Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଟ୍ୟୁବ୍ ସାହାଯ୍ୟରେ ନଦୀ ପାରି ହେଲେ ରୋଗୀ
ବାଲିଗୁଡା: ଗାଁକୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ରୋଗୀଙ୍କୁ ଟ୍ୟୁବରେ ବସେଇ ଖଡ୍ଗ ନଦୀରେ ପାର କରି ଆଣିଲେ ରୋଗୀଙ୍କ ପରିବାର ଲୋକେ । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ମହାସିଙ୍ଗ ଗ୍ରାମ ପଞ୍ଚାୟତର କୁବେର ମୁଣ୍ଡା ଗ୍ରାମର ଏପରି ଏକ ଦୟନୀୟ ଘଟଣା ସାମ୍ନାକୁ ଆସିଛି । ଏହି!-->…
Read More...
Read More...
ଶିକ୍ଷୟତ୍ରୀଙ୍କୁ ଦୁର୍ବ୍ୟବହାର କରି ଅଡୁଆରେ ବୌଦ୍ଧ ଅବକାରୀ ବିଭାଗ
ହରଭଙ୍ଗା : ଜଣେ ଶିକ୍ଷୟତ୍ରୀଙ୍କୁ ଦୁର୍ବ୍ୟବହାର କରି ଅଡୁଆରେ ବୌଦ୍ଧ ଅବକାରୀ ବିଭାଗ । ମିଳିଥିବା ସୂଚନା ଅନୁଯାୟୀ ନିର୍ଜନ ସ୍ଥାନରେ ତନଖି ବେଳେ ଶିକ୍ଷୟତ୍ରୀଙ୍କୁ ଦୁର୍ବ୍ୟବହାର କରି ଉଠାଇ ନେଇ ଅବକାରୀ ବିଭାଗ ଗାଡିରେ ବସାଇବା ପରେ ବିବାଦ ସୃଷ୍ଟି ହୋଇଛି । ବୌଦ୍ଧ ଜିଲ୍ଲା ପୁରୁଣାକଟକ!-->…
Read More...
Read More...
ବିଜୁ ଯୁବ ଜନତା ଦଳର ନଗର କର୍ମକର୍ତ୍ତା ବୈଠକ
ଫୁଲବାଣୀ :ବିଜୁ ଯୁବ ଜନତା ଦଳର ନଗର କର୍ମକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ବୈଠକରେ ଯୁବ ନଗର ସଭାପତି ରାକେଶ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମୁଖ୍ୟ ଅତିଥି ଭାବରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ବିଷ୍ଣୁ!-->…
Read More...
Read More...
ହରଭଙ୍ଗା ବ୍ଲକ୍ସ୍ତରୀୟ ସଂସାଧନକର୍ମୀଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର
ହରଭଙ୍ଗା :ହରଭଙ୍ଗା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ମୁଖ୍ୟ ଅତିଥି ବ୍ଲକ୍ ଅଧକ୍ଷା ସ୍ନେହଲତା ପ୍ରଧାନ ଉପସ୍ଥିତ ରହି ମା ଭୈରବୀଙ୍କ!-->…
Read More...
Read More...
ପରଲୋକରେ ଗୁରୁ ଚନ୍ଦ୍ରମଣି ଲେଙ୍କା
ପୁରୀ : ବରିଷ୍ଠ ଓଡିଶୀ ସଙ୍ଗୀତ ଗୁରୁ ଚନ୍ଦ୍ରମଣି ଲେଙ୍କାଙ୍କ ପରଲୋକ ଘଟିଛି । ଗତ ବର୍ଷ ରାଜ୍ୟ ସରକାରଙ୍କ ଓଡିଶା ସଙ୍ଗୀତ ନାଟକ ଏକଡୋମୀ,ସଂସ୍କୃତି ବିଭାଗ ପକ୍ଷରୁ ଓଡିଶୀ ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସେ ବର୍ତ୍ତମାନ ସିଂହାରୀ!-->…
Read More...
