Browsing Category

ରାଜ୍ୟ

ଦାରିଙ୍ଗବାଡିରେ ଖସୁଛି ପାରଦ

ଦାରିଙ୍ଗବାଡି: ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ ଶୀତ ଧୀରେ ଧୀରେ ଅନୁଭୂତ ହେଉଛି। ଘର ଭିତର ଅପେକ୍ଷା ଶୀତ ବାହାର ପରିବେଶରେ ଅଧିକା ଅନୁଭୂତ ହେଉଛି ବିନା ଶୀତ ବସ୍ତ୍ରରେ ବାଇକ କିମ୍ବା ଖୋଲା ଯାନରେ
Read More...

ଅଜିତ ଅଗରକର ଓ ବିସିସିଆଇ ଉପରେ ରାଗିଲେ ମହମ୍ମଦ ଶାମିଙ୍କ କୋଚ୍

ନୂଆଦିଲ୍ଲୀ। ଯେତେବେଳେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କରାଯାଇଥିଲା, ସେତେବେଳେ ସେଥିରୁ ଗୋଟିଏ ନାମ ନଥିଲା। ଏହି ନାମ ହେଉଛି ମହମ୍ମଦ ଶାମି। ଶାମି ବହୁତ ଦିନ ଧରି ଦଳରୁ ବାହାରେ ଅଛନ୍ତି। ତାଙ୍କୁ ଶେଷ ଥର ପାଇଁ ଚାମ୍ପିଅନ୍ସ
Read More...

ଛାଡ଼ଖାଇ ପାଇଁ ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼

ଭୁବନେଶ୍ବର: ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଆଜି ରାଜଧାନୀରେ ରୋହି ମାଛ ୨୦୦ରୁ ଅଢ଼େଇଶ, ଇଲିସିର ଦର କିଲୋ ପ୍ରତି ୧୮୦୦, କଙ୍କଡ଼ା ୧୨୦୦ ଟଙ୍କାରେ ବିକ୍ରି ହେଉଥିବା ଜଣାଯାଇଛି। ତେଣେ କଟକରେ ବି ଦର ସମାନ ରହିଛି। ତେବେ ମଟନ୍ ଦର ଭିନ୍ନ
Read More...

ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ; ଶ୍ରୀମନ୍ଦିରରୁ ହିଡେନ କ୍ୟାମେରା ଜବତ ଓ ନକଲି ସେବାୟତ ଅଟକ

ପୁରୀ: ପୁଣି ଶ୍ରୀମନ୍ଦିର ଭିତରୁ ଜବତ ହେଲା ହିଡେନ କ୍ୟାମେରା । ହିଡେନ କ୍ୟାମେରା ପିନ୍ଧିଥିବା ଗୁଜୁରାଟ ଅହମଦାବାଦର ଭକ୍ତ ଭରତ ପାଣ୍ଡିଆ ଶ୍ରୀମନ୍ଦିରର ଜଗମୋହନରେ ଧରାପଡିଲେ। ଭରତ ପାଣ୍ଡିଆ ଶ୍ରୀମନ୍ଦିର ଡ୍ୟୁଟିରେ ଥିବା ଜଣେ ସହକାରୀ କମାଣ୍ଡାଣ୍ଟଙ୍କ ସମ୍ପର୍କୀୟ ହୋଇଥିବାରୁ ଜଣେ ସିପାହୀ
Read More...

ଓଡ଼ିଶାରେ ବନ୍ଦେ ମାତରମ୍‌ର ୧୫୦ ବର୍ଷପୂର୍ତ୍ତି ପାଳନର ଶୁଭାରମ୍ଭ

ଭୁବନେଶ୍ବର: ବନ୍ଦେ ମାତରମ୍ କେବଳ ଗୀତ ନୁହେଁ, ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଓ ବୀରତାର ପ୍ରତୀକ। ବଙ୍କିମ୍ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ୱାଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ ବୈପ୍ଳବିକ ମନୋଭାବ ଜଗାଇଥିଲା
Read More...

ଭୁବନେଶ୍ୱରରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ

ଭୁବନେଶ୍ୱର: କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଶୁକ୍ରବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସଚିବ ଉଷା ପାଢ଼ୀ ପ୍ରମୁଖ ମନ୍ତ୍ରୀ ଗଡ଼କରୀଙ୍କୁ ସ୍ବାଗତ
Read More...

କମ୍ ବଜେଟରେ ହନିମୁନ୍ ଯିବାକୁ ଚାହୁଁଥିଲେ, ବାଛନ୍ତୁ ଏହି 6 ସ୍ଥାନ

ଭାରତରେ ବିବାହ ଋତୁ ଆରମ୍ଭ ହୋଇସାରିଛି। ବିବାହ ପରେ ଦମ୍ପତିମାନେ ଅନିବାର୍ଯ୍ୟ ଭାବରେ ହନିମୁନ ଯାତ୍ରା କରନ୍ତି। ଯଦି ଆପଣ ଭାରତରେ ଏକ ହନିମୁନ ଯାତ୍ରା ପାଇଁ ସ୍ଥାନ ଖୋଜୁଛନ୍ତି, ତେବେ ଏହି ଆର୍ଟିକିଲ୍ ଆପଣଙ୍କ ପାଇଁ। ଭାରତ ପରିଦର୍ଶନ କରିବା ପାଇଁ ବିଭିନ୍ନ ସ୍ଥାନ ଏବଂ ଆପଣଙ୍କ ସାଥୀଙ୍କ
Read More...

ନୂଆପଡା ପାଇଁ ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା କଂଗ୍ରେସ

ନୂଆପଡା: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ପ୍ରଥମ ଥର ଉପନିର୍ବାଚନରେ କଂଗ୍ରେସ ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି । ଦଳର ସମସ୍ତ ବରିଷ୍ଠ ନେତା, ସାଂସଦ, ବିଧାୟକ, ସଭାପତି, ପୂର୍ବତନ ସଭାପତିଙ୍କ ଉପସ୍ଥିତିରେ ନିର୍ବାଚନୀ ଇସ୍ତାହାର
Read More...

ଫୁଲବାଣୀ ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ

ଭୁବନେଶ୍ୱର :ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଶୁଷ୍କ-ଥଣ୍ଡା ପବନ ପ୍ରଭାବରେ ଗତ କିଛି ଦିନ ମଧ୍ୟରେ ରାତିର ତାପମାତ୍ରା ପ୍ରାୟ ପାଞ୍ଚ ଡିଗ୍ରି ସେଲସିୟସ ହ୍ରାସ ପାଇଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ ଅନୁଭବ ହେବା ଆରମ୍ଭ ହୋଇଛି।ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରି
Read More...

ନୂଆପଡା ଉପନିର୍ବାଚନ : ଆଜି ପ୍ରଚାର କରିବେ ଓଡ଼ିଶା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଗୁରୁବାର ଉପନିର୍ବାଚନ ପ୍ରଚାର ପାଇଁ ନୂଆପଡା ଗସ୍ତରେ ଯାଉଛନ୍ତି। ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରଖି ଭାଜପା ପ୍ରାର୍ଥୀଙ୍କ ସପକ୍ଷରେ ଜନମତ ନେବାକୁ ଦଳ ଚିନ୍ତା କରିଛି। ମୋହନ
Read More...