Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଭାରତକୁ ବିଶ୍ୱର ‘ଜ୍ଞାନ ସେତୁ’ ଭାବେ ଗଢ଼ିବା- ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀରେ ଆୟୋଜିତ 'ଷ୍ଟଡି ଇନ୍ ଇଣ୍ଡିଆ' ଏଡୁ-ଡିପ୍ଲୋମାଟିକ କନକ୍ଲେଭ (Study in India Edu-Diplomatic Conclave 2026) ରେ ବିଶ୍ୱର ୫୦ରୁ ଅଧିକ ଦେଶର ରାଷ୍ଟ୍ରଦୂତ, ହାଇକମିଶନର ଏବଂ କୂଟନୀତିଜ୍ଞ ମାନଙ୍କୁ!-->…
Read More...
Read More...
ମେ’ ମାସରେ ପ୍ରକାଶ ପାଇବ ମାଟ୍ରିକ୍ ଫଳ
କଟକ ୨।୩: ମେ’ ମାସରେ ପ୍ରକାଶ ପାଇବ ମାଟ୍ରିକ୍ ଫଳ। ମେ' ମାସ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ ଖାତା ଦେଖା ଆରମ୍ଭ ହେବ ।ବୋର୍ଡ!-->…
Read More...
Read More...
ଓଡିଶା ଆସିବେ ଅମିତ ଶାହ, ଏହି ସବୁ କାର୍ଯ୍ୟକ୍ରମରେ ଯୋଗଦେବେ
ଭୁବନେଶ୍ୱର:ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରାପ୍ତ!-->…
Read More...
Read More...
ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା
ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର!-->…
Read More...
Read More...
୩ ଦିନ ପରେ ବଢ଼ିବ ଖରା
ଭୁବନେଶ୍ୱର: ଖରା ବଢ଼ିବ । ଆସନ୍ତା ୩ ଦିନ ପରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇବ । ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇପାରେ ଦିନର ସର୍ବୋଚ୍ଚ ତାପମାତ୍ରା। ହେଲେ ରାତି ତାପମାତ୍ରା କମିବ । ଆସନ୍ତା ଦୁଇଦିନ ଭିତରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ କମିପାରେ । ଏଭଳି!-->…
Read More...
Read More...
ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି । ମାର୍ଚ୍ଚ ୫ ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା, ୬ ତାରିଖରେ ଯାଞ୍ଚ। । ମାର୍ଚ୍ଚ ୯ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ । ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ!-->…
Read More...
Read More...
ରାଜ୍ୟ ସଭା ନିର୍ବାଚନ ; ଖୁବ୍ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ବିଜେପି
ଭୁବନେଶ୍ୱର,୨୬ା୨: ରାଜ୍ୟ ସଭା ନିର୍ବାଚନ ପାଇଁ ଖୁବ୍ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ବିଜେପି। ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ଆଜି କିମ୍ବା କାଲି ଭିତରେ ସଂସଦୀୟ ବୋର୍ଡ ବୈଠକ ବସିବ। କିଏ ରାଜ୍ୟ ସଭା ଯିବ ବୈଠକରେ ନିଷ୍ପତ୍ତି ହେବ।
!-->!-->…
Read More...
Read More...
ମାର୍ଚ୍ଚ ପ୍ରଥମ ସପ୍ତାହରେ ହେବ ରତ୍ନ ଭଣ୍ଡାର ଗଣତି ମଣତି : ଆଇନ ମନ୍ତ୍ରୀ
ଭୁବନେଶ୍ବର : ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନ ଭଣ୍ଡାର ଗଣତି ମଣତି ହେବ । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି । ମନ୍ତ୍ରୀ କହିଛନ୍ତି, ଛତିଶା ନିଯୋଗ ସହିତ ଆଲୋଚନା ହୋଇଛି । ଖୁବ୍ଶୀଘ୍ର ସମୟ ନିର୍ଘଣ୍ଟ ସ୍ଥିର ହେବ । ମାର୍ଚ୍ଚ ମାସ ପ୍ରଥମ ସପ୍ତାହ!-->…
Read More...
Read More...
ଖଣି ଅଧିକାରୀଙ୍କ ଟଙ୍କା ଦେଖି ଭିଜିଲାନ୍ସ ତାଜୁବ
କଟକ: କଟକ ସର୍କଲ ମାଇନ୍ସ ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତି ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୧୦ଟା ୩୦ ମିନିଟ ସମୟରେ ମହାନ୍ତିଙ୍କୁ ଭିଜିଲାନ୍ସ ଧରିଛିି। କୋଲ ଡିପୋ ସୁରୁଖୁରୁରେ ଚଳାଇବା ପାଇଁ ଜଣେ ବ୍ୟବସାୟୀଙ୍କଠାରୁ ସେ ୩୦,୦୦୦ ଟଙ୍କା!-->…
Read More...
Read More...
ପୁଣି ବଢିଲା ସୁନା ଦର , ଜାଣନ୍ତୁ ରୂପା ଦର କେତେ
ନୂଆଦିଲ୍ଲୀ-ସୁନା ଦରକୁ ନେଇ ଚିନ୍ତାରେ ଗ୍ରାହକ । ପ୍ରତି ଦିନ ଦର ବୃଦ୍ଧି ପାଇ ଏବେ ସୁନା ୧ଲକ୍ଷ ୬୦ହଜାର ପାର କରିଲାଣି । ଆଜି ୨୪କ୍ୟାରେଟ ସୁନାର ଦାମ୍ ୧୦ ଗ୍ରାମ୍ ପିଛା ୧୧୦ ଟଙ୍କା ବୃଦ୍ଧି ପାଇ ୧ଲକ୍ଷ ୬୨ହଜାର ୪୦ଟଙ୍କାରେ ପହଞ୍ଚିଛି । ଗତକାଲି ୨୪କ୍ୟାରେଟ ସୁନାର ଦାମ ୧ଲକ୍ଷ ୬୧ହଜାର!-->…
Read More...
Read More...