Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଭାଲୁ କାମୁଡାରେ ଜଣେ ଗୁରୁତର
ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜୁନାପାଣି ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଭାଲୁ କାମୁଡି ଦେଇଥିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଖଡ଼ିଆଳ ଉପଖଣ୍ଡ ଚିକିତ୍ସାକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଘଟଣାରୁ ପ୍ରକାଶ ଯେ ଜୁନାପାଣି ଗାଆଁର ଉଜ୍ଜଳ ମାଝୀ, ବୟସ ୫୬!-->…
Read More...
Read More...
ରୋଟାରୀ କ୍ଲବ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ
ପୁରୀ : ରୋଟାରୀ କ୍ଲବ ଅଫ୍ ପୁରୀ ସାଗର ପକ୍ଷରୁ ଆଜି ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହଯୋଗରେ କ୍ଲବର ସଭାପତି ରାଜଦୀପ ଘୋଷଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୃକ୍ଷରୋପଣ!-->…
Read More...
Read More...
ନିଜ ଭୋଟରଙ୍କୁ ଅପରାଧି କହିଲେ ସାଂସଦ ଅପରାଜିତା: ବିଜେଡି
ଭୁବନେଶ୍ୱର: ଗତ ସାଢେ ଚାରି ବର୍ଷ ମଧ୍ୟରେ ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ଭୁବନେଶ୍ୱରର ଲୋକଙ୍କ ସହ ନାହାଁନ୍ତି କିମ୍ବା ସେମାନଙ୍କ ଚିନ୍ତା ଏବଂ ବିକାଶ ପାଇଁ ଏକ ମିନିଟ୍ ସମୟ ଦେଇ ନାହାଁନ୍ତି ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଶ୍ରୀମତୀ ଶ୍ରୀମୟୀ ମିଶ୍ର । ଗଣମାଧ୍ୟମକୁ ସୂଚନା ଦେଇ!-->…
Read More...
Read More...
ବାରମ୍ବାର ପରାଜୟକୁ ପାସୋରି ଦେଉଛନ୍ତି ମନମୋହନ: ବିଜେଡି
ଭୁବନେଶ୍ୱର: ଶ୍ରୀ ମନମୋହନ ସାମଲ ବୋଧେ ଭୁଲି ଯାଇଛନ୍ତି ଯେ ୪.୫ କୋଟି ଲୋକ ଓଡିଶା ବିଜେପିକୁ ପରାସ୍ତ କରିଛନ୍ତି ଏବଂ ଗତବର୍ଷ ଜିଲା ପରିଷଦ ନିର୍ବାଚନରେ ଓଡିଶାର ୩୦ଟି ଜିଲ୍ଲାରେ ବିଜୁ ଜନତା ଦଳର ବିଜୟ ନିଶ୍ଚିତ କରିଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍ ମହାନ୍ତି ।ଶ୍ରୀ!-->…
Read More...
Read More...
ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା
କ୍ଷତିପୂରଣ ଓ ନ୍ୟାୟ ଦାବିରେ ରାଜପଥ ଅବରୋଧ କଲେ ଅଞ୍ଚଳବାସୀ
ବାଲିଗୁଡ଼ା,୨୭/୮:- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁଘଟଣାକୁ ନେଇ ଉତ୍ତେଜନା । ନ୍ୟାୟ ଦାବିରେ ସ୍କୁଲ ସମ୍ମୁଖ ୫୯ ନଂ ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକେ । ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦାୟିତ୍ୱହୀନତା ଯୋଗୁଁ!-->…
Read More...
Read More...
