Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବୌଦ୍ଧ ଜିଲାରେ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ
ବୌଦ୍ଧ,୧୫ା୯ : ହୀରାକୁଦର ଉପର ମୁଣ୍ଡରେ ଭୀଷଣ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବା ଫଳରେ ୨୨ ଗୋଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ କରାଯାଉଅଛି । ତେଣୁ ମହାନଦୀର ତଳମୁଣ୍ଡରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ଆଶଙ୍କା ନେଇ ରାଜ୍ୟ ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯିବା ପରେ!-->…
Read More...
Read More...
ସେପ୍ଟେମ୍ବର ସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ ଟେଣ୍ଡର
ଦଶପଲ୍ଲା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା । ଏ ସଂପର୍କରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଆଜି ଏ ସଂପର୍କରେ!-->…
Read More...
Read More...
ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା, ବିଳମ୍ବରେ ହେଲା ନିତିକାନ୍ତି
ପୁରୀ : ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଆଜିର ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଦେବତା ଭଗବାନ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଆଜି ବିଳମ୍ବରେ ଠାକୁରଙ୍କ ଅବକାଶ ନିତି ସରିବା ପରେ ଠାକୁରଙ୍କୁ!-->…
Read More...
Read More...
ପ୍ରାଥମିକ ଶିକ୍ଷକଙ୍କ ଧାରଣାରେ ସାମିଲ ହେଲେ ଓଷ୍ଟା କର୍ମକର୍ତ୍ତା
ନୂଆପଡ଼ା : ନୂଆପଡ଼ା ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ ଜୋର ଧରିଥିବା ବେଳେ ସିନାପାଲିରେ ମଧ୍ୟ ଜାରି ରହିଛି । ତିନିଦଫା ଦାବିରେ ସିନାପାଲି ବିଇଓ ଅଫିସ୍ ସମ୍ମୁଖରେ ସଂଘର କର୍ମକର୍ତ୍ତାଙ୍କ ସହ ଶତାଧିକ ଶିକ୍ଷକ ଶିକ୍ଷୟିତ୍ରୀ ଧାରଣାରେ ବସିଥିବା ବେଳେ ଆଜି ଓଡିଶା ମାଧ୍ୟମିକ!-->…
Read More...
Read More...
ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ଡାକ୍ତରଖାନା ପହଞ୍ଚାଇ ମାନବିକତା ଦେଖାଇଲେ ବିଏସକେୱାଇ ଜିଲ୍ଲା ସଂଯୋଜିକା
ସୁବର୍ଣ୍ଣପୁର: ରାସ୍ତାରେ ପଡି ଛଟପଟ ହେଉଥିବା ଜଣେ ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ଡାକ୍ତରଖାନାରେ ପହଞ୍ଚାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସୁବର୍ଣ୍ଣପୁର ଜିଲ୍ଲା ସଂଯୋଜିକା ପ୍ରଜ୍ଞାପରିମିତା ଦାଶ ଉଦାହରଣ ସୃଷ୍ଟି କରିଛନ୍ତି । ଦୁର୍ଘଟଣାର ଶିକାର ହୋଇ ଏକ ଘରୋଇ ମେଡିକାଲରେ ଚିକିତ୍ସିତ!-->…
Read More...
Read More...
ଗାଡି ସହ କାଠ ଜବତ
ଚମ୍ପୁଆ : କେନ୍ଦୁଝର ଡିଏଫଓ ଡି. ହନୁମତ ନିର୍ଦ୍ଦେଶକ୍ରମେ ଚମ୍ପୁଆ ରେଞ୍ଜର ଅକ୍ଷୟ ଛତ୍ରିଆଙ୍କ ତତ୍ତ୍ୱାବଧାନରେ, ଫରେଷ୍ଟର କାଳନ୍ଦି ସାମଲ ଉପସ୍ଥିତିରେ ବନବିଭାଗର ଟିମ ପେଟ୍ରୋଲିଂ ଜାରି ରହିଥିବାବେଳେ ଚମ୍ପୁଆ ରେଞ୍ଜର ଅନ୍ତର୍ଗତ କାଳିକା ପ୍ରସାଦ ନିକଟରେ ଏକ ଟାଟା ମ୍ୟାଜିକ୍ ଗାଡିରେ!-->…
Read More...
Read More...
ବ୍ଲକ ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକଙ୍କ ଧାରଣା
ନୂଆଗାଁ : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ଆଜି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ନେତୃତ୍ୱରେ ଚାଲିଥିବା ଆନ୍ଦୋଳନରେ ଆଜି ନୂଆଗାଁ ବ୍ଳକ୍ର ୩୮୨ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ପ୍ରାଥମିକ ଶିକ୍ଷକ ସଂଘ, କନିଷ୍ଠ ଶିକ୍ଷକ ସଂଘ, କଳା ଓ କ୍ରୀଡ଼ା!-->…
Read More...
Read More...
ରାଇକିଆ ଥାନା ଆଇଆଇସିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଆଇ.ଆଇ.ସି ରମାକାନ୍ତ ପାତ୍ରଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଶ୍ରୀ ପାତ୍ର ଏଠାରେ ବର୍ଷରୁ ଉଦ୍ଧ୍ୱର୍ କାର୍ଯ୍ୟ କରି ଜନସାଧାରଣଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇ ଦେଇ ଆସୁଥିଲେ । ତାଙ୍କ ସମୟରେ ବହୁ ପୋଲିସ ଆଇନ "ମୋ ପୋଲିସ' କାର୍ଯ୍ୟକ୍ରମ!-->…
Read More...
Read More...
ଅଖା ଭିତରେ ହାତ ବନ୍ଧା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଉଦ୍ଧାର
ପୁରୀ : ପୁରୀ ଜିଲ୍ଲା କଣାସ ବ୍ଲକ୍ ଗଡ଼ିଶାଗଦା ଥାନା ଅନ୍ତର୍ଗତ ଦୟାନଦୀର ନୂଆଗାଁ ସେତୁ ନିକଟରୁ ଅଖା ଭିତରେ ହାତ ବନ୍ଧା ଅବସ୍ଥାରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତେବେ ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ, ଏସପି, ଏସଡିପିଓ ଓ!-->…
Read More...
Read More...
ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର
ନନ୍ଦାହାଣ୍ଡି : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି । ଏଥି ଯୋଗୁଁ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ପ୍ରଭାବିତ ହୋଇଛନ୍ତି । ଲଗାଣ ବର୍ଷା ଯୋଗୁଁ ଆଜି ନବରଙ୍ଗପୁର!-->…
Read More...
Read More...