Read More...
ଆଜି ଶ୍ରୀମନ୍ଦିରରେ କୃଷ୍ଣ ବଳରାମ ବେଶ
ପୁରୀ : ଭାଦ୍ରବ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀରେ ଶ୍ରୀମନ୍ଦିର ରେଶ୍ରୀଜୀଉ ମାନ ଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ । ଏହି ବେଶ ବହୁତ ଆକର୍ଷଣୀୟ ତଥା ମନୋରମ ହୋଇଥାଏ । ଏହି ଦିନ ମଧ୍ୟାହ୍ନ ଧୂପ ବଢ଼ିଲା ପରେ ଶ୍ରୀବଳଭଦ୍ରଙ୍କୁ ବଳରାମ ରୂପରେ , ଶ୍ରୀ ଜଗନ୍ନାଥ ଙ୍କୁ ଶ୍ରୀକୃଷ୍ଣ ରୂପରେ ଓ!-->…
Read More...
Read More...
ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେସନ ପକ୍ଷରୁ ଗୋଶାଣୀ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ…
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେସନ ପକ୍ଷରୁ ଗୋଶାଣୀ ବ୍ଳକ ଶିକ୍ଷାଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକମାନେ ଧାରଣା ଦେଇଛନ୍ତି । ରାଜ୍ୟ ସଂଘ ଓ ଜିଲ୍ଲା ସଂଘର ନିର୍ଦ୍ଦେଶ କ୍ରମେ ତିନି ଦଫା ଦାବି!-->…
Read More...
Read More...
ଏକ କ୍ୱିଣ୍ଟାଲ ଗଞ୍ଜେଇ ଜବତ
ସୋନପୁର: ଆଜି ସୋନପୁର କୁଞ୍ଜ ହୋଟେଲ ଛକଠାରେ ସ୍ଥାନୀୟ ପୋଲିସର ଏକ ସ୍ୱତନ୍ତ୍ର ଟିମ ବିଶ୍ୱସ୍ତ ସୂତ୍ରରୁ ଏକ ଗଞ୍ଜେଇ ଚାଲାଣ ଖବର ପାଇ ଦ୍ରୁତ ଗତିରେ ଆସୁଥିବା ଏକ ସୁପର ସ୍ପେଲେଣ୍ଡର ବାଇକକୁ ଅଟକାଇ ଥିଲେ । ଯେଉଁ ଥିରେ କି ମନମୁଣ୍ଡା ଅଞ୍ଚଳର ଦୁଇ ଜଣ ଯୁବକ ସୁମନ୍ତ ରଣା ଓ ଅଙ୍ଗଦ ରଣା ଥିଲେ!-->…
Read More...
Read More...
ବିଭିନ୍ନ ଦାବି ନେଇ ପ୍ରାଥମିକ ଶିକ୍ଷକଙ୍କ ଗଣଧାରଣା
ସୁବର୍ଣ୍ଣପୁର: ଆଜିଠାରୁ ସୋନପୁର ବିଇଓଙ୍କ କାର୍ଯ୍ୟାଳୟ ସାମ୍ନାରେ ପ୍ରାଥମିକ ଶିକ୍ଷକମାନଙ୍କୁ କେନ୍ଦ୍ରୀୟ ହାରରେ ବେତନ ପ୍ରଦାନ, ସମସ୍ତ କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ୬ଟି ନ୍ୟାସନାଲ ଇନକ୍ରିମେଣ୍ଟ ପ୍ରଦାନ କରିବା ଏକ୍ସ କ୍ୟାଡର, କଳା ଓ କ୍ରୀଡ଼ା ଶିକ୍ଷକ ମାନଙ୍କୁ ନିୟମିତ!-->…
Read More...
Read More...
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଅତିରିକ୍ତ!-->…
Read More...
Read More...