Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ,୧୫୧ଟି ଅଧିକ ପଦବୀ ପୂରଣ ପାଇଁ ଓପିଏସସିକୁ ଅନୁରୋଧ
ଭୁବନେଶ୍ୱର:ନିକଟରେ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ଓଡିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା। ହେଲେ ଏଥିରେ ଓଏଏସ୍, ଓଆର୍ଏସ୍ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ!-->…
Read More...
Read More...
ଏନକାଉଣ୍ଟରରେ ୧୪ ମାଓବାଦୀ ସଫା
ମାଲକାନଗିରି: ଛତିଶଗଡ କୋଣ୍ଟା କିସ୍ତରାମ ଜଙ୍ଗଲରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏନକାଉଣ୍ଟରରେ ୧୪ଜଣ ମାଓବାଦୀ ଟଳି ପଡିଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ଏକେ-୪୭ ଓ ଇନସାସ୍ ବନ୍ଧୁକ ଜବତ କରିଛନ୍ତି ସୁରକ୍ଷା କର୍ମୀ । ଜଙ୍ଗଲରେ ଏବେ ସର୍ଚ୍ଚ ଅପରେସନ ଜାରି ରହିଛି!-->…
Read More...
Read More...
ଆଇପିଏଲ ଖେଳିପାରିବେନି ମୁସ୍ତାଫିଜୁର ରହମାନ !
ଆଇପିଏଲ ୨୦୨୬ ନିଲାମରେ ମୁସ୍ତାଫିଜୁର ରହମାନ ଏକମାତ୍ର ବାଂଲାଦେଶୀ ଖେଳାଳି । ଏହି କାରଣରୁ କେକେଆର ପ୍ରଶଂସକମାନେ ନିରାଶ ହୋଇଛନ୍ତି, କାରଣ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ମାମଲା ଲଗାତାର ସାମ୍ନାକୁ ଆସୁଛି । ଏହି ସମୟରେ ପ୍ରଶଂସକମାନେ କେକେଆର ସହ-ମାଲିକ ଶାହାରୁଖ ଖାନଙ୍କୁ!-->…
Read More...
Read More...
ପୁଣି ଜୀବନ ନେଲା ଆମ ବସ୍ , ଡ୍ରାଇଭର ଫେରାର
ଭୁବନେଶ୍ୱର: ପୁଣି ଜୀବନ ନେଲା ଆମ ବସ୍ । ଭୁବନେଶ୍ୱର ରୂପାଲି ଛକରେ ଆମ୍ ବସ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଏକ ଅଟୋକୁ ପଛରୁ ଧକ୍କା ଦେଇଥିଲା ଆମ୍ ବସ୍ । ଫଳରେ ଅଟୋରେ ବସିଥିବା ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣା ସ୍ଥଳରେ!-->…
Read More...
Read More...
ବୌଦ୍ଧ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦଘାଟିତ
ବୌଦ୍ଧ:- ଶୁକ୍ରବାର ସନ୍ଧ୍ୟାରେ ଆନନ୍ଦ ଉଲ୍ଲାସର ସହିତ ଉଦଘାଟିତ ହୋଇଯାଇଛି ବୌଦ୍ଧ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା । ଆଜି ବୌଦ୍ଧ ଜିଲ୍ଲାର ୩୨ତମ ପ୍ରତିଷ୍ଠା ଦିବସରେ ଆୟୋଜିତ ହୋଇଛି ବୌଦ୍ଧ ମହୋତ୍ସବ । ମହୋତ୍ସବ ପାଇଁ ଜିଲ୍ଲାର ହରଭଙ୍ଗା, ବୌଦ୍ଧ ଓ କଣ୍ଟାମାଳ ବ୍ଲକରୁ ସ୍ୱତନ୍ତ୍ର!-->…
Read More...
Read More...
ମୃତ୍ୟୁ ଏମିତି ବି ଆସେ ! ଶବ ଯାତ୍ରାରେ ଯାଉଥିଲେ, ଚାଲିଗଲା ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀଙ୍କ ଜୀବନ
ଗଣିଆ -ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଶୁଭେନ୍ଦ୍ର କୁମାର ସାହୁଙ୍କ ପରଲୋକ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ଶୁଭେନ୍ଦ୍ରଙ୍କ ଅନ୍ତରଙ୍ଗ ବନ୍ଧୁ ବିଜୟନଗର ଗ୍ରାମର ଯୋଗୀନାଥ ମହାଳିକଙ୍କ ର ଆଜି ସକାଳେ ପରଲୋକ ହୋଇଥିଲା । ତାଙ୍କର ଶବ ଯାତ୍ରାରେ ଯାଉଥିବା ସମୟରେ ଶୁଭେନ୍ଦ୍ର ହୃଦଘାତ ଯୋଗୁ!-->…
Read More...
Read More...
ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ନେଲେ ଦେଓରଞ୍ଜନ କୁମାର ସିଂହ
ଭୁବନେଶ୍ବର : ଶୁକ୍ରବାର ଉନ୍ନୟନ କମିଶନର ଭାବେ ବିଧିବଦ୍ଧ ଦାୟିତ୍ଵ ନେଇଛନ୍ତି ବରିଷ୍ଠ ଆଇଏଏସ୍ ଅଧିକାରୀ ଦେଓରଞ୍ଜନ କୁମାର ସିଂହ । ମୁଖ୍ୟ ଶାସନ ସଚିବ ଭାବରେ ଅନୁ ଗର୍ଗ ଦାୟିତ୍ଵ ନେବା ପରେ ରାଜ୍ୟ ସରକାର ଉନ୍ନୟନ କମିଶନର ଭାବରେ ଦେଓରଞ୍ଜନ ସିଂହଙ୍କୁ ଦାୟିତ୍ଵ ଦେଇଥିଲେ । ଦେଓରଞ୍ଜନ ସିଂହ!-->…
Read More...
Read More...
କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ,ରେଢ଼ାଖୋଲ ସହରରେ ଏକ…
ସମ୍ବଲପୁର: ରେଢ଼ାଖୋଲ ସହରବାସୀଙ୍କ ଦୀର୍ଘଦିନର ଦାବିକୁ ସମ୍ମାନ ଜଣାଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଢ଼ାଖୋଲ ସହର ବାହାରେ ଏକ ବାଇପାସ ନିର୍ମାଣ କରିବା ପାଇଁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି ।!-->…
Read More...
Read More...
୧୫୪୩ ଜଣଙ୍କୁ ଚାକିରି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଶାୟୀଙ୍କୁ ଚାକିରି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରାୟ ୧୧ଟି ବିଭାଗ ୧୫୪୩ଜଣଙ୍କୁ ନିଯୁକ୍ତି ମିଳିଛି । ଭୁବନେଶ୍ବର ରେଲଓ୍ବେ ଅଡିଟୋରିୟମ ହଲରେ ହୋଇଥିବା ଓରିଏଣ୍ଟେସନ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗରେ ଚୟନ ହୋଇଥିବା ଆଶାୟୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ!-->…
Read More...
Read More...
ବଢିଲା ଅଡୁଆ, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅର୍ପିତା
କଟକ : କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲା। ଅର୍ପିତା ଚୌଧୁରୀଙ୍କ ପାଇଁ ବଢ଼ିଲା କି ଅଡ଼ୁଆ। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ ଦ୍ବାରସ୍ଥ। ସଙ୍ଗୀତ ନିର୍ଦ୍ଦେଶକ ସୋମେଶ ଶତପଥୀଙ୍କ ସହ ଆଗୁଆ ଜାମିନ ଆବେଦନ କଲେ ଅର୍ପିତା। ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ଲାଗି!-->…
Read More...
Read More...