେ ଚଉରା ମୂଳେ ରାଇ ଦାମୋଦରଙ୍କୁ ସଂକଳ୍ପ କରି କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି । ଆଜି ଠାରୁ ଏକ ମାସ ଯାଏ ଏହି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି । ସେଥିପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇ ପଡ଼ିଛି ।!-->…
Read More...
Read More...