ବିଜେଡିର ବିଶାଳ ବାଇକ୍ ଶୋଭାଯାତ୍ରା ଓ ଶିଳାନ୍ୟାସ କାର୍ଯ୍ୟକ୍ରମ
ଦଶପଲ୍ଲା,୨୭/୮:- ସାଧାରଣ ନିର୍ବାଚନକୁ ଆହୁରି ଅନେକଦିନ ବାକିଥିବାବେଳେ ଏବେ କିନ୍ତୁ ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହେଲାଣି ନିର୍ବାଚନୀ ଉଷ୍ମତା । ଏହି ପରିପ୍ରେକ୍ଷୀରେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲାବି ଜେ.ଡି ସଭାପତି, ରମେଶ ଚନ୍ଦ୍ର ବେହେରାଙ୍କ ପ୍ରତ୍ୟକ୍ଷ!-->…
Read More...
Read More...
ସ୍କୁଟିରେ ଚାଲାଣ ହେଉଥିବା ଗଞ୍ଜେଇ ଜବତ ସହ ଜଣେ ଗିରଫ
ସୁବର୍ଣ୍ଣପୁର,୨୭/୮:- ସୋନପୁର ସହର ଦେଇ ଏବେ ଏକ ଅଭିନବ ଷ୍ଟାଇଲରେ ଗଞ୍ଜେଇ ଚୋରାଚାଲାଣ ଚାଲିଥିବା ଦେଖାଯାଉଛି । ଗତ ଦୁଇଦିନ ତଳେ ଦୁଇଟି ଘଟଣା କ୍ରମରେ ଜିଲ୍ଲା ଅବକାରୀ ବିଭାଗ ହାତରେ ସ୍କୁଟି ମାଧ୍ୟମରେ ଗଞ୍ଜେଇ ଚୋରା ଚାଲାଣ ସମୟରେ ଧରାପଡି କୋର୍ଟ ଚାଲାଣ ହୋଇଥିବାବେଳେ ଶନିବାର ପୁଣି!-->…
Read More...
Read More...
ବୌଦ୍ଧ ଜିଲ୍ଲାକୁ ମିଳିଲା ମର୍ଯ୍ୟାଦାଜନକ ସ୍କଚ ଆୱାର୍ଡ
ବୌଦ୍ଧ,୨୬/୮: - ନୂଆଦିଲ୍ଲୀର କନଷ୍ଟିଚ୍ୟୁସନ ବ୍ଲକର ସ୍ପିକର ହଲ୍ ଠାରେ ଆଜି ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ବୌଦ୍ଧ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ମର୍ଯ୍ୟାଦାଜନକ ସ୍କଚ ଆୱାର୍ଡ ସମ୍ମାନ ଗ୍ରହଣ କରିଛନ୍ତି । ଜିଲ୍ଲାପାଳ ଶ୍ରୀ ସ୍ୱାଇଁ ଏବଂ ଜିଲ୍ଲା ହସ୍ତତନ୍ତ ସହକାରୀ ନିର୍ଦ୍ଦେଶକ!-->…
Read More...
Read More...
ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ
ନନ୍ଦାହାଣ୍ଡି,୨୬/୮: - ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୁଲ୍ୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ମୋଟ ୬୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ।!-->…
Read More...
Read More...
ଲାୟନ୍ସ କ୍ଳବ୍ ପକ୍ଷରୁ ମେଗା ନିଃଶୁକ୍ଳ ସ୍ୱାସ୍ଥ୍ୟ ସେବା ଶିବିର
ପାଟଣାଗଡ,୨୬/୮: - ପାଟଣାଗଡ ଲାୟନ୍ସ କ୍ଲବ ଆନୁକୁଲ୍ୟରେ ନିଃଶୁକ୍ଳ ମେଗା ସ୍ୱାସ୍ଥ୍ୟ ସେବା ଶିବିର ମାରୱାଡି ଧର୍ମଶାଳାରେ ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ ଉପଜିଲ୍ଲାପାଳ ଡା. ବିଜୟାନନ୍ଦ ସେଠୀ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମକୁ ଉଦଘାଟନ କରି ଲାୟନ୍ସ କ୍ଲବର ଏଭଳି ପଦକ୍ଷେପକୁ ପ୍ରଶଂସା!-->…
Read More...
Read More...