Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଡିସେମ୍ବର ୨୫ରୁ ମଣ୍ଡି ଖୋଲିବ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଧାନ ନେବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଗୋଦାମ ଖାଲି କରିବା ପାଇଁ ମିଲରଙ୍କୁ ବି ଦାୟିତ୍ୱ ଦିଆଯାଇଛି। ପଞ୍ଜୀକୃତ ସମସ୍ତ ଚାଷୀଙ୍କଠାରୁ!-->…
Read More...
Read More...
ରାଜ୍ୟରେ କମିବ ଥଣ୍ଡା, ବଢିବ ରାତି ତାପମାତ୍ର
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବାରୁ ପାହାଡ଼ିଆ ଏବଂ ସମତଳ ଅଞ୍ଚଳଗୁଡିକରେ ଶୀତ ଲହରୀ ଜାରି ରହିଥିଲା। ଗତ ୨୪ଘଣ୍ଟା ମଧ୍ୟରେ ଅନେକ ଅଞ୍ଚଳରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଫଳସ୍ବରୂପ ଶୀତ ପ୍ରକୋପ ସାମାନ୍ୟ କମିଛି। ଭୁବନେଶ୍ବର ପାଣିପାଗ!-->…
Read More...
Read More...
ଜିଲ୍ଲା ସ୍ତରୀୟ 72 ତମ ସମବାୟ ସପ୍ତାହ ପାଳିତ, ଯୋଗଦେଲେ ସାଂସଦ ଓ ବିଧାୟକ
ବୌଦ୍ଧ - ବୌଦ୍ଧ ସହର ବୁଟୁପାଲି ସ୍ଥିତ ତୁଳସୀ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ 72 ତମ ସମବାୟ ସପ୍ତାହ ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଓ ବିଶିଷ୍ଟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର!-->…
Read More...
Read More...
ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ
ଭୁବନେଶ୍ୱର: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କୁ ପରଲୋକ ଘଟିଛି।ହ୍ୟୁମାନ ‘ମଲ୍ଟି ଅର୍ଗାନ ଡିସଫଙ୍କସନ ସିଣ୍ଡ୍ରୋମ’ (MODS) ସହ ଏନସେଫାଲୋପାଥି (ମସ୍ତିଷ୍କ ସମସ୍ୟା), ଶକ, ଶ୍ୱାସକ୍ରିୟାରେ ବିଫଳତା, ତୀବ୍ର ବୃକକ ଆଘାତ, ଯକୃତ ରୋଗ,!-->…
Read More...
Read More...
18ରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150 ତମ ଜନ୍ମ ବାର୍ଷିକୀ ଉପଲକ୍ଷେ
ଜ଼ିଲ୍ଲାସ୍ତରୀୟ ପଦଯାତ୍ରା
ବୌଦ୍ଧ: ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜ଼ିଲ୍ଲା ସ୍ତରୀୟ ପଦଯାତ୍ରାର ଶେଷ ପ୍ରସ୍ତୁତି ବୈଠକ ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଆସନ୍ତାକାଲି ଦିନ ସକାଳ ଘ. 7.30 ମି. ସମୟରେ ଜଗନ୍ନାଥ ମନ୍ଦିର ପାଖରୁ ଏହି ପଦଯାତ୍ରା ଆରମ୍ଭ!-->…
Read More...
Read More...
ମହାପ୍ରଭୁଙ୍କ ପଇତାଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ-ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହୋଇଛି। ଏଥିପାଇଁ ଅପରାହ୍ନ 5 ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଥିଲା । ଦଇତାପତି ସେବାୟତଙ୍କ ଏହା ଗୋଷ୍ଠୀଗତ ସେବା ହୋଇଥିବା ବେଳେ ଏହା ଏକ ଗୁପ୍ତନୀତି!-->…
Read More...
Read More...
ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଆସିଲା ବଡ ଖବର
ଭୁବନେଶ୍ୱର : ଏବେ ହେବନି ମନ୍ତ୍ରୀମଣ୍ଡଳ ଅଦଳବଦଳ । ଏ କଥା କହିଛନ୍ତି ରାଜ୍ୟ ବିଜେପି ପ୍ରଭାରୀ ବିଜୟପାଲ ସିଂହ ତୋମାର । ଅନ୍ୟପଟେ ସେ କହିଛନ୍ତି ଯେ ତାଲିକା ପ୍ରସ୍ତୁତ ସରିଛି, ଖୁବଶୀଘ୍ର ବୋର୍ଡ-ନିଗମରେ ନିଯୁକ୍ତି ହେବ । କେନ୍ଦ୍ରରୁ ମଞ୍ଜୁରୀକୁ ଅପେକ୍ଷା କରାଯାଇଛି ସେ କହିଛନ୍ତି ।
!-->!-->!-->…
Read More...
Read More...
ଶେଖ୍ ହସିନା ଦୋଷୀ ସାବ୍ୟସ୍ତ
ନୂଆଦିଲ୍ଲୀ : ବାଂଲାଦେଶ ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୋଷୀ ସାବ୍ୟସ୍ତ । ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି ବାଂଲାଦେଶ କୋର୍ଟ । ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ହୋଇଥିଲା ମାମଲା । କୋର୍ଟ ଜୁଲାଇ ବିଦ୍ରୋହ ପାଇଁ ହସିନାଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ଦଣ୍ଡ!-->…
Read More...
Read More...
ଓଡ଼ିଶା ଉପରେ ଆତଙ୍କବାଦୀଙ୍କ ନଜର
ଭୁବନେଶ୍ୱର: ଆତଙ୍କବାଦୀଙ୍କ ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶା ହାଇଆଲର୍ଟରେ ରହିଛି। ପୁରୀ, ଭୁବନେଶ୍ୱର, କଟକ, ପାରାଦୀପ, ବାଲେଶ୍ୱର, ସମ୍ବଲପୁର, ରାଉରକେଲା ଭଳି ବଡ଼ ସହର ସମେତ ରାଜ୍ୟର ବିଭିନ୍ନ ସମ୍ବେଦନଶୀଳ ସ୍ଥାନ, ଉପକୂଳ ତଥା ସମୁଦ୍ରାଞ୍ଚଳରେ ସୁରକ୍ଷା ବଢାଇ ଦିଆଯାଇଛି। ଦିଲ୍ଲୀ ଘଟଣାରେ!-->…
Read More...
Read More...
ପୁଲିସ-ନକ୍ସଲ ମଧ୍ୟରେ ଗୁଳିବିନିମୟ, ୩ ନକ୍ସଲ ମୃତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୁଲିସ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ଚାଲିଛି। ନକ୍ସଲ ରହି ରହି ଗୁଳି ଚଳାଉଛନ୍ତି। ବିଶେଷ ସୂତ୍ରରୁ ଖବର ପାଇ ସୁକମା ଡିଆରଜି ଯବାନ ଭେଜ୍ଜି ଓ ଚିନ୍ତାଗୁମ୍ଫା ମଧ୍ୟ ଜଙ୍ଗଲରେ ଚଢ଼ାଉ କରିଥିଲେ। ଆଜି ସକାଳୁ ନକ୍ସଲ!-->…
Read More...
Read More...