Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ପୋଲିସ ଗୁଳିରେ ଟଳିଲା ଟପ୍ ମାଓ ନେତା ଗଣେଶ
ଫୁଲବାଣୀ : ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ପୋଲିସ ଗୁଳିରେ ଟଳିଲା ଟପ୍ ମାଓ ନେତା ଗଣେଶ । ସୁରକ୍ଷାକର୍ମୀ ଗୁଳିରେ ଟପ୍ ମାଓନେତା ଗଣେଶ ସମେତ ୪ ମାଓବାଦୀ ନିହତ ହୋଇଛନ୍ତି । ସେ ଓଡ଼ିଶା କ୍ୟାଡର ମୁଖ୍ୟ ରହିଥିଲେ । ଯାହା ମୁଣ୍ଡ ଉପରେ ୧ କୋଟି ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି!-->…
Read More...
Read More...
ବିଜେଡିର ପ୍ରତିଷ୍ଠା ଦିବସ ପୂର୍ବରୁ ସାଂଘାତିକ ବୟାନ ଦେଲେ ଦଳର ବରିଷ୍ଠ ନେତା ଭୂପିନ୍ଦର ସିଂ
ଭୁବନେଶ୍ବର:ଆସନ୍ତାକାଲି ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ। ଏହା ପୂର୍ବରୁ ଦଳର ବରିଷ୍ଠ ନେତା ଭୂପିନ୍ଦର ସିଂ ବିସ୍ଫୋରକ ବୟାନ ଦେଇଛନ୍ତି। ଅବଶ୍ୟ ଆଗରୁ ବି ସେ କେତେ ଥର ବିଜେଡି ସଂପର୍କରେ ବିସ୍ଫୋରକ ବୟାନ ଦେଇ ରାଜ୍ୟ ରାଜନୀତିରେ ଆଲୋଡ଼ନ ସୃଷ୍ଟି କରିଛନ୍ତି। ଏଥର ବରିଷ୍ଠ ବିଜେଡି ନେତା!-->…
Read More...
Read More...
ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ
ଭୁବନେଶ୍ବର: ଧାନ ସଂଗ୍ରହରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ୱନ ଏବଂ କୌଣସି ପରିସ୍ଥିତିରେ ଚାଷୀଙ୍କ ହକ୍ ଉପରେ ଆଞ୍ଚ୍ ନ ଆଣିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭାଗୀୟ ଅଧିକାରୀମାନଙ୍କୁ ଚେତାଇ ଦେଇଛନ୍ତି। ସେହିପରି ମିଲର୍ମାନେ ଯେପରି ଚାଷୀଙ୍କଠାରୁ ଠିକ୍ ଭାବରେ ଧାନ ସଂଗ୍ରହ କରିବେ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର:କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର!-->…
Read More...
Read More...
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ
ସୁନ୍ଦରଗଡ : ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ସିଭିଲ୍ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବିନ୍ଦ୍ର କୁମାର ବାରିକଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ, ଗୋପାଳ ଗାଁରେ ଥିବା ଆବାସିକ ୩ ମହଲା କୋଠା, ତିନି!-->…
Read More...
Read More...
ଟଙ୍କା ଫେରିପାଇବେ କ୍ଷୁଦ୍ର ଚିଟଫଣ୍ଡ୍ ଜମାକାରୀ
ଭୁବନେଶ୍ୱର : ଚିଟଫଣ୍ଡକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା। ଟଙ୍କା ଫେରସ୍ତ ପାଇବେ କ୍ଷୁଦ୍ର ଚିଟ୍ ଫଣ୍ଡ୍ ଜମାକାରୀ। ଏନେଇ ଅର୍ଥ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏହାର ସୁଯୋଗ ନେବାକୁ ସମସ୍ତ ଆବେଦନକାରୀଙ୍କୁ ଅନୁରୋଧ କରାଯାଇଛି।ଆସନ୍ତା ୨୦୨୬ ଜାନୁଆରୀ ୩୧ ଯାଏ ଟଙ୍କା ଫେରସ୍ତ!-->…
Read More...
Read More...
ଚିକେନ୍ ସାଙ୍ଗରେ ପାଳଙ୍ଗ ଶାଗ ଖାଇ ଗୋଟିଏ ପରିବାରର ୩ ମୃତ
ଅନୁଗୋଳ : ଖାଦ୍ୟ ପାଲଟିଲା ବିଷ । ଚିକେନ୍ ସାଙ୍ଗରେ ପାଳଙ୍ଗ ଶାଗ ଖାଇ ଗୋଟିଏ ପରିବାରର ୩ ମୃତ । ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଇଟାପା ଗାଁରୁ ଆସିଛି ଏପରି ଅଭାବନୀୟ ଘଟଣା ।
ରବିବାର ବିଳମ୍ବିତ ରାତିରେ ଚିକେନ୍ ପାଳଙ୍ଗ ଶାଗ ଖାଇ ଶୋଇଥିଲେ । ସକାଳୁ ସକାଳୁ କୌଣସି ଲୋକ ଘରର!-->!-->!-->…
Read More...
Read More...
ବାଲିଗୁଡ଼ା ବନାଞ୍ଚଳରେ ହାତୀ ଆତଙ୍କ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼,ତୁମୁଡିବନ୍ଧ ଓ ବେଲଘର ବନାଞ୍ଚଳରେ ହାତୀ ଆତଙ୍କ । ଏକ ସପ୍ତାହରରୁ ଉର୍ଦ୍ଧ୍ବ ହେବ କୋଟଗଡ଼ ବନାଞ୍ଚଳରେ ୮ଟିକିଆ ହାତୀପଲ ଉତ୍ପାତ ମଚେଇଥିବା ବେଳେ ବେଲଘର ଓ ତୁମୁଡ଼ିବନ୍ଧ ବନାଞ୍ଚଳର ବେଲଘର,ଝିରିପାଣି,ଭଣ୍ଡରଙ୍ଗି,ଲଙ୍କାଗଡ଼!-->…
Read More...
Read More...
ଆଗକୁ ନୂଆବର୍ଷ ; ଶ୍ରୀମନ୍ଦିର ପରିଦର୍ଶନ କଲେ ଏସପି ପ୍ରତୀକ୍ ସିଂହ
ପୁରୀ ; ଆସନ୍ତା ନବବର୍ଷ ୨୦୨୬ ଅବସରରେ ଶ୍ରୀଜଗନ୍ନାଥ ମନ୍ଦିରକୁ ଆଗମନ କରିବାକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁରକ୍ଷା, ସୁବିଧା ଓ ସୁଚାରୁ ଦର୍ଶନ ବ୍ୟବସ୍ଥା ନିମନ୍ତେ ଆଜି ପୁରୀ ଏସପି ପ୍ରତୀକ୍ ସିଂହଙ୍କ ନେତୃତ୍ୱରେ ଏକ ସମୀକ୍ଷା ଦଳ ଶ୍ରୀମନ୍ଦିର ପରିଦର୍ଶନ କରିଥିଲେ। ଏହି ସମୀକ୍ଷା!-->…
Read More...
Read More...
ଦନ୍ତା ହାତୀର ଆକ୍ରମଣରେ ବୃଦ୍ଧ ମୃତ
ଖଇରା: ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକରେ ଗତକାଲି ସନ୍ଧ୍ୟାରୁ ଏକ ଜଙ୍ଗଲୀ ଦନ୍ତା ହାତୀ ଉପଦ୍ରବ ମଚାଇ ଆଜି ସକାଳେ ଜଣେ ଜଣେ ବୃଦ୍ଧଙ୍କ ଜୀବନ ନେଇଛି। ହାତିଟି ଏବେ ଜନବସତି ଅଭିମୁଖା ହେଉଥିବାବେଳେ ଦନ୍ତାକୁ ନେଇ ଅଂଚଳରେ ଭୟର ବାତାବରଣ ଛାଇ ଯାଇଛି।ସୂଚନା ମୁତାବକ, ଗତକାଲି ସାନ୍ଧ୍ୟରେ କୁଳଢିଆ!-->…
Read More...
Read More...