Browsing Category

ରାଜ୍ୟ

ଆଦିବାସୀ ମହାବିଦ୍ୟାଳୟରେ “ମୋ ଦେଶ ମୋ ମାଟି’ କାର୍ଯ୍ୟକ୍ରମ

ବାଲିଗୁଡ଼ା : ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ପରିସରରେ ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଆଜି ଆୟୋଜିତ ହୋଇଯାଇଛି । ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭାରତୀୟ ଷ୍ଟେଟ ବ୍ୟାଙ୍କର ମୁଖ୍ୟ
Read More...

୭ମ ଦିନରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘର ଧାରଣା

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘର ଧାରଣା ୭ମ ଦିନରେ ପହଞ୍ଚିଛି । ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୧୮ ତାରିଖ ଠାରୁ ୨ ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି । ଆନ୍ଦୋଳନ ଯୋଗୁଁ
Read More...

ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧରେ ବିଜେପି ବୌଦ୍ଧ ଜିଲ୍ଲା ତରଫରୁ ପଞ୍ଚାୟତ ଘେରାଉ କାର୍ଯ୍ୟକ୍ରମ

ବୌଦ୍ଧ,୨୪/୮: ବୌଦ୍ଧଜିଲ୍ଲା ବିଜେପି ତରଫରୁ ଆଜି ଏକ ଜରୁରୀ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ବିଜେପି ସଭାପତି ବିପ୍ର ଚରଣ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସର୍ବମୋଟ ୬୯ ଗ୍ରାମ ପଞ୍ଚାୟତ ଆଗରେ ଆନ୍ଦୋଳନ ବ୍ୟାପକ କରିବା ସହିତ ବୌଦ୍ଧ
Read More...

ସମୂହ ଛୁଟିରେ ଯିବେ ଉଦ୍ୟାନ କୃଷି ବିଭାଗୀୟ ଅଧିକାରୀ

ପାରଳାଖେମୁଣ୍ଡି : ଦିନକୁ ଦିନ ଉଦ୍ୟାନ କୃଷି ବିଭାଗରେ ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରାଯାଉଥିବାରୁ ଉଦ୍ୟାନ କୃଷି ଅଧିକାରୀଙ୍କ ଦାୟିତ୍ୱ ବଢି ଚାଲିଛି ହେଲେ ଦୀର୍ଘ ବର୍ଷ ଧରି ଉଦ୍ୟାନ କୃଷି ବିଭାଗ ଅଧିକାରୀଙ୍କ କ୍ୟାଡର ପୁନଃ ବିନ୍ନ୍ୟାସ ହୋଇ ପାରୁନାହିଁ । ଯଦି ୩୦ ତାରିଖ ସୁଦ୍ଧା
Read More...

ମୃତ୍ତିକା ସଂରକ୍ଷଣ ଅଧିକାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ପାରଳାଖେମୁଣ୍ଡି : ଓଡ଼ିଶା ରାଜ୍ୟ ମୃତ୍ତିକା ସଂରକ୍ଷଣ ଅଧିକାରୀ ସଙ୍ଘ ଗଜପତି ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।ଗଜପତି ଜିଲ୍ଲାରେ କାର୍ଯ୍ୟରତ ମୃତ୍ତିକା ସଂରକ୍ଷଣ ସେବା ସଂଘର ସଦସ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା ସୁରେଶ
Read More...

ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧି ପିନାକୀ ଆହତ

ପୁରୀ : ପୁରୀରେ ପୋଲିସ୍‌ର ଏନକାଉଣ୍ଟର । ବାସେଳି ସାହୀ ଥାନା ଲୋକନାଥ ମନ୍ଦିର ପଛ ପଟେ ଥିବା ଶଙ୍କରେଶ୍ୱର ଜଙ୍ଗଲରେ ହୋଇଚି ଏନକାଉଣ୍ଟର । ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ପିନୁ ଓରଫ ପିନାକୀ ବରାଳ ଆହତ ହୋଇଛି । ପୋଲିସ୍‌ ପକ୍ଷରୁ ହେଇଥିବା ଗୁଳିରେ ପିନାକୀର ବାମ ଗୋଡରେ ଗୁଳି ଲାଗିବାରୁ ସେ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସୁବର୍ଣ୍ଣପୁର ନୂଆଁ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ

ସୁବର୍ଣ୍ଣପୁର : ଆଜି ସନ୍ଧ୍ୟାରେ ସୋନପୁର ନୂଆଁ ଟାଉନ ହଲଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିଡିଓ କନଫରେନସିଂ ମାଧ୍ୟମରେ ଏକ ଅତ୍ୟାଧୁନିକ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତରର ଶୁଭ ଉଦଘାଟନ କରାଯାଇଛି । ଏହି ଉପଲକ୍ଷେ ଜ଼ିଲ୍ଲା ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଆଜି ଏକ ଭବ୍ୟ
Read More...

ଘର ପଟ୍ଟା ଦାବି ନେଇ ଗ୍ରାମବାସୀ ତହସିଲଦାରଙ୍କ ଦ୍ୱାରସ୍ଥ

ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ମେଣ୍ଟ୍ରୀ ସଦର ଗ୍ରାମ ପଞ୍ଚାୟତ ଗ୍ରାମବାସୀ ଘର ପଟ୍ଟା ନିମନ୍ତେ ଏକ ଲିଖିତ ଦାବିପତ୍ର ନନ୍ଦାହାଣ୍ଡି ତହସିଲଦାର ବନମାଳୀ ମେହେରଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି । ଦୀର୍ଘ ୪୦ ରୁ ୫୦ ବର୍ଷ ଧରି ମେଣ୍ଟ୍ରୀ ସଦର ପଞ୍ଚାୟତ
Read More...

ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କଳିଙ୍ଗା ପଞ୍ଚାୟତ ଗସ୍ତ, ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା

ଘୁ.ଉଦୟଗିରି: ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଶିଷ ତ୍ରିପାଠୀ ଆଜି କଳିଙ୍ଗା ଗ୍ରାମ ପଞ୍ଚାୟତ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରିଛନ୍ତି । ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମିଳିଥିବା ଗୃହ ନିର୍ମାଣ କାର୍ଯ୍ୟ
Read More...

ଜିଲ୍ଲାପାଳଙ୍କୁ ଗାଁ ସାଥୀଙ୍କ ସ୍ମାରକ ପତ୍ର ପ୍ରଦାନ

ପାରଳାଖେମୁଣ୍ଡି : ବିଭିନ୍ନ ଦାବୀ ନେଇ ଗଜପତି ଜିଲ୍ଲା ଗାଁ ସାଥୀ ମେଟ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଜିଲ୍ଲାର ସମସ୍ତ ଗାଁ ସାଥୀଙ୍କୁ ତାଲିମ ଦେବାକୁ ଅନୁରୋଧ କରାଯାଇଥିବା ବେଳେ ସରକାରଙ୍କ ନିର୍ଦ୍ଦେଶନାମାକୁ ବିଭିନ୍ନ ବ୍ଲକରେ ସଠିକ ଭାବେ ଲାଗୁ କରିବାକୁ
Read More...