Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମ ଦିବସ ପାଳନ ଅବସରରେ ରଚନା ଓ ବକୃତା ପ୍ରତିଯୋଗିତା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ!-->…
Read More...
Read More...
ଜାତୀୟ ଜଳପଥ-୫ ଏବଂ ୬୪ ର ବିକାଶ ଏବଂ କାର୍ଯ୍ୟକ୍ଷମ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ
ମୁମ୍ବାଇ:ଭାରତୀୟ ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣ (IWAI), ଓଡ଼ିଶା ସରକାର, ପାରାଦୀପ ବନ୍ଦର ପ୍ରାଧିକରଣ (PPA) ଏବଂ ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (MCL) ମଧ୍ୟରେ ମୁମ୍ବାଇର NESCO ଗ୍ରାଉଣ୍ଡରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ୨୦୨୫ ସମୟରେ ଜାତୀୟ ଜଳପଥ-୫ (NW–୫) ଏବଂ ଜାତୀୟ ଜଳପଥ-୬୪!-->…
Read More...
Read More...
ରବିବାରଠୁ ମହାପଞ୍ଚୁକ ବ୍ରତ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା
ପୁରୀ : ରବିବାରଠୁ ମହାପଞ୍ଚୁକ ବ୍ରତ । ଆଉ ଏହି ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଛି । ତେବେ ପଞ୍ଚୁକରେ ଭକ୍ତଙ୍କ ପ୍ରବଳ ସମାଗମ ହେବାକୁ ଥିବାରୁ ପୁରୀ ସର୍କିଟ ହାଉସ ଠାରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ!-->…
Read More...
Read More...
ପୁରୀ ପୋଲିସ ଦ୍ୱାରା ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ମାରାଥନ ଦୌଡ଼ ଆୟୋଜିତ
ପୁରୀ- ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମଜୟନ୍ତୀ ଓ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ପୁରୀ ପୋଲିସ ଦ୍ୱାରା ଏକ ମାରାଥନ ଦୌଡ଼ ଆୟୋଜିତ ହୋଇଛି। ଏହି ମାରାଥନ ସକାଳ ୭ଟାରେ ଦିଗବରେଣୀ ଛକରୁ ଆରମ୍ଭ ହୋଇ ସମୁଦ୍ରତଟ ସଡକରେ ଆୟୋଜିତ କରାଯାଇଥିଲା। ଏହି ମାରାଥନକୁ ଏସ୍ପି ପୁରୀ ପ୍ରତୀକ!-->…
Read More...
Read More...
ନଭେମ୍ବର ୧ ରୁ ତହସିଲ ଅଫିସରେ ହେବ ଜମି କିଣାବିକା
ଭୁବନେଶ୍ବର: ଏବେ ଜମି କିଣାବିକା ନେଇ ସୃଷ୍ଟି ହେଉଥିବା ସମସ୍ୟା ଦୂର ହେବ। ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ ହୋଇପାରିବ। ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏହାପରେ ଡିସେମ୍ବରରେ!-->…
Read More...
Read More...
ସାରା ଦେଶରେ ଖୁବଶୀଘ୍ର ଲାଗୁ ହେବ ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି
ଭୁବନେଶ୍ୱର : ସାରା ଦେଶରେ ଖୁବଶୀଘ୍ର ଲାଗୁ ହେବ ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି । ଦେଶରେ ଏଣିକି ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ । ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସମାନଙ୍କ ୟୁନିଫର୍ମ ଆଉ ରହିବ ନାହିଁ । ଓଡ଼ିଶା ସମେତ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ!-->…
Read More...
Read More...
ବାତ୍ୟା ପରବର୍ତ୍ତୀ ପରିସ୍ଥିତି ସମ୍ପର୍କିତ ସମୀକ୍ଷା ବୈଠକ, ଖୁବ୍ଶୀଘ୍ର କ୍ଷୟକ୍ଷତିର ଆକଳନ କରାଯାଇ ସହାୟତା ପ୍ରଦାନ…
ଭୁବନେଶ୍ୱର:ଆଜି ରାଜସ୍ୱ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ସ୍ୱତନ୍ତ୍ର ରିଲିଫ୍ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ସମୀକ୍ଷା!-->…
Read More...
Read More...
ଲୋକସେବା ଭବନରେ ସର୍ଟ ସର୍କିଟ୍
ଭୁବନେଶ୍ଵର: ଲୋକସେବା ଭବନରେ ଅଗ୍ନିକାଣ୍ଡ। ବିଦ୍ୟୁତ୍ ସର୍ଟ ସର୍କିଟ୍ରୁ ଲାଗିଲା ନିଆଁ। ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି।
ସୂଚନାନୁଯାୟୀ, ବୁଧବାର ସକାଳ ପ୍ରାୟ ୯ଟା ବେଳେ ଲୋକସେବା ଭବନରେ ଛୋଟ ଧରଣର ଅଗ୍ନିକାଣ୍ଡ!-->!-->!-->…
Read More...
Read More...
ଏସଆଇ କେଳେଙ୍କାରୀ : ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର: ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ ଏପରି ମୋଟ ୧୨୧ ଜଣ ଜାମିନ ପାଇଁ କୋର୍ଟରେ!-->…
Read More...
Read More...
ସଚ୍ଚୋଟତା ଓ ସାଧୁତାର ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର- ଆଜି ଆୟୋଜିତ ଏହି କାର୍ଯ୍ୟକ୍ରମ ଦୁର୍ନୀତି ନିବାରଣ ପାଇଁ କେବଳ ଏକ ପ୍ରତିକାତ୍ମକ କାର୍ଯ୍ୟକ୍ରମ ନୁହେଁ, ଏହା ଦୁର୍ନୀତିଖୋର୍ ଅଧିକାରୀଙ୍କୁ ଏବଂ ଦୁର୍ନୀତିରେ ଲିପ୍ତ ସିଷ୍ଟମକୁ ଦୁର୍ନୀତି ପ୍ରତି ଆମ ସରକାର ଶୂନ୍ୟ ସହନଶୀଳ କଠୋର ବାର୍ତ୍ତା ଦେବା ପାଇଁ ଉଦ୍ଦିଷ୍ଟ କାର୍ଯ୍ୟକ୍ରମ!-->…
Read More...
Read More...