Browsing Category

ରାଜ୍ୟ

ପୋଲିସ SI ପରୀକ୍ଷା କେଳେଙ୍କାରୀ, ମାଷ୍ଟର ମାଇଣ୍ଡରେ ଜଣେ ମହିଳା

ଭୁବନେଶ୍ୱର: ପୋଲିସ SI ପରୀକ୍ଷା କେଳେଙ୍କାରୀ ନେଇ କ୍ରାଇମବ୍ରାଞ୍ଚ ଡିଜି ବଡ଼ ଖୁଲାସା କରିଛନ୍ତି। କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି, ଘଟଣାରେ ମୋଷ୍ଟ ୱାଣ୍ଟେଡ ଦଲାଲ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ ହୋଇଛନ୍ତି। ସୁକାନ୍ତ ମହାରଣା, ସୌମ୍ୟା ପିୟଦର୍ଶିନୀ ଓ ଅଭିମନ୍ୟୁ ଦୋରାଙ୍କୁ
Read More...

ନୂଆପଡା ବିଜୟ ସଂକଳ୍ପ ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ନୂଆପଡା-ନୂଆପଡା ଜିଲ୍ଲା କୁ ଦିନିକିଆ ଗସ୍ତରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିବା ସହ ବିଜୟ ସଂକଳ୍ପ ସମାବେଶ ରେ ଯୋଗ ଦେଇଛନ୍ତି। ଏହି ଅବସରରେ ଜିଲ୍ଲା ବାସୀ ଙ୍କୁ ଉଦବୋଧନ ଦେଇ ଜିଲ୍ଲା ରେ ୧୪୦୦ କୋଟି ଟଙ୍କା ବିକାଶ ମୂଳକ କାର୍ଯ୍ୟ ଆଗାମୀ ଦିନ ରେ କରାଯିବ, ନୂଆପଡ଼ା ଡବଲ
Read More...

ପଦ୍ମ ଧରିଲେ ଲମ୍ବୋଧର ନିଆଲ

ନୂଆପଡା: ନୂଆପଡାରେ ବିଜେଡିକୁ ଆଉ ଏକ ଶକ୍ତ ଝଟକା ଲାଗିଛି । ଲମ୍ବୋଧର ବିଜେଡିରୁ ଇସ୍ତଫା ଦେଇ ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଥିବା ସୂଚନା ମିଳିଛି । ଏହାପରେ ସେ ବିଜେପିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଲମ୍ବୋଧର ଉପସ୍ଥିତ ରହିଛନ୍ତି । ଯାହାକି ବିଜେଡି
Read More...

ସ୍ନେହାଙ୍ଗିନୀ ଛୁରିଆଙ୍କ ସଂପର୍କରେ ବଡ କଥା କହିଲେ ଦେବୀ ମିଶ୍ର

ନୂଆପଡ଼ା୦: ନୂଆପଡ଼ା ଉପ ନିର୍ବାଚନ ନେଇ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ସ୍ନେହାଙ୍ଗିନୀ ଛୁରିଆଙ୍କ ନାମରେ ମୋହର ମାରିଛି ଦଳ । ଆଉ ପ୍ରାର୍ଥୀ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି  ବିଜେଡି ଉପ-ସଭାପତି ଦେବୀ ପ୍ରସାଦ ମିଶ୍ର । ସେ କହିଛନ୍ତି ନୂଆପଡ଼ା ପାଇଁ ସ୍ନେହାଙ୍ଗିନୀ ପୁରୁଣା ଚେହେରା
Read More...

ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା,ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା
Read More...

୭୯ ବର୍ଷରେ ପଦାର୍ପଣ କଲେ ନବୀନ, ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର: ଗୁରୁବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ସକାଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇ
Read More...

ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ପ୍ରାର୍ଥୀ

ଭୁବନେଶ୍ଵର: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ ଘାସିରାମ
Read More...

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଚାଉଳ, ଆଶା ଦେଖାଇଲେ ମନ୍ତ୍ରୀ

ଭୁବନେଶ୍ଵର: ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଲେଖାଏଁ ଚାଉଳ। ଆଶା ଦେଖାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି ଚୂଡାନ୍ତ ନିଷ୍ପତ୍ତି ହୋଇନି । ଏ ନେଇ ଚିନ୍ତା କରାଯାଉଛି , ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ସମସ୍ତ ୩ କୋଟି ୨୫ ଲକ୍ଷ
Read More...

ନୂଆପଡାରେ ଜନତାଙ୍କ ବିଜୟ ହେବ: ଜୟ ଢୋଲକିଆ

ନୂଆପଡା: ନୂଆପଡା ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ଜୟ ଢୋଲକିଆ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିବେ । ତେବେ ପ୍ରାର୍ଥୀ ହେବା ପରେ ଜୟ ଢୋଲକିଆ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ନୂଆପଡାରେ ଜନତାଙ୍କ ବିଜୟ
Read More...

ମରଣାନ୍ତକ ଆକ୍ରମଣ କରି ଡକାୟତି,୮ ଜଣଙ୍କୁ ଗିରଫ କଲା ପୋଲିସ୍

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ସାରଙ୍ଗଡ଼ ପୋଲିସ୍ ଦ୍ବାରା ୮ ଜଣ ଡକାୟତ ଗିରଫ । ଗତ ୧୧ ତାରିଖ ବିଳମ୍ବିତ ରାତିରେ ଧଳା ରଙ୍ଗର ଏକ ଟାଟା ଏସି ଗାଡ଼ିରେ କିଛି ଦୃର୍ବୁତ୍ତ ଯାଇ ସାରଙ୍ଗଡ଼ ଥାନା ଅନ୍ତର୍ଗତ ଗୁଟିଙ୍ଗିଆ ନିକଟସ୍ଥ ରାସ୍ତା କଡ଼ରେ ଥିବା ଜାଜାବରଙ୍କ ତମ୍ବ ନିକଟରେ ପହଁଚି ଥିଲେ
Read More...