Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରାଜ୍ୟରେ ପଡିବ ଶୀତ
ଭୁବନେଶ୍ୱର: ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ନଭେମ୍ବର ୨ ତାରିଖ ଆଡ଼କୁ ସାରା ରାଜ୍ୟରେ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ!-->…
Read More...
Read More...
ସର୍ଦ୍ଦାର ପଟେଲଙ୍କ ଦୃଢ଼ ସଙ୍କଳ୍ପ, ଦୃଷ୍ଟିକୋଣ ବଳରେ ଆମେ ଆଜି ଭାରତକୁ ‘ଏକ’ ଦେଖୁଛୁ –…
ଭୁବନେଶ୍ୱର:ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିଅମ ଠାରେ ଆୟୋଜିତ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ!-->…
Read More...
Read More...
ଓଡ଼ିଶାରେ ହେବ ୯୨ ରେଳ ଓଭର୍ବ୍ରିଜ
ଭୁବନେଶ୍ୱର: ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍ ନିର୍ମାଣ ହେବ। ଏଥିପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ। କେନ୍ଦ୍ର ରେଳ ମନ୍ତ୍ରଣାଳୟ ଏ ନେଇ ଆବଶ୍ୟକ ଅନୁମୋଦନ କରିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ଉଭୟ ରେଳ ମନ୍ତ୍ରଣାଳୟ ଓ ରାଜ୍ୟ ସରକାର ଏହି ରେଳ ଓଭରବ୍ରିଜଗୁଡ଼ିକୁ!-->!-->!-->…
Read More...
Read More...
ବୌଦ୍ଧରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ
ବୌଦ୍ଧ,୩୦/୧୦:- ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ଗୃହ ଠାରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଜ଼ିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ ଧରିତ୍ରୀ ପ୍ରଧାନ ଅତିଥି ପରିଚୟ ପ୍ରଦାନ ଏବଂ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ!-->…
Read More...
Read More...
ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମ ଦିବସ ପାଳନ ଅବସରରେ ରଚନା ଓ ବକୃତା ପ୍ରତିଯୋଗିତା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ!-->…
Read More...
Read More...
ଜାତୀୟ ଜଳପଥ-୫ ଏବଂ ୬୪ ର ବିକାଶ ଏବଂ କାର୍ଯ୍ୟକ୍ଷମ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ
ମୁମ୍ବାଇ:ଭାରତୀୟ ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣ (IWAI), ଓଡ଼ିଶା ସରକାର, ପାରାଦୀପ ବନ୍ଦର ପ୍ରାଧିକରଣ (PPA) ଏବଂ ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (MCL) ମଧ୍ୟରେ ମୁମ୍ବାଇର NESCO ଗ୍ରାଉଣ୍ଡରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ୨୦୨୫ ସମୟରେ ଜାତୀୟ ଜଳପଥ-୫ (NW–୫) ଏବଂ ଜାତୀୟ ଜଳପଥ-୬୪!-->…
Read More...
Read More...
ରବିବାରଠୁ ମହାପଞ୍ଚୁକ ବ୍ରତ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା
ପୁରୀ : ରବିବାରଠୁ ମହାପଞ୍ଚୁକ ବ୍ରତ । ଆଉ ଏହି ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଛି । ତେବେ ପଞ୍ଚୁକରେ ଭକ୍ତଙ୍କ ପ୍ରବଳ ସମାଗମ ହେବାକୁ ଥିବାରୁ ପୁରୀ ସର୍କିଟ ହାଉସ ଠାରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ!-->…
Read More...
Read More...
ପୁରୀ ପୋଲିସ ଦ୍ୱାରା ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ମାରାଥନ ଦୌଡ଼ ଆୟୋଜିତ
ପୁରୀ- ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମଜୟନ୍ତୀ ଓ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ପୁରୀ ପୋଲିସ ଦ୍ୱାରା ଏକ ମାରାଥନ ଦୌଡ଼ ଆୟୋଜିତ ହୋଇଛି। ଏହି ମାରାଥନ ସକାଳ ୭ଟାରେ ଦିଗବରେଣୀ ଛକରୁ ଆରମ୍ଭ ହୋଇ ସମୁଦ୍ରତଟ ସଡକରେ ଆୟୋଜିତ କରାଯାଇଥିଲା। ଏହି ମାରାଥନକୁ ଏସ୍ପି ପୁରୀ ପ୍ରତୀକ!-->…
Read More...
Read More...
ନଭେମ୍ବର ୧ ରୁ ତହସିଲ ଅଫିସରେ ହେବ ଜମି କିଣାବିକା
ଭୁବନେଶ୍ବର: ଏବେ ଜମି କିଣାବିକା ନେଇ ସୃଷ୍ଟି ହେଉଥିବା ସମସ୍ୟା ଦୂର ହେବ। ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ ହୋଇପାରିବ। ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏହାପରେ ଡିସେମ୍ବରରେ!-->…
Read More...
Read More...
ସାରା ଦେଶରେ ଖୁବଶୀଘ୍ର ଲାଗୁ ହେବ ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି
ଭୁବନେଶ୍ୱର : ସାରା ଦେଶରେ ଖୁବଶୀଘ୍ର ଲାଗୁ ହେବ ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି । ଦେଶରେ ଏଣିକି ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ । ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସମାନଙ୍କ ୟୁନିଫର୍ମ ଆଉ ରହିବ ନାହିଁ । ଓଡ଼ିଶା ସମେତ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ!-->…
Read More...
Read More...