Browsing Category

ରାଜ୍ୟ

ଶୋଚନୀୟ ରାସ୍ତାକୁ ନେଇ ଅଭିନବ ପ୍ରତିବାଦ: ରାସ୍ତାରେ ରୋଇଲେ ଧାନ ଓ କାଦୁଅରେ ବସିଲେ ଜନତା

ହରଭଙ୍ଗା,୬/୯:- ବହୁପୁରାତନ ଜଗନ୍ନାଥ ସଡକ ଏବେ ଶୋଚନୀୟ ହୋଇପଡିଛି । ନୂତନ ନିର୍ମାଣଧୀନ ଧଳପୁର-ଆଠମଲ୍ଲିକ ମହାନଦୀ ସେତୁକୁ ସଂଯୋଗ କରୁଥିବା ଅପ୍ରୋଚରାସ୍ତାକୁ ଲାଗି ସେତୁ ତଳେ ଦୀର୍ଘ ବର୍ଷ ଧରି ରାସ୍ତା ସମସ୍ୟା ଲାଗି ରହିଛି । ବହୁ ସମୟରେ ବ୍ଲକ ପ୍ରଶାସନ, ନେତା ମନ୍ତ୍ରୀ ଓ ପୂର୍ତ୍ତର୍
Read More...

ଆଜି ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ, ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ନୀତି

ପୁରୀ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ । ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ଗତକାଲି ପ୍ରସବ
Read More...

ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ମୃତ୍ୟୁ, ଶବକୁ ଗାଁକୁ ଆଣିବା ପାଇଁ ପ୍ରଶାସନ ନିକଟରେ ନିବେଦନ

ହରଭଙ୍ଗା : ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ପରିବାର ଲୋକଙ୍କ ଠାରୁ ମିଳିଥିବା ସୂଚନା ଅନୁଯାଇ ବୌଦ୍ଧ ଜିଲ୍ଲା ବୌଦ୍ଧ ଥାନା କୋଡାପଡା ଗ୍ରାମର ବିଛନ୍ଦ ବାଘ (୩୭) ଦାଦନ ପାଇଁ ୭ ବର୍ଷ ହେଲା ତାମିଲନାଡୁର କୋଇମାତୁର ଜିଲ୍ଲା ଲକ୍ଷ୍ମୀ
Read More...

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, ଉତ୍ତ୍ୟକ୍ତ ଲୋକଙ୍କ ୫୯ ନଂ ଜାତୀୟ ରାଜପଥ ଅବରୋଧ

ବାଲିଗୁଡ଼ା: ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ । ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା । ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ୫୯ ନଂ ଜାତୀୟ ରାଜପଥ ଅବରୋଧ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ମହାସିଙ୍ଗି ଗ୍ରାମରେ । ମୃତକ ମହାସିଙ୍ଗି ଗ୍ରାମର ଯୁବକ
Read More...

ଅଷ୍ଟ୍ରେଲିଆରେ ପାଠ ପଢ଼ିବେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜର 5 ଛାତ୍ରଛାତ୍ରୀ

ଭୁବନେଶ୍ୱର :କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍ ପାସ କରିଥିବା 5 ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ପଠାଯିବ। ସେମାନେ ବିଶ୍ୱର ଅନ୍ୟତମ ସୁନାମଧନ୍ୟ କର୍ଟିନ୍ ବିଶ୍ୱବିଦ୍ୟାଳୟରେ ମାଇନିଂ ଇଞ୍ଜିନିୟରିଂ
Read More...

ସେଣ୍ଟ୍‌ ଜାଭିୟର୍ସ ପବ୍ଲିକ ସ୍କୁଲ ବୌଦ୍ଧରେ ଗୁରୁଦିବସ ପାଳିତ

ବୌଦ୍ଧ,୫/୯- ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିବସ ସେପ୍ଟେମ୍ବର ୫ ତାରିଖକୁ ଗୁରୁଦିବସ ଭାବେ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ବୌଦ୍ଧସ୍ଥିତ ସେଣ୍ଟ୍‌ ଜାଭିୟର୍ସ ପବ୍ଲିକ ସ୍କୁଲରେ ମଧ୍ୟ ଗୁରୁଦିବସ ଧୁମ୍‌ଧାମରେ ପାଳିତ ହୋଇଯାଇଛି ।
Read More...

ଅସହାୟ ମହିଳାଙ୍କ ପାଇଁ ସରକାରୀ ଯୋଜନା ସାତ ସପନ

ହରଭଙ୍ଗା : ସରକାର ମାତୃ ଗର୍ଭରୁ ଜନ୍ମ ଓ ଜନ୍ମରୁ ମୃତ୍ୟୁ ଓ ମୃତ୍ୟୁ ପରେ ମଧ୍ୟ ଅନ୍ତେଷ୍ଟି କ୍ରିୟା ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଥିବା ବେଳେ ବହୁସ୍ଥାନରେ ଯୋଗ୍ୟ ହିତାଧିକାରୀ ସରକାରଙ୍କ ଥିବା ଯୋଜନାରୁ ବାଦ ପଡିବା ଘଟଣା ଦେଖିବାକୁ ମିଳିଛି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
Read More...

ଓଡ଼ିଆ ବିଶ୍ୱବିଦ୍ୟାଳୟରେ ପାଠପଢା ଆରମ୍ଭ

ପୁରୀ : ପବିତ୍ର ଗୁରୁଦିବସରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ ବର୍ଷ ସ୍ନାତକୋତ୍ତର ଓଡ଼ିଆ ପାଠ୍ୟକ୍ରମ ଶୁଭାରମ୍ଭ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପୁରୀ ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ ନିମନ୍ତେ ଚଳିତ ଶିକ୍ଷା ବର୍ଷ ପାଇଁ ନାମଲେଖା ଶେଷ ହୋଇଥିବା ବେଳେ ଆଜି ଠାରୁ
Read More...

ଭୋଟର ସଚେତନତା ପାଇଁ “ମୁଁ ବି ମିତା’ କାର୍ଯ୍ୟକ୍ରମର ଶୁଭାରମ୍ଭ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଭୋଟର ସଚେତନତା କାର୍ଯ୍ୟକ୍ରମ "ମୁଁ ବି ମିତା'ର ଶୁଭାରମ୍ଭ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସମଗ୍ର ରାଜ୍ୟରେ ନୂତନ ମତଦାତା ମାନଙ୍କୁ ଭୋଟର
Read More...

ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ପ୍ରସ୍ତୁତି

ପୁରୀ : ଆସନ୍ତାକାଲି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ । ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯାଇଛି । ସଂଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା
Read